Posted inଜାତୀୟ

ଆଇଏନ୍‌ଏକ୍ସ୍‌ ମାମଲା: ଇଡ଼ି ଅଧିକାରୀ ରାକେଶ ଆହୂଜାଙ୍କ ବଦଳି

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ୍‌ ମାମଲାରେ ଇଡ଼ିର ସହାୟକ ଯାଞ୍ଚ୍‌ ଅଧିକାରୀ ରାକେଶ ଆହୂଜାଙ୍କୁ ଗୁରୁବାର ବଦଳି କରାଯାଇଛି। ଇଡ଼ିରେ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିବାରୁ ଏପରି କରାଯାଇଥିବା କୁହାଯାଉଛି। ତାଙ୍କୁ ଦିଲ୍ଲୀ ପୋଲିସକୁ ପୁଣି ଫେରାଇ ଅଣାଯାଇଛି। ୩ ସପ୍ତାହ ପୂର୍ବରୁ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିବା ଇଡ଼ି ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହାକୁ ନେଇ ସାଧାରଣରେ ନାନା ପ୍ରଶ୍ନ ଉଙ୍କି ମାରୁଛି। ରାକେଶଙ୍କ ସ୍ଥାନରେ ଅନ୍ୟ କାହାକୁ ନିଯୁକ୍ତ କରାଯିବ ସେ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପୂର୍ବ ଭାରତରେ ଭୂକମ୍ପ

ନୂଆଦିଲ୍ଲୀ,୨୬ା୫: ଉତ୍ତରପୂର୍ବ ଭାରତରେ ସୋମବାର ରାତି ୮ଟା ୧୨ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୫.୧ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ମଣିପୁର...

ପଶ୍ଚିମବଙ୍ଗ କ୍ୟାବିନେଟ୍‌ ମନ୍ତ୍ରୀ, ସ୍ତ୍ରୀଙ୍କୁ କରୋନା

କୋଲକତା,୨୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ପଶ୍ଚିମବଙ୍ଗରେ କରୋନା ସ୍ଥିତ ଜଟିଳ ହୋଇପଡିଛି। ପଶ୍ଚିମବଙ୍ଗ ସରକାରର କ୍ୟାବିନେଟ୍‌ ମନ୍ତ୍ରୀ ସୁଜିତ୍‌...

ଥରିଲା ମହାରାଷ୍ଟ୍ର

ପାଲଘର,୧୪।୧୨: ମହାରାଷ୍ଟ୍ରରେ ଶନିବାର ସକାଳେ ଏକ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୮ ସକାଳ ପ୍ରାୟ ୫ଟା ୨୨ରେ ଏହି...

ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଅମ୍ଫନ ପ୍ରଭାବରେ ଆସାମରେ ହୋଇପାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୨୧।୫: ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ପରେ ଏବେ ଏହାର କୌଣସି ପ୍ରତିକୂଳ ପ୍ରଭାବ ପଶ୍ଚିମବଙ୍ଗ ଉପରେ ପଡିବ ନାହିଁ ବୋଲି କହିଛି ଭାରତୀୟ...

ସୁଶୀଲ ମୋଦିଙ୍କ ଅଜବ ଯୁକ୍ତି: ଶ୍ରାବଣ-ଭାଦ୍ରବ ମାସରେ ଦେଖାଦିଏ ଆର୍ଥିକ ମାନ୍ଦାବସ୍ଥା

ପାଟଣା,୨।୯: : ବିହାରର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଦେଶରେ ଆର୍ଥିକ ମାନ୍ଦାବସ୍ଥାକୁ ନେଇ ଅଜବ ମତ ଦେଇଛନ୍ତି। ସେ ଟୁଇଟରେ କହିଛନ୍ତି, ଶ୍ରାବଣ-ଭାଦ୍ରବ ମାସରେ...

ଉପନିର୍ବାଚନ ପୂର୍ବରୁ ପ୍ରବଳ ବର୍ଷା

କୋଲକାତା,୨୯।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭବାନୀପୁର ବିଧାନସଭା ଆସନରେ ଗୁରୁବାର ଉପନିର୍ବାଚନ ହେବ। ଏଠାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତାଙ୍କ ବିରୋଧରେ ଭାଜପା...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୩୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି...

Advertisement
Archives

Model This Week