ଆଇଟିସିର ନୂଆ ବି’ନାଚୁରାଲ ଉନ୍ମୋଚନ

ମୁମ୍ବାଇ,୧୫-୫: ପ୍ରମୁଖ କମ୍ପାନୀ ଆଇଟିସିର ଫୁଡ ଡିଭିଜନ ପକ୍ଷରୁ ଏହାର ବିନାଚୁରାଲ ରେଞ୍ଜରେ ଫ୍ରୁଟ ବେଭରେଜ ପ୍ରଡକ୍ଟ ବଜାରକୁ ଆସିଛି। ଏହା ପ୍ରିମିୟମ ଫ୍ରୁଟ ବେଭରେଜ ରେଞ୍ଜରେ ଆସୁଥିବା ବେଳେ କମ୍ପାନୀର ବ୍ରାଣ୍ଡ ଆମ୍ବାସାଡାର ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ କମ୍ପାନୀର ଡେରୀ ଏବଂ ବେଭରେଜ ବିଜନେସ ସିଓଓ  ସଞ୍ଜୟ ସିଂଘଲ ଏହାର ଉନ୍ମୋଚନ କରିଥିଲେ। ଏହି ବୋତଲ ଗୁଡିକ ପରିବେଶ ଉପଯୋଗୀ। ନୂଆ ରେଞ୍ଜରେ ହିମାଳୟାନ ମିକ୍ସ ଫ୍ରୁଟ, ରତ୍ନଗିରି ଆଲଫୋନସୋ ଏବଂ ଦକ୍ଷିନ ପିଙ୍କ ଗୌଭା ଭଳି ଭାରିଆଣ୍ଟ ସାମିଲ ରହିଛି। ଏଗୁଡିକର ବଜାର ଦର ୪୦ ଟଙ୍କା ରହିଛି। ଏହି ପ୍ରଡକ୍ଟରେଞ୍ଜ ସ୍ବତନ୍ତ୍ର ହୋଇଥିବା ବେଳେ ଏହାକୁ ଅତ୍ୟାଧିନିକ ଟେକ୍ନୋଲୋଜି ସହ ପ୍ରସ୍ତୁତ କରାଯାଇଛି ବୋଲି ସିଓଓ ସଞ୍ଜୟ ସିଂଘଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇପାରେ ୪୦% ଟ୍ରାଭେଲ-ଟୁରିଜମ୍‌ ସଂସ୍ଥା

ନୂଆଦିଲ୍ଲୀ,୨୬।୫: କରୋନା ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ପର୍ଯ୍ୟାୟ ପରେ ପର୍ଯ୍ୟାୟ ଲକ୍‌ଡାଉନ ବୃଦ୍ଧି କରୁଛନ୍ତି। କୋଭିଡ୍‌-୧୯ ଦେଶର ସବୁ ଶ୍ରେଣୀ ଓ...

୫୧ ଗ୍ରାହକଙ୍କ ଭିଟାରା ବ୍ରିଜା ଡେଲିଭରି ଦେଲା ମାରୁତି ସୁଜୁକି

ଭୁବନେଶ୍ୱର,୨୭-୬(ବ୍ୟୁରୋ): ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହାର ଲୋକପ୍ରିୟ ଏସ୍‌ୟୁଭି ମଡେଲ ‘ଭିଟାରା ବ୍ରିଜା’ର ସମୂହ ଡେଲିଭରି ପ୍ରଦାନ କରାଯାଇଛି। ସ୍ଥାନୀୟ ଏକ ହୋଟେଲରେ...

ଖାଉଟି ସୁରକ୍ଷା ବିଲ୍‌ ପାର୍ଲାମେଣ୍ଟରେ ଅନୁମୋଦିତ

ନୂଆଦିଲ୍ଲୀ,୭-୮: ବହୁ ପ୍ରତୀକ୍ଷିତ ଖାଉଟି ସୁରକ୍ଷା ବିଲ୍‌ ୨୦୧୯ ମଙ୍ଗଳବାର ପାର୍ଲାମେଣ୍ଟରେ ଅନୁମୋଦନ ଲାଭ କରିଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଫଳପ୍ରଦ ପ୍ରଶାସନିକ ପଦକ୍ଷେପ ଜରିଆରେ...

ଜିଏସ୍‌ଟି ଫାଇଲିଂ ଅବଧି ମାସେ ବୃଦ୍ଧି

ନୂଆଦିଲ୍ଲୀ: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି)ର ବାର୍ଷିକ ରିଟନର୍ର୍ ଏବଂ ଅଡିଟ ରିପୋର୍ଟ ଫାଇଲିଂ କରିବା ଅବଧିକୁ ସରକାର ଗୋଟିଏ ମାସ ବଢ଼ାଇଛନ୍ତି। ପୂର୍ବରୁ ଏହି...

ଭୁବନେଶ୍ୱର ମିନି ଅଟୋ ଏକ୍ସପୋ -୨୦୧୯

ଭୁବନେଶ୍ୱର,୧୪-୧୨: ମିନି ଅଟୋ ଏକ୍ସପୋ ୨୦୧୯ ସ୍ଥାନୀୟ ଶହୀଦନଗରସ୍ଥିତ ଦୁର୍ଗାପୂଜା ପଡିଆଠାରେ ଶୁକ୍ରବାର ଶୁଭାରମ୍ଭ ହୋଇଛି। ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି...

ଏପ୍ରିଲରେ ଔଦ୍ୟୋଗିକ ଉତ୍ପାଦନ ଠପ୍‌

ମୁମ୍ବାଇ,୧୩।୬: କରୋନାକୁ ରୋକିବା ଲାଗି ସାରା ଦେଶରେ ମାର୍ଚ୍ଚ ୨୫ଠାରୁ ଘୋଷଣା ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ରହିଥିଲା। ଏହି ସମୟରେ ଦେଶର...

ଗୋଦ୍‌ରେଜ ଅଧ୍ୟକ୍ଷଙ୍କୁ ମିଳିଛି ୧୧୪ ଗୁଣା ବେତନ

ନୂଆଦିଲ୍ଲୀ,୮-୭: ଗୋଦ୍‌ରେଜ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡର ଅଧ୍ୟକ୍ଷ ଆଦି ଗୋଦ୍‌ରେଜଙ୍କୁ ୨୦୧୮-୧୯ ଆର୍ଥିକ ବର୍ଷରେ କର୍ମଚାରୀଙ୍କ ବେତନର ୧୧୪ ପ୍ରତିଶତ ଅଧିକ ପାରିତୋଷିକ ମିଳିଛି। ତାଙ୍କୁ...

ଏମ୍‌ଏସ୍‌ଏମ୍‌ଇକୁ କଞ୍ଚାମାଲ ଚିନ୍ତା

ନୂଆଦିଲ୍ଲୀ: ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନ କଞ୍ଚାମାଲ ମୂଲ୍ୟ ବୃଦ୍ଧି ଯୋଗୁ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଅଲ ଇଣ୍ଡିଆ କାଉନସିଲ...

Advertisement


Archives

Model This Week