Posted inଜାତୀୟ

ଆଇଇଡି ବିସ୍ଫୋରଣରେ ସିଆରପିଏଫ୍‌ ଯବାନ ଶହୀଦ୍‌

ରାୟପୁର,୩୧।୭: ଛତିଶଗଡ଼ରେ ଆଇଇଡି ବିସ୍ଫୋରଣରେ ଜଣେ ସିଆରପିଏଫ୍‌ ଯବାନ ଶହୀଦ୍‌ ହୋଇଛନ୍ତି। ସେ ହେଉଛନ୍ତି ବିହାର ନାଳନ୍ଦା ଜିଲାର ବାସିନ୍ଦା ରୌଶନ କୁମାର। ଯବାନମାନେ ପାଟ୍ରୋଲିଂ କରୁଥିବା ସମୟରେ ବୁଧବାର ଭୋର ୬ଟା ସମୟରେ ଏହା ଘଟିଥିବା କୁହାଯାଉଛି। ବସ୍ତର ଜିଲାର ପୁଶପାଳ ୧୯୫-ସିଆରପିଏଫ ବାଟାଲିୟନ୍‌ ନିକଟରେ ଏହା ଘଟିଛି। ଏଠାରେ ମାଓବାଦୀଙ୍କ ବିରୋଧରେ ଜୋର୍‌ଦାର ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ‘ମୋଦି ବନାମ ଦିଦି’ ଶଙ୍ଖନାଦ, କଂଗ୍ରେସ ବୈଠକରୁ ଦୂରେଇଲା ତୃଣମୂଳ…

ନୂଆଦିଲ୍ଲୀ,୨୮।୧୧: ସଂସଦର ଶୀତ ଅଧିବେଶନ ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଗୃହରେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ସୋମବାର କଂଗ୍ରେସ ବିରୋଧୀ...

ଛୁଟି ନେଇ ମଧ୍ୟ ଭୋଟ ନ ଦେଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ, ୯।୬ : ସହରାଞ୍ଚଳରେ ଭୋଟରଙ୍କ ଉଦାସୀନତାକୁ ଦୂର କରିବା ପାଇଁ ନିର୍ବାଚନ ଆୟୋଗ (ଇସି) ସମସ୍ତ କେନ୍ଦ୍ର ତଥା ରାଜ୍ୟ ସରକାରୀ ବିଭାଗ, ସରକାରୀ...

ଚୋରି ଶିଶୁ ଭାଜପା ନେତାଙ୍କ ଘରୁ ଉଦ୍ଧାର

ଲକ୍ଷ୍ନୌ,୩୦।୮:ମଥୁରା ରେଳଷ୍ଟେଶନରୁ ଗତ ସପ୍ତାହରେ ଜଣେ ୭ ମାସର ଶିଶୁ ଚୋରି ହୋଇଥିଲା। ଚୋରି ସମୟର ଦୃଶ୍ୟ ଷ୍ଟେଶନରେ ଲାଗିଥିବା ସିସିଟିଭିରେ କଏଦ ହୋଇଛି। ପୋଲିସ...

କୃଷକ-ସୁରକ୍ଷାକର୍ମୀ ମୁହାଁମୁହିଁ

ସିର୍ସା,୧୭।୭: କୃଷକଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ଓ ଗିରଫକୁ କେନ୍ଦ୍ର କରି ସିର୍ସାରେ ମୁହାଁମୁହିଁ  ହୋଇଛନ୍ତି ଆନ୍ଦୋଳନକାରୀ ଓ ସୁରକ୍ଷାକର୍ମୀ। ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କ...

୧୨୨ ବର୍ଷର ରେକର୍ଡ ଭାଙ୍ଗିଲା ତାତି

ନୂଆଦିଲ୍ଲୀ,୧।୫: ଚଳିତ ବର୍ଷ ଦେଶରେ ଭୀଷଣ ଗରମ ଅନୁଭୂତ ହେଉଛି। ଉତ୍ତର-ପଶ୍ଚିମ ଏବଂ ମଧ୍ୟ ଭାରତରେ ଏପ୍ରିଲ ମାସର ଗରମ ୧୨୨ ବର୍ଷର ରେକର୍ଡ ଭାଙ୍ଗିଥିବା...

କ୍ୟାପଟେନ୍‌ଙ୍କ ହାତ ଛାଡ଼ିଲେ ପିକେ…

ଚଣ୍ଡିଗଡ଼,୫।୮: ଆଗକୁ ପଞ୍ଜାବ ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂଙ୍କ ମୁଖ୍ୟ ପରାମର୍ଶଦାତା ପଦବୀରୁ ପ୍ରଶାନ୍ତ କିଶୋର(ପିକେ) ଇସ୍ତଫା ଦେଇଛନ୍ତି। ନିଜ...

ପ୍ରଶାନ୍ତଙ୍କୁ ଟାର୍ଗେଟ କଲେ ତେଜସ୍ୱୀ

ପାଟନା,୮ ।୫: ଗତ ୩୦ ବର୍ଷ ହେବ ବିହାରରେ କୌଣସି ବିକାଶ ହୋଇନାହିଁ । ଏମିତି ଏକ ବୟାନ ଦେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ...

ଅରୁଣ ଜେଟଲୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ନୀତୀଶ

ପାଟନା,୨୮।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କର ଏକ ପ୍ରତିମୂର୍ତ୍ତିକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶନିବାର ପାଟନାଠାରେ ଉନ୍ମୋଚନ କରିଛନ୍ତି। ଜେଟଲୀଙ୍କ ଜନ୍ମଦିନ ଅବସରରେ ଏହି...

Advertisement
Archives

Model This Week