Posted inଜାତୀୟ

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ନାଭାଲ ଏଲ୍‌ସିଏର ସଫଳ ଲ୍ୟାଣ୍ଡିଂ

ନୂଆଦିଲ୍ଲୀ,୧୧।୧: ପ୍ରଥମଥର ପାଇଁ ନାଭାଲ ଲାଇଟ୍‌ କମବାଟ ଏୟାରକ୍ରାପ୍ଟ(ଏଲ୍‌ସିଏ) ଶନିବାର ବିମାନବାହକ ଜାହଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ସଫଳତାର ସହ ଲ୍ୟାଣ୍ଡ କରିଛି। ପ୍ରଥମ କରି ସ୍ବଦେଶୀ ଯୁଦ୍ଧ ବିମାନ କୌଣସି ବିମାନବାହକ ଜାହଜ ଉପରେ ଲ୍ୟାଣ୍ଡ କରିଥିବା ଭାରତୀୟ ନୌସେନା ସୂତ୍ରରୁ ଜଣାପଡିଛି। ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ ଅର୍ଗାନାଇଜେଶନ(ଡିଆର୍‌ଡିଓ)ଏହି ଲାଇଟ୍‌ କମବାଟ ଏୟାରକ୍ରାପ୍ଟର ନିର୍ମାଣ କରିଛି, ଯାହା ଆରେଷ୍ଟର ଓୟାର ସାହାଯ୍ୟରେ ଲ୍ୟାଣ୍ଡ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଏରୋନଟିକାଲ ଡେଭଲପ୍‌ମେଣ୍ଟ ଏଜେନ୍ସି ନୌସେନା ସହ ମିଶି ଏହି ଯୁଦ୍ଧ ବିମାନ ନିର୍ମାଣ କରୁଛି। ଡିଆର୍‌ଡିଓର ସୂଚନା ଅନୁଯାୟୀ, ଶୋର ବେସ୍‌ଡ ଟେଷ୍ଟ ଫ୍ୟାସିଲିଟି ଉପରେ ପରୀକ୍ଷା କରିବା ପରେ ଏଲ୍‌ସିଏ ନେଭି ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ଶନିବାର ସକାଳ ପ୍ରାୟ ୧୦ଟା ୨ରେ ସଫଳ ଭାବେ ଆରେଷ୍ଟର ଲ୍ୟାଣ୍ଡି କରିଛି। କମୋଡର ଜୟଦୀପ ମାଓଲନକାର ମେଡନ ଲ୍ୟାଣ୍ଡିଂ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟା ହେଲା ୮ଶହ ଗଛ: ଫସର ଫାଟିଲା ବିକ୍ଷୋଭ; ଶହେରୁ ଅଧିକ ଗିରଫ

ମୁମ୍ବାଇ,୫।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କାଟିବା ବିରୋଧରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲେ ମଧ୍ୟ ତାହା ଫସର ଫାଟ ଯାଇଛି।...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ହାଇକୋର୍ଟ ବିଚାରପତି: ପରିବାରବାଦ, ଜାତିବାଦକୁ ନେଇ ଜଜ୍‌ଙ୍କୁ ଦିଆଯାଉଛି ନିଯୁକ୍ତି

ଲକ୍ଷ୍ନୌ, ୩।୭: ଜଜ୍‌ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଆହ୍ଲାବାଦ୍‌ ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ରଙ୍ଗନାଥ ପାଣ୍ଡେ। ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ଜେଏନ୍‌ୟୁର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ରଖିଲେ ଭାଜପା ନେତା

ନୂଆଦିଲ୍ଲୀ,୧୮।୮: ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ଭାଜପା ନେତା ହଂସ ରାଜ ହଂସ ବଡ ବୟାନ ଦେଇଛନ୍ତି। ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଏକ କାର୍ଯ୍ୟକ୍ରମରେ...

କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ, ୧ା୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ...

ପ୍ଲାଷ୍ଟିକ ନୁହେଁ ଏଥର ପାଣି ମିଳିବ ପେପର ବ୍ୟାଗରେ

ହାଇଦ୍ରାବାଦ,୩ ।୭: ସାରା ବିଶ୍ୱରେ ବଢି ଚାଲିଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏହାକୁ ନିୟନ୍ତ୍ରଣ କରିବାକୁ ଏବେ ପ୍ରାୟ ସବୁଠି ପ୍ରୟାସ ଜାରି ରହିଛି ।...

ଏହି ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ: ୪ଟି ଜିଲାରେ ରାତ୍ରକାଳୀନ କର୍ଫ୍ୟୁ ଘୋଷଣା

ଶିମଲା,୨୩।୧୧: ହିମାଚଳ ପ୍ରଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଦେଖି ଡିସେମ୍ବର ୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।...

ୟୁପି ସରକାରଙ୍କୁ କଡ଼ା ନିନ୍ଦା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୧୦: ଲଖିମୁପର ହିଂସା ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ କଡ଼ା ନିନ୍ଦା କରିଛନ୍ତି। ଶୁଣାଣି ସମୟରେ ପୋଲିସର କାର୍ଯ୍ୟରେ ଅଳସୁଆ ଥିବାରୁ ରାଜ୍ୟ ସରକାରଙ୍କୁ...

ଜାତୀୟ ସଂଗୀତ ଗାନ ବେଳେ ଛିଡ଼ା ହେଲେ ମମତା

ନନ୍ଦିଗ୍ରାମ (ପଶ୍ଚିମବଙ୍ଗ), ୩୦।୩ : ହାଇ ଡ୍ରାମା ସହ ମଙ୍ଗଳବାର ନନ୍ଦିଗ୍ରାମ ଆସନ ପାଇଁ ପ୍ରଚାର ଶେଷ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଗୋଡ଼ଜନିତ...

Advertisement
Archives

Model This Week