Posted inଜାତୀୟ

ଆଇଏନ୍‌ଏକ୍ସ ମିଡିଆ ମାମଲା: ସିବିଆଇ ଦ୍ୱାରା ଚାର୍ଜସିଟ ଦାଖଲ

ନୂଆଦିଲ୍ଲୀ,୧୮।୧୦: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଶୁକ୍ରବାର ସିବିଆଇ ଦ୍ୱାରା ଚାର୍ଜସିଟ ଦାଖଲ କରାଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସମେତ ୧୪ ଜଣଙ୍କ ନାଁ ଥିବା ଜଣାପଡିଛି। ଏହି ମାମଲା ଦିଲ୍ଲୀର ଏକ କୋର୍ଟରେ ୨୧ ଅକ୍ଟୋବର ସୋମବାର ଶୁଣାଣି ହେବ। ସିବିଆଇ ଦ୍ୱାରା ଦାଖଲ କରାଯାଇଥିବା ଏହି ଚାର୍ଜସିଟରେ ପି,ଚିଦାମ୍ବରମଙ୍କ ବ୍ୟତିତ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ ଓ ପିଟର ମୁଖାର୍ଜୀଙ୍କୁ ବି ଅଭିଯୁକ୍ତ କରାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟ ଚିଦାମ୍ବରମଙ୍କୁ ୭ ଦିନ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର କଷ୍ଟଡିକୁ ପଠାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରୋନ୍ ଥିଲେ ଥାନାରେ ଦେବାକୁ ପଡିବ ସୂଚନା

ଶ୍ରୀନଗର,୪ ।୭: ଜମ୍ମୁ ବିମାନ ବନ୍ଦରର ଟେକ୍ନିକାଲ ଏରିଆରେ ଡ୍ରୋନରେ ଆକ୍ରମଣ କରାଯିବା ପରେ ଏବେ ପ୍ରଶାସନ ଏହାର ବ୍ୟବହାରକୁ ନେଇ କଡା ନିର୍ଦ୍ଦେଶ ଜାରି...

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନଜରବନ୍ଦୀ

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୨ ଦିନ ହେବ ବିରୋଧ ପ୍ରଦର୍ଶନ କରିଛନ୍ତି...

ଓମିକ୍ରନ୍‌ ଗ୍ରାଫ୍‌ ଉପର ମୁହାଁ…

ନୂଆଦିଲ୍ଲୀ, ୧୨।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଓମିକ୍ରନ୍‌...

ଇଚ୍ଛା ବିରୋଧରେ କାହାକୁୁ ଦିଆଯିବନାହିଁ କରୋନା ଟିକା: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭ ।୧: କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି କି କୌଣସି ବ୍ୟକ୍ତିଙ୍କ ଇଚ୍ଛା ବିରୋଧରେ ତାଙ୍କୁ କରୋନା ଟିକା ଦିଆଯାଇ ପାରିବ ନାହିଁ । ଭିନ୍ନକ୍ଷମମାନଙ୍କ...

ରାତୁଲଙ୍କ ଇଡି ରିମାଣ୍ଡ ୫ ଦିନ ବଢ଼ିଲା

ନୂଆଦିଲ୍ଲୀ,୧୨ା୯(ପି.ଟି.): ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କ ଇଡି ହାଜତ ମିଆଦକୁ...

କୁମାରସ୍ବାମୀଙ୍କ ଇସ୍ତଫା ଦାବିରେ ଧାରଣାରେ ବସିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୦।୭: କର୍ନାଟକରେ କଂଗ୍ରେସ-ଜେଡିଏସ ମେଣ୍ଟର ୧୩ ଜଣ ବିଧାୟକଙ୍କ ଇସ୍ତଫାପତ୍ର ଦେବା ପରେ ସେଠାକାର ରାଜନୀତି ସମ୍ପୂର୍ଣ୍ଣ ବଦଳି ଯାଇଛି। କଂଗ୍ରେସ-ଜେଡିଏସ ମେଣ୍ଟ ବଞ୍ଚାଇବା...

ଅନର କିଲିଂକୁ ଜବାବ ଦିଅ,ସ୍ବାଧୀନତାର ୭୫ ବର୍ଷ ପରେ ବି ହଟିନି ଜାତିପ୍ରଥା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୧: ଦେଶ ସ୍ବାଧୀନ ହେବାର ୭୫ ବର୍ଷ ପରେ ମଧ୍ୟ ଜାତିପ୍ରଥା ହଟିନାହିଁ। ସମାଜରେ ଏବେ ବି ଅନର କିଲିଂ ଭଳି ଜାତିଭିତ୍ତିକ ହିଂସା ଦେଖିବାକୁ...

ୟୁପିଏସ୍‌ସି ସାକ୍ଷାତକାରରେ ପଚରାଯାଏ ଏପରି ପ୍ରଶ୍ନ, ଆଇଏଏସ୍‌ ଟପ୍ପର ପ୍ରଦୀପଙ୍କ ଉତ୍ତର

ନୂଆଦିଲ୍ଲୀ,୬।୮: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍‌ସି) ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ହରିୟାଣାର ସୋନେପତ୍‌ ଜିଲା ନିବାସୀ ପ୍ରଦୀପ ସିଂ...

Advertisement
Archives

Model This Week