ଆଇଏସ୍‌ ଆତଙ୍କବାଦୀ ସଙ୍ଗଠନକୁ ମୂଳୋତ୍ପାଟନ କରିବାକୁ ସଂକଳ୍ବ ନେଲେ ଘାନି

କାବୁଲ,୧୯।୮: ଆଫଗାନିସ୍ତାନ ରାଜଧାନୀ କାବୁଲରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ପରେ ରାଷ୍ଟ୍ରପତି ଅଶରଫ ଘାନି ଆଇଏସ୍‌ ଆତଙ୍କବାଦୀଙ୍କ ସମସ୍ତ ସୁରକ୍ଷିତ ଶିବିରକୁ ଧ୍ୱଂସ କରିବାକୁ ଶପଥ ନେଇଛନ୍ତି। ସେ କହିଛନ୍ତି କୌଣସି ବି ସ୍ଥିତିରେ ଆଫଗାନିସ୍ତାନକୁ ଆତଙ୍କବାଦୀଙ୍କ ସ୍ବର୍ଗ କରିବାକୁ ଦିଆଯିବ ନାହିଁ। ସୂଚନାଯୋଗ୍ୟ, ରବିବାର ଆଫଗାନିସ୍ତାନରେ ବଡ ଧରଣର ଆତଙ୍କବଦାଦୀ ଆକ୍ରମଣ ହେବା ପରେ ରାଷ୍ଟ୍ରପତି ଏହି ବୟାନ ଦେଇଛନ୍ତି। ଦେଶରେ ଶହେ ତମ ସ୍ବାଧୀନତା ଦିବସ ପାଳନ କରାଯାଉଥିବା ସମୟରେ ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିଲେ। ଏଥିରେ ଅତିକମ୍‌ରେ ୬୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଏବେ ପ୍ରଶ୍ନ ଉଠିଛି କି ଆମେରିକା ସେନା ଫେରି ଆସିବା ପରେ ଦେଶରେ ଶାନ୍ତି ଓ ସୁରକ୍ଷାରେ ଏହି ବ୍ୟତିକ୍ରମ ଦେଖାଦେଇଛି କି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri