ଆଇଏଏସ୍‌ ବିଜୟ କେତନଙ୍କୁ ଜାମିନ

ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ଡିସେମ୍ବର ୩୦ରେ ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍‌ ୨୦୦୯ ବ୍ୟାଚର ଆଇଏଏସ୍‌ ବିଜୟ କେତନଙ୍କୁ ଗିରଫ କରିଥିଲା। ଉଦ୍ୟାନ ଓ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ୍‌ ପାସ କରିବା ପାଇଁ ଉକ୍ତ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ତେବେ ଗିରଫ ପରେ ତାଙ୍କୁ ଫସାଇ ଦିଆଯାଇଥିବା ବିଜୟ କହିଥିଲେ। ବିଜୟଙ୍କ ସହ ଜଣେ ଘରୋଇ ବ୍ୟାଙ୍କ କର୍ମଚାରୀ ମଧ୍ୟ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କୁ ଚିଠି ଲେଖିଲେ ଅଞ୍ଜନା

ଭୁବନେଶ୍ୱର,୩।୫(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କୁ ଚିଠି ଲେଖିଛନ୍ତି ନିଜେ ପୀଡିତା। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ...

କ୍ରୀଡ଼ା ଶିକ୍ଷକ ଚଳାଉଛନ୍ତି ବିଦ୍ୟାଳୟ

ଆରଡ଼ି, ୩।୬(ଡି.ଏନ.ଏ.) ଗଁାରେ ଶିକ୍ଷାରେ ବିକାଶ ହେବ। ଏହି ଲକ୍ଷ୍ୟ ନେଇ ଗ୍ରାମବାସୀ ୧୯୮୧ରେ ଖୋଲିଥିଲେ ଏକ ଉଚ୍ଚ ବିଦ୍ୟାଳୟ। ସ୍ଥାନୀୟ ଅଞ୍ଚଳ ତଥା ଜିଲାର...

‘ଗଛ ମୋ ଜୀବନ, ସ୍ବପ୍ନ, ସାହାରା’

ସିମୁଳିଆ, (ସନ୍ତୋଷ କୁମାର ନାୟକ)- ପରିବେଶର ସୁରକ୍ଷା ବିନା ଜୀବଜଗତ ତିଷ୍ଠିବା ସମ୍ଭବ ନୁହେଁ। ଗଛ ଲଗାଇ ପରିବେଶକୁ ସୁରକ୍ଷା ଦେବା ବାର୍ତ୍ତା ପ୍ରଚାର ଲାଗି...

୪ ନୂଆ ୱାର୍ଡ ଗଠନ ପାଇଁ ଯୋଜନା

ପୁରୀ ଅଫିସ,୨୭ ।୧୦:ପୁରୀ ପୌରାଞ୍ଚଳକୁ ୩୬ଟି ୱାର୍ଡ କରାଯାଇପାରେ। ଏନେଇ ଯୋଜନା ଚାଲିଛି। ସମ୍ପ୍ରତି ପୁରୀ ସହରରେ ୩୨ଟି ୱାର୍ଡ ରହିଛି। ତେବେ ୪ଟି ୱାର୍ଡକୁ...

ବିକଳ୍ପ ବ୍ୟବସ୍ଥା କରିବା ପାଇଁ କମ୍ପାନୀକୁ ତାଗିଦ୍‌

କେନ୍ଦୁଝର,୧୭ା୬(ସ୍ବ.ପ୍ର.) ଭାରିଯାନ ଚଳାଚଳ ଯୋଗୁ କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଜାମୁଡିହା-ବିସ୍ତାପାଳ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ୧.୪୨କୋଟି ଟଙ୍କା...

ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର, ୨୫।୯ (ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ଆକ୍ରାନ୍ତ ହୋଇଛନ୍ତି। କ୍ରୀଡ଼ାମନ୍ତ୍ରୀ ନିଜେ ଶୁକ୍ରବାର ଟୁଇଟ୍‌ ଯୋଗେ...

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) – କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ,...

ଜିଲାପାଳଙ୍କ ରାତି ଅଧିଆ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ

ଗଞ୍ଜାମ,୨୦।୨(ଡି.ଏନ୍‌.ଏ): ଗଞ୍ଜାମ ଏନ୍‌ଏସିକୁ ଜିଲାପାଳଙ୍କ ଅଚାନକ ଗ୍ରସ୍ତ। ବେଆଇନ୍‌ ପଲିଥିନ ଉପରେ ଚଢ଼ାଉ। ବୁଧବାର ରାତିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗ ଅଚାନକ ଗଞ୍ଜାମ ଏନ୍‌ଏସି...

Advertisement
Archives

Model This Week