ଆଇଟିଡିଏର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ଦାବି

ମାଲକାନଗିରି,୯।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଲ୍ୟବନ୍ତ ଦେଶିଆ ନାଟ୍ୟଗୁରୁ ସାଂସ୍କୃତିକ ସଂଗଠନ ପକ୍ଷରୁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ପାଇଁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ସଭାପତି ଅନାଦି କଡ଼ା, ସମ୍ପାଦକ ଧାନଫୁଲ ବାରିକ ଓ ଧନୁର୍ଜୟ ହନ୍ତାଳଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବାରୁ ଏହାର କଳା, ସଂସ୍କୃତି ସହ ପରିିଚିତ ହେବାକୁ ଜଣେ ଅଧିକାରୀଙ୍କୁ ବହୁ ସମୟ ଲାଗିବ। କିନ୍ତୁ ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ ଇତିମଧ୍ୟରେ ଜିଲା ସହ ଜଡ଼ିତ ରହି ବହୁ ଉନ୍ନୟନମୂଳକ କାର୍ଯ୍ୟ କରିଆସୁଥିବା ବେଳେ କଳା ସଂସ୍କୃତି ସହ ପରିଚିତ ହୋଇଛନ୍ତି। ତେଣୁ ତାଙ୍କ ବଦଳି ଆଦେଶ ବାତିଲ ପାଇଁ ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲାପାଳଙ୍କ ଅନୁପସ୍ଥିତିରେ ସହକାରୀ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ଉକ୍ତ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଖଲ୍ଲିକୋଟ,୨୧ା୨(ଡି.ଏନ୍‌.ଏ.) – ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍‌କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ...

ଫିକା ପଡ଼ିଲା ସବୁ ପର୍ବ: ଦଶହରା ଭଳି କଟକଣାରେ ହେବ କାଳି ପୂଜା

କଟକ ଅଫିସ, ୯।୧୧: କରୋନା ପାଇଁ ଚଳିତ ବର୍ଷ ପ୍ରାୟ ସବୁ ପୂଜା ପର୍ବ ଫିକା ପଡ଼ିଛି। ଦଶହରାରେ ଯେଉଁପରି କଟକଣା ଲାଗୁ ହୋଇଥିଲା କାଳି...

ନେଳିଆବାଗରେ ଆବଦ୍ଧାଞ୍ଚଳ ଅବଧି ବଢ଼ିଲା

ବାଲେଶ୍ୱର ଅଫିସ, ୪ା୫-ବାଲେଶ୍ୱର ଜିଲାର ପ୍ରଥମ କରୋନା ସଂକ୍ରମିତ ନେଳିଆବାଗର ଜଣେ ୫୮ ବର୍ଷୀୟ ବୟସ୍କ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଗତ ଏପ୍ରିଲ...

ବାତ୍ୟା ଆଶଙ୍କା, ସଚେତନ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୭।୫(ଡି.ଏନ.ଏ)- ବାତ୍ୟା ଅମ୍ଫନ୍‌କୁ ନେଇ ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ଅଞ୍ଚଳବାସୀଙ୍କୁ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କରାଯାଇଛି। ବହୁ ଲୋକ ଦୁର୍ଗମ ଗ୍ରାମରେ ରହୁଥିବାବେଳେ...

ଆବଦ୍ଧାଞ୍ଚଳରେ ଭ୍ରାମ୍ୟମାଣ ଏଟିଏମ୍‌ ସେବା

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ସହରର ନେଳିଆବାଗ ଅଞ୍ଚଳରେ ଗତ ୧୮ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ...

ହାତୀ-ମଣିଷ ସଂଘର୍ଷରେ ଢେଙ୍କାନାଳ ଆଗରେ

ଢେଙ୍କାନାଳ ଅଫିସ,୮ା୧୦: ପ୍ରତିବର୍ଷ ଅକ୍ଟୋବର ପ୍ରଥମ ସପ୍ତାହରେ ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇ ବିଭିନ୍ନ କାର୍ଯ୍ୟକ୍ରମ କରାଯାଏ। କିନ୍ତୁ ସ୍ଥାୟୀ ପ୍ରତିକାର ବାହାରିପାରେ ନାହିଁ। ରାଜ୍ୟରେ ଚାଲିଥିବା...

ସଫଳତାର ସହ ମହିଳାଙ୍କ କହୁଣି ପ୍ରତିରୋପଣ

ଜଟଣୀ,୧୬ା୪(ଡି.ଏନ.ଏ.): ଜଟଣୀସ୍ଥିତ ରେଲୱେ ମେଡିକାଲରେ ଜଣେ ୬୦ ବର୍ଷୀୟା ବୃଦ୍ଧାଙ୍କ ଭାଙ୍ଗି ଯାଇଥିବା ବାମ ହାତ କହୁଣି ସଫଳତାର ସହ ଅସ୍ତ୍ରୋପଚାର ଦ୍ୱାରା ପୟତିରୋପଣ କରାଯାଇଛି।...

କରୋନା ସଂକ୍ରମଣ ରୋକିବାକୁ ବିଶ୍ୱଶାନ୍ତି ମହାଯଜ୍ଞ

ସିମୁଳିଆ,୧୭।୩(ଡି.ଏନ.ଏ.)-କରୋନା କବଳରେ ସାରା ବିଶ୍ୱ ପ୍ରଭାବିତ। ଏଥିରୁ ନିସ୍ତାର ପାଇଁ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଜାମୁଝାଡ଼ି ଅଞ୍ଚଳର ମା’ ବୁଢ଼ୀବାସୁଳୀଙ୍କ ନିକଟରେ ଚାଲିଛି ପୂଜାର୍ଚ୍ଚନା।...

Advertisement
Archives

Model This Week