Posted inଜାତୀୟ

ଆଇଆର୍‌ଏସ୍‌ ଅଫିସରଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ଜାଲ୍‌ କାଗଜପତ୍ର ଦେଇ ୟୁପିଏସ୍‌ସି ପରୀକ୍ଷାରେ ପାସ୍‌ କରିଥିବା ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌)ର ଜଣେ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ସୀମାଶୁଳ୍କ ଓ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଅଫିସର ଥିବା ୨୦୦୭ ବ୍ୟାଚ୍‌ର ଆଇଆର୍‌ଏସ୍‌ ନବନୀତ କୁମାର ତାଙ୍କଠାରୁ ୫ ବର୍ଷ ସାନ ଜଣେ ବ୍ୟକ୍ତିଙ୍କ ପରିଚୟ ଦେଇ ୟୁପିଏସ୍‌ସି ପରୀକ୍ଷା ଦେଇଥିଲେ। ତାଙ୍କର ପ୍ରକୃତ ନାମ ରାଜେଶ କୁମାର ଶର୍ମା। ୨୦୦୭ରେ ୟୁପିଏସ୍‌ସି ପରୀକ୍ଷା ଦେବା ଲାଗି ତାଙ୍କର ବୟସ ଅତିକ୍ରାନ୍ତ ହୋଇଯାଇଥିବାରୁ ସେ ତାଙ୍କ ନାଁ ବଦଳାଇ ନବନୀତ ନାଁରେ ପ୍ରମାଣପତ୍ର ପ୍ରସ୍ତୁତ କରିଥିଲେ। ନବନୀତଙ୍କ ଜନ୍ମତାରିଖ ୧୯୮୦ ଜୁନ୍‌ ୧୫ ହୋଇଥିବାବେଳେ ସେ ୧୯୯୬ରେ ମାଟ୍ରିକ୍‌ ଓ ୨୦୦୮ରେ ସ୍ନାତକ ପାସ୍‌ କରିଥିଲେ। ଅନ୍ୟପକ୍ଷରେ ରାଜେଶ ୧୯୯୧ରେ ମାଟ୍ରିକ ପାସ୍‌ କରିଥିଲେ। ଯାଞ୍ଚ ବେଳେ ରାଜେଶ ନିଜକୁ ନବନୀତ ଭାବେ ପରିଚିତ କରାଇଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାସିକ ୧ ହଜାର ଟଙ୍କା ଦେବେ ତାମିଲନାଡୁ ସରକାର

ଚେନ୍ନାଇ,୧୧।୭: ତାମିଲନାଡୁର ଷ୍ଟାଲିନ ସରକାର ମହିଳାମାନଙ୍କ ପାଇଁ ଏକ ଯୋଜନା ପ୍ରସ୍ତୁତ କରିଛନ୍ତି, ଯାହା ବିଷୟରେ ବର୍ତ୍ତମାନ ସମସ୍ତ ପ୍ରକାରର ସୂଚନା ଶେୟାର କରାଯାଇଛି। ଯେଉଁଥିରେ...

କେନ୍ଦ୍ରକୁ ଟାର୍ଗେଟ, ଭାଜପା ପ୍ରତି ନରମ

ନୂଆଦିଲ୍ଲୀ,୧୪ା୨: ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟରେ ଅଭୂତପୂର୍ବ ଆଭିମୁଖ୍ୟ ଦେଖିବାକୁ ମିଳିଥିଲା। କେନ୍ଦ୍ରର ନୀତିଗୁଡ଼ିକୁ ନେଇ...

ବାବୁଲ ସୁପ୍ରିୟୋଙ୍କୁ ମନାଇବାକୁ ଚାଲିଛି ଉଦ୍ୟମ!

ନୂଆଦିଲ୍ଲୀ,୧ ।୮: ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ଥିବା ବାବୁଲ ସୁପ୍ରିୟୋ ରାଜନୀତିରୁ ସନ୍ୟାସ ନେବା କଥା ଗୋଟିଏ ଦିନ ପୂର୍ବରୁ ଘୋଷଣା କରିଥିଲେ ।...

ରାଜ୍ୟ ସଭା ନିର୍ବାଚନ,ସିବଲ-ଚିଦାମ୍ବରମ୍‌ଙ୍କ ସମେତ ୪୧ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ…

ନୂଆଦିଲ୍ଲୀ, ୪।୬ : ରାଜ୍ୟସଭା ନିର୍ବାଚନ ୨୦୨୨ ପୂର୍ବରୁ, ୧୧ ଟି ରାଜ୍ୟରୁ ୪୧ ଟି ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଛି। ୧୫...

ମାଗଣା ସୁବିଧା ଘୋଷଣା କରୁଥିବା ରାଜନୈତିକ ଦଳଙ୍କର ମାନ୍ୟତା ରଦ୍ଦ କରିବା ଅଧିକାର ନାହିଁ, ଏସ୍‌ସିଙ୍କୁ କହିଲେ ଇସି…

ନୂଆଦିଲ୍ଲୀ, ୯।୪ : ନିର୍ବାଚନରେ ମାଗଣା ସୁବିଧା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଉଥିବା ରାଜନୈତିକ ଦଳଙ୍କ ମାନ୍ୟତା ରଦ୍ଦ କରିବା ଅଧିକାର ନାହିଁ ବୋଲି ନିର୍ବାଚନ କମିଶନ...

ନାଥୁରାମଙ୍କୁ ଦେଶଭକ୍ତ କହିବା ଘଟଣା: ପ୍ରିୟଙ୍କା କହିଲେ ‘ହେ ରାମ୍‌’

ନୂଆଦିଲ୍ଲୀ, ୧୭।୫: ମାଲେଗାଁଓ ବିସ୍ଫୋରଣରେ ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନର ଭାଜପା ପ୍ରାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ...

‘ନୀତୀଶ କୁମାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି’

ପାଟନା,୨।୯: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ନେଇ ଦୀର୍ଘ ଦିନ ହେବ ଚର୍ଚ୍ଚା...

ମୋଦି ସରନେମ୍‌ ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହେଲେ ରାହୁଲ…

ନୂଆଦିଲ୍ଲୀ,୧୫।୭ : ମୋଦି ସରନେମ୍‌ ମନ୍ତବ୍ୟ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ୨ ବର୍ଷ ଦଣ୍ଡ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି...

Advertisement
Archives

Model This Week