Posted inଜାତୀୟ

ଆଇଏସ୍‌ ପାଇଁ କାମ କରୁଛନ୍ତି ଭାଜପା, ବଜରଙ୍ଗ ଦଳ କର୍ମୀ: ଦିଗ୍‌ବିଜୟ

ନୁଆଦିଲ୍ଲୀ,୬।୧୦: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଭାରତୀୟ ଜନତା ପାର୍ଟି(ଭାଜପା) ଓ ବଜରଙ୍ଗ ଦଳ ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଏମାନେ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ପାଇଁ ଗୁଇନ୍ଦାଗିରି କରୁଛନ୍ତି। ଆଉ ଟଙ୍କା ନେଇ ସେମାନେ ଏମିତି କରୁଛନ୍ତି ବୋଲି ଦିଗ୍‌ବିଜୟ ଅଭିଯୋଗ ଆଣିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭାଜପା ଶାସନ ସମୟରେ ଉକ୍ତ ଦଳର ଏମିତି କେତେଜଣ ପଦାଧିକାରୀ ଅଛନ୍ତି ଯେଉଁମାନେ ଆଇଏସ୍‌ ପାଇଁ ଗୁଇନ୍ଦାଗିରି କରି ଧରା ପଡିଛନ୍ତି। ଆଉ ଭାଜପା ଶାସନରେ ସେମାନଙ୍କୁ ଜାମିନ ମଧ୍ୟ ମିଳିଯାଇଛି। ତେଣୁ ଏଭଳି ପଦାଧିକାରୀଙ୍କ ଜାମିନକୁ ଖାରଜ କରାଯାଇ ପୁଣି ସେମାନଙ୍କ ଉପରେ ଦେଶଦ୍ରୋହ ମାମାଲା ହେବ ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବେଙ୍ଗାଲୁରୁର ୧୫ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ବେଙ୍ଗାଲୁରୁ,୧।୧୨: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ପ୍ରାୟ ୧୫ଟି ସ୍କୁଲକୁ ଶୁକ୍ରବାର ସକାଳେ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ଏକାସାଙ୍ଗେ ଇମେଲ ଜରିଆରେ ଏହି ଧମକ...

ଏହି ଦେଶରେ ସର୍ବପ୍ରଥମେ ହୋଇଥିଲା ଏକଜିଟ ପୋଲ, ଫଳାଫଳ ଏତେ ସଠିକ ଯେ ସମସ୍ତେ ହୋଇଥିଲେ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ବର୍ତ୍ତମାନ ଦେଶର ୫ଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନକୁ ନେଇ ଏକଜିଟ ପୋଲ ସମଗ୍ର ଦେଶରେ ଆଲୋଚନାର କେନ୍ଦ୍ର ପାଲଟିଛି। ସମସ୍ତେ ଏ ବିଷୟରେ...

ସୁପ୍ରିମ କୋର୍ଟରୁ ଆଜମଙ୍କୁ ଝଟକା

ନୂଆଦିଲ୍ଲୀ,୧।୧୨: ଆଜମ ଖାନଙ୍କୁ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ମିଳିନାହିଁ। ରାମପୁରର ଜୋହର ବିଶ୍ୱବିଦ୍ୟାଳୟକୁ ଦିଆଯାଇଥିବା ଜମି ପଟ୍ଟା ବାତିଲ କରିବା ମାମଲାରେ ଆଜମ ଖାନ ଉତ୍ତର...

ବିଦାୟ ନେଲା ବିଶ୍ୱର ସବୁଠାରୁ ଦୁଃଖି ହାତୀ

ମନିଲା,୧।୧୨: ଫିଲିପାଇନ୍ସର ମନିଲା ପ୍ରାଣୀ ଉଦ୍ୟାନରେ ରହୁଥିବା ବିଶ୍ୱର ସବୁଠାରୁ ଦୁଃଖି ହାତୀର ମଙ୍ଗଳବାର ମୃତ୍ୟୁ ହୋଇଛି। କୁହାଯାଉଛି ଯେ ବିଶ୍ୱ ମାଲି କିମ୍ବା ମାଲି...

୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା...

‘କେବଳ ମୁଖ୍ୟମନ୍ତ୍ରୀଙ୍କ ହସ୍ତାକ୍ଷର ପ୍ରମୋଶନ ପାଇଁ ଯଥେଷ୍ଟ ନୁହେଁ’, କର୍ନାଟକ ହାଇକୋର୍ଟ

ବେଙ୍ଗଲୁରୁ,୩୦।୧୧: କର୍ନାଟକ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ହୋଇଥିବା ଟ୍ରାନ୍ସଫର ଅର୍ଡରର ବୈଧତା ନାହିଁ ଯଦି ଏହା ନିମ୍ନ କ୍ୟାଡର ଅଧିକାରୀଙ୍କୁ ଉଚ୍ଚ...

ନିର୍ବାଚନ ୫ ରାଜ୍ୟରୁ ଜବତ ହେଲା ୧,୭୬୬ କୋଟି

ନୂଆଦିଲ୍ଲୀ,୩୦ା୧୧: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ, ତେଲଙ୍ଗାନା ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ହେଲେ ଭୋଟରଙ୍କୁ ପ୍ରଲୋଭିତ କରିବା ପାଇଁ ମାଗଣା...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଟନେଲରୁ ଉଦ୍ଧାର ହୋଇଥିବା ୪୦ ଶ୍ରମିକ

ରିଷିକେଶ,୩୦।୧୧: ଉତ୍ତରାଖଣ୍ଡର ସିଲକ୍ୟାରା ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଏମ୍ସରେ କରାଯାଇଛି। ହସ୍ପିଟାଲ ପ୍ରଶାସନ ୪୧ଜଣ ଶ୍ରମିକଙ୍କ ମଧ୍ୟରୁ ୪୦ଜଣଙ୍କୁ କ୍ଲିୟରାନ୍ସ ଦେଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri