Posted inଜାତୀୟ

ଆଇଏନ୍‌ଏକ୍ସ ମିଡିଆ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୭୧ ପୂର୍ବତନ ଅଧିକାରୀ

ନୂଆଦିଲ୍ଲୀ,୬ା୧୦: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଅର୍ଥ ମନ୍ତ୍ରଣାଳୟର ୪ ପୂର୍ବତନ ଅଫିସରଙ୍କ ବିରୋଧରେ ମାମଲାକୁ ନେଇ ୭୧ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଚିନ୍ତାବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖିଛନ୍ତି। ଏଭଳି କାର୍ଯ୍ୟାନୁଷ୍ଠାନ ଉଦ୍‌ଯୋଗୀ ଓ ସଚ୍ଚୋଟ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ନିରୁତ୍ସାହିତ କରିବ ବୋଲି ସେମାନେ ଜଣାଇଛନ୍ତି। ଉକ୍ତ ପତ୍ରରେ ପୂର୍ବତନ କ୍ୟାବିନେଟ ସଚିବ କେ.ଏମ୍‌. ଚନ୍ଦ୍ରଶେଖର, ପୂର୍ବତନ ବହିର୍ବ୍ୟାପାର ସଚିବ ତଥା ଜାତୀୟ ସୁରକ୍ଷା ପରାମର୍ଶଦାତା ଶିବଶଙ୍କର ମେନନ ପ୍ରମୁଖ ଅବସରପ୍ରାପ୍ତ ଅଧିକାରୀ ସ୍ବାକ୍ଷର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri