ଆଇଏସ୍‌ ଆକ୍ରମଣରେ ୫୦ ସିରିଆ ସୈନ୍ୟ ମୃତ

ଦାମାସ୍‌କସ୍‌,୨୧।୪: ଆଇଏସ୍‌ ଆତଙ୍କବାଦୀଙ୍କ ଆକ୍ରମଣରେ ୫୦ ଜଣ ସିରିଆ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଏନେଇ ମାନବାଧିକାର ପର୍ଯ୍ୟବେଷକଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି। ଆଇଏସ୍‌ ତଥା ଅଲ୍‌ କାଏଦା ଆତଙ୍କବାଦୀଙ୍କ ଆକ୍ରମଣରେ ସୈନ୍ୟମାନଙ୍କର ଗତ ଏକ ସପ୍ତାହ ମଧ୍ୟରେ ମୃତ୍ୟୁ ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି। ଗତ ଗୁରୁବାର ସୁଦ୍ଧା ଏହି ମୃତ୍ୟୁ ସଂଖ୍ୟା ୨୭ ଥିଲା। ସୂଚନାଯୋଗ୍ୟ, ସିରିଆରେ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ଆତଙ୍କବାଦ ବିରୋଧୀ ଅଭିଯାନ ଜାରି ରହିଛି। ଖୁବ୍‌ ଶୀଘ୍ର ସମଗ୍ର ଅଞ୍ଚଳକୁ ଆତଙ୍କବାଦ ମୁକ୍ତ କରାଯିବ ବୋଲି ସିରିଆନ୍‌ ଡେମୋକ୍ରାଟିକ୍‌ ଫୋର୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri