ଆଇଏସ୍‌ ଖୋରାସନ୍‌ ଉପରେ ଜାତିସଂଘର କଟକଣା

ଆଇଏସ୍‌ ଖୋରାସନ୍‌ ଉପରେ ଜାତିସଂଘର କଟକଣା
ଜାତିସଂଘ,୧୬ା୫ : ଜାତିସଂଘ ପକ୍ଷରୁ ଆଇଏସ୍‌ର ଦକ୍ଷିଣ ଏସିଆ ଆତଙ୍କବାଦୀ ଶାଖା ‘ଆଇଏସ୍‌ ଖୋରାସନ୍‌’ ଉପରେ କଟକଣା ଲଗାଯାଇଛି। ପାକିସ୍ତାନର ଜଣେ ପୂର୍ବତନ କମାଣ୍ଡର ୨୦୧୫ରେ ଏହାକୁ ଗଠନ କରିଥିଲେ। ଅଲ୍‌ କାଏଦା ସହ ସମ୍ପର୍କ ଓ ପାକିସ୍ତାନ ଓ ଆଫଗାନିସ୍ତାନ ଉପରେ ଭୟଙ୍କର ଆକ୍ରମଣ କରି ୧୫୦ ଜଣଙ୍କୁ ମାରିବା ଜାତିସଂଘ ସୁରକ୍ଷା ପରିଷଦର ୧୨୬୭ ଅଲ୍‌ କାଏଦା ପ୍ରତିବନ୍ଧ ସମିତି ପକ୍ଷରୁ ଆଇଏସ୍‌ ଖୋରାସନ୍‌ ଉପରେ କଟକଣା ଲଗାଯାଇଛି। ପାକିସ୍ତାନର ଜେଇଏମ୍‌ ଆତଙ୍କବାଦୀ ସଙ୍ଗଠନ ମୁଖ୍ୟ ମାସୁଦ ଆଝାରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରାଯିବାର ଦୁଇସପ୍ତାହ ପରେ ଜାତିସଂଘ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଜାତିସଂଘ ପ୍ରତିବନ୍ଧ ସମିତି ପକ୍ଷରୁ କୁହାଯାଇଛି ଯେ, ଆଇଏସ୍‌ ଖୋରାସନ୍‌ ଜାନୁୟାରୀ ୧୦, ୨୦୧୫ରେ ଗଠନ କରାଯାଇଥିଲା। ଏହାକୁ ପାକିସ୍ତାନର ତେହେରିକ୍‌-ଇ-ତାଲିବାନ ପାକିସ୍ତାନ କମାଣ୍ଡର ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri