ଆଇଟିବିପି ଯବାନଙ୍କ ଯୋଗାଭ୍ୟାସ

ଶ୍ରୀନଗର,୧୯।୬: ଅନ୍ତର୍ଜାତୀୟ ଯୋଗ ଦିବସ ଆସନ୍ତା ୨୧ରେ ଆୟୋଜିତ ହେବ। ଏହାକୁ ନେଇ ସାରା ବିଶ୍ୱରେ ପ୍ରସ୍ତୃତି ଜୋରସୋରରେ ଚାଲିଥିବା ବେଳେ ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ବୁଧବାର ଜମ୍ମୁ କଶ୍ମୀରର ଶ୍ରୀନଗରରେ ଆଇଟିବିପି ଯବାନମାନେ ଯୋଗାଭ୍ୟାସ କରିଛନ୍ତି। ସେହିପରି ଅରୁଣାଚଳ ପ୍ରଦେଶର ବସରରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଆଇଟିବିପିର ଯବାନମାନେ ଯୋଗ ଅଭ୍ୟାସ ପାଇଁ ସ୍ବତନ୍ତ୍ର ପ୍ରସ୍ତୃତି କରିଛନ୍ତି। ଏଠାରେ ଯବାନମାନେ ବହୁ ଉତ୍ସାହର ସହ ଯୋଗଭ୍ୟାସ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର...

ଆସିଲା ମୋଦିଙ୍କର ଆଉ ଏକ ଯୋଗ ଭିଡିଓ

ନୂଆଦିଲ୍ଲୀ,୧୭।୬: ଅନ୍ତର୍ଜାତୀୟ ଯୋଗ ଦିବସ ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ ଟୁଇଟରରେ ଏହି...

ଯୋଗ କରି ଫିଟ୍‌ ରହିଛନ୍ତି ଏହିସବୁ ଅଭିନେତ୍ରୀ

ଯୋଗ ଆମକୁ ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ଶିଖାଇଥାଏ। ଏତଦ୍‌ବ୍ୟତୀତ ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗଠାରୁ ଭଲ ମହୌଷଧି କିଛି ନାହିଁ। ଖାସ୍‌ ଏଥିପାଇଁ ତ ବଲିଉଡ୍‌ର...

ରାଞ୍ଚିରେ ଯୋଗ କରିବେ ମୋଦି

ରାଞ୍ଚି,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ରାଞ୍ଚିଠାରେ ଯୋଗ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶୁକ୍ରବାର...

୧୭୨ ଦେଶ ଗୋଟିଏ ଦିନରେ କରିବେ ଯୋଗ

ନୂଆଦିଲ୍ଲୀ,୧୩।୬: ଆସନ୍ତା ୨୧ ତାରିଖରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଉଛି। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ଚଳିତ ବର୍ଷ କିଛି ମୁସଲିମ୍‌ ଦେଶ...

ମାଓପ୍ରବଣ ଅଞ୍ଚଳରେ ଯୋଗ ଅଭ୍ୟାସ କଲେ ବିଏସ୍‌ଏଫ୍‌ ଯବାନ

ମାଲକାନଗିରି,୧୬।୬: ଓଡ଼ିଶାର ମାଲକାନଗିରି ଜିଲାରେ ଥିବା ମାଓପ୍ରବଣ ଅଞ୍ଚଳରେ ବର୍ଡର ସୁକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଯବାନମାନେ ରବିବାର ଯୋଗ ଅଭ୍ୟାସ କରିଥିବା ଦେଖାଯାଇଛି। ଆସନ୍ତ ୨୧ ତାରିଖରେ...

ଯୋଗ ଦିବସ ପୂର୍ବରୁ ଆନିମେଟେଡ୍‌ ଭୁଜଙ୍ଗାସନରେ ଦେଖାଦେଲେ ମୋଦି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେତେ ଫିଟ୍‌ ତାହା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ତେବେ ଆସନ୍ତା ୨୧ ତାରିଖରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ...

ନେଦରଲାଣ୍ଡ ଯୋଗ ଦିବସ ପାଳନରେ ଉପସ୍ଥିତ ରହିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ଆମଷ୍ଟରଦମ,୧୬।୬: ଆଗକୁ ଆସୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ଜୁନ୍‌ ୨୧ରେ ପାଳନ କରାଯିବ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ। ଏଥିପାଇଁ ସାରା ବିଶ୍ୱ ଏବେ ପ୍ରସ୍ତୁତି...

Advertisement


Archives

Model This Week