Posted inଖେଳ

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ ବିପକ୍ଷରେ କେରଳର ପ୍ରଥମ ବିଜୟ

କୋଚି, ୧୬।୨ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ଏକ ମୁକାବିଲାରେ କେରଳ ବ୍ଲାଷ୍ଟର୍ସ ୨-୧ ଗୋଲରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ଏଥିସହ ଆଇଏସ୍‌ଏଲ୍‌ ଇତିହାସରେ କେରଳ ପ୍ରଥମଥର ଲାଗି ଶକ୍ତିଶାଳୀ ବେଙ୍ଗାଲୁରୁକୁ ହରାଇ ଦେଇଛି। ଭ୍ରମଣକାରୀ ବେଙ୍ଗାଲୁରୁ ପକ୍ଷରୁ ୧୬ତମ ମିନିଟ୍‌ରେ ଦେଶୋର୍ନ ବ୍ରାଉନ ଗୋଲ ଦେଇ ଦଳକୁ ୧-୦ରେ ଅଗ୍ରଣୀ କରାଇଥିଲେ। ତେବେ ବାର୍ଥୋଲୋମ୍ୟୁ ଓଗ୍‌ବେଚେ ୪୫ ଓ ୭୨ତମ ମିନିଟ୍‌ରେ ଗୋଲସ୍କୋର କରି କେରଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସିଜନରେ ବାର୍ଥୋଲୋମ୍ୟୁ ଏଥିସହ ୧୩ ଗୋଲସ୍କୋର କରିଛନ୍ତି। ପରାଜୟ ସତ୍ତ୍ୱେ ବେଙ୍ଗାଲୁରୁ ପୂର୍ବରୁ ଆଇଏସ୍‌ଏଲ୍‌ର ପ୍ଲେ-ଅଫ୍‌ରେ ସ୍ଥାନ ସୁରକ୍ଷିତ କରିନେଇଛି। ଅପରପକ୍ଷରେ କେରଳ ୧୭ ମ୍ୟାଚ୍‌ରୁ ୧୭ ପଏଣ୍ଟ ପାଇ ଟେବୁଲର ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାପାନ ପାରାବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଭୁବନେଶ୍ୱର, ୧୩।୧୧(କ୍ରୀଡ଼ା ପ୍ରତିନିଧି)-ଜାପାନ ପାରାବ୍ୟାଡ୍‌ମିଣ୍ଟନ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଚଳିତମାସ ୧୩ରୁ ୧୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହା ଜାପାନର ଟୋକିଓସ୍ଥିତ ୨୦୨୦ ପାରାଅଲିମ୍ପିକ୍‌ ଗେମ୍‌ ପାଇଁ...

ଆଶେସ୍‌ ତୃତୀୟ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୫୯

ଲିଡ୍ସ, ୨୫।୮(ଏଏଫ୍‌ପି)- ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ରୋମାଞ୍ଚକ ମୋଡରେ ପହଞ୍ଚିଛି। ଟସ୍‌ ହାରି...

ଭାରତୀୟ କ୍ରିକେଟ୍‌ ଦଳର କିଟ୍‌ ପ୍ରାୟୋଜକ ଦୌଡ଼ରେ ପୁମା ସର୍ବାଗ୍ରେ

ନୂଆଦିଲ୍ଲୀ,୮।୮(ପି.ଟି.): ଭାରତୀୟ କ୍ରିକେଟ ଦଳର କିଟ୍‌ ପ୍ରାୟୋଜକ ଦୌଡ଼ରେ ବିଶ୍ୱର ଦୁଇ କ୍ରୀଡ଼ା ପୋଷାକ ଉତ୍ପାଦନକାରୀ କମ୍ପାନୀ ପୁମା ଓ ଆଡିଡାସ ସାମିଲ ହୋଇଛନ୍ତି। ଜର୍ମାନୀ...

ଇତିହାସ ରଚିଲେ ସିରାଜ, ଭାଙ୍ଗିଲେ ଅନେକ ରେକର୍ଡ

ବ୍ରିସବେନ୍‌,୧୮।୧: ବ୍ରିସବେନର ଗାବା ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଶେଷ ଟେଷ୍ଟର ଚତୁର୍ଥ ଦିନରେ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ...

କ’ଣ ଏହି ସୁନ୍ଦରୀ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଛନ୍ତି ଋତୁରାଜ? ସିଏସ୍‌କେ ବ୍ୟାଟ୍ସମ୍ୟାନ୍‌ ଦେଲେ କିଛି ଏଭଳି…

ନୂଆଦିଲ୍ଲୀ,୧୬।୫: କ୍ରିକେଟର-ଅଭିନେତ୍ରୀଙ୍କ ମଧ୍ୟରେ ପ୍ରେମସମ୍ପର୍କକୁ ନେଇ ଚର୍ଚ୍ଚା କିଛି ନୂଆ କଥା ନୁହେଁ। ସେଥିରୁ କିଛି ବିବାହ ପର୍ଯ୍ୟନ୍ତ ଯାଇଥିବା ବେଳେ କିଛି ଗୁଜବ ବୋଲି...

ହୃଦୟ ଜିତିଲେ ପୂଜାରାଙ୍କ ୨ ବର୍ଷର ଝିଅ: କହିଲେ, ବାପାଙ୍କ ଯନ୍ତ୍ରଣାକୁ ଏମିତି ଉପଶମ କରିବି

ଭାରତୀୟ ଟେଷ୍ଟ କ୍ରିକେଟ ଦଳର ସଦସ୍ୟ ଚେତେଶ୍ୱର ପୂଜାରା ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲରଙ୍କ ସମ୍ମୁଖରେ ପାଚେରୀ ଭାବରେ ଠିଆ ହୋଇଥିଲେ। ବ୍ରିସବେନରେ ଖେଳାଯାଇଥିବା...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡର ସହଜ ବିଜୟ

କାର୍ଡିଫ, ୯ା୬- ସ୍ଥାନୀୟ ସୋଫିଆ ଗାର୍ଡେନଠାରେ ଚଳିତ ଆଇସିସି ବିଶ୍ୱକପ୍‌ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଜାସନ ରୟଙ୍କ ଆକର୍ଷଣୀୟ ୧୫୩ ରନ ଏବଂ ଜୋସ୍‌ ବଟଲରଙ୍କ...

ଗୋଟିଏ ଫଟୋରେ ୧୭୧ ଅନ୍ତର୍ଜାତୀୟ ଶତକ

ନୂଆଦିଲ୍ଲୀ,୯।୨- ବୁଶଫାୟାର ଚ୍ୟାରିଟି ମ୍ୟାଚ୍‌ ପୂର୍ବରୁ କ୍ରିକେଟର ଦୁଇ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ରିକି ପଣ୍ଟିଂ ନେଟ୍ସ ସେସନରେ ବ୍ୟାଟିଂ ଅଭ୍ୟାସ କରୁଥିଲେ। ଦୁହିଁଙ୍କ...

Advertisement
Archives

Model This Week