ଆଇଡିବିଆଇର ନୂଆ ବ୍ୟବସ୍ଥା

ଭୁବନେଶ୍ୱର,୨୧।୪: ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ସଞ୍ଚୟ ଖାତା ଖୋଲିବା ପାଇଁ ମୋବାଇଲ ଏବଂ ଓ୍ବେବ ଭିତ୍ତିକ ଇଣ୍ଟରଫେସକୁ ଉନ୍ମୋଚନ କରାଯାଇଛି। ଗ୍ରାହକମାନେ ଆଧାର,କ୍ୟୁ ଆର୍‌ କୋଡ ବ୍ୟବହାର କରି ଏକ ଅନୁକୂଳ ଇଣ୍ଟରଫେସରେ ସେମାନଙ୍କ ଖାତା ଖୋଲି ପାରିବେ। ଏହାକୁ ଆକ୍ଟିଭେଟ ମଧ୍ୟ କରିପାରିବେ। ଏହି ଇଣ୍ଟରଫେସର ଲାଭ ହେଉଛି ଏଥିରେ କାଗଜପତ୍ର କାମ କରିବାକୁ ପଡିବନି। ମାତ୍ର କିଛି ମିନିଟରେ ଖାତା ଖୋଲିଯିବ। ଏହା ଗ୍ରାହକଙ୍କୁ ଉନ୍ନତ ଅନବୋର୍ଡିଂ ଅନୁଭୂତି ପ୍ରଦାନ କରିବ। ସେହିଭଳି ଖାତା ଖୋଲିବା ନିମନ୍ତେ ଟର୍ଣ୍ଣ ଆରାଉଣ୍ଡ ସମୟ ବହୁତ କମିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍‌ରାଇଜ ମସଲାକୁ କିଣିଲା ଆଇଟିସି

ନୂଆଦିଲ୍ଲୀ,୨୯।୭: ମସଲା ପ୍ରସ୍ତୁତ କରୁଥିବା ଭାରତର ପ୍ରମୁଖ କମ୍ପାନୀ ସନ୍‌ରାଇଜକୁ ଏଫ୍‌ଏମ୍‌ସିଜି କମ୍ପାନୀ ଆଇଟିସି କ୍ରୟ କରିଛି। ଏହି ଡିଲ୍‌ ୨୧୫୦ କୋଟି ଟଙ୍କାରେ ହୋଇଥିବା...

ଆର୍‌କମ୍‌ ରିଜଲ୍ୟୁଶନ ଯୋଜନାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୫-୩: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ କମ୍ୟୁନିକେଶନ(ଆର୍‌କମ୍‌)ର ଦେବାଳିଆ ସମାଧାନ ଯୋଜନାକୁ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ପ୍ରକ୍ରିୟା...

ନିବେଶ ସହ ନିଯୁକ୍ତିରେ ବ୍ୟାପକ ସମ୍ଭାବନା ସୃଷ୍ଟି

ଭୁବନେଶ୍ୱର,୩ା୧୨: ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ର ୩ୟ ସଂସ୍କରଣର ୨ୟ କାର୍ଯ୍ୟଦିବସ ଶେଷ ସୁଦ୍ଧା ମୋଟ ୮୯୦ କୋଟି ଟଙ୍କା ମୂଲ୍ୟର ୩୨୫ ଆଗ୍ରହପତ୍ର ପ୍ରାପ୍ତ...

ଏସ୍‌ବିିଏସ୍‌ ବାୟୋଟେକ- ପିଏମ୍‌ ନରେନ୍ଦ୍ର ମୋଦି ଫିଲ୍ମ ଚୁକ୍ତି

ଭୁବନେଶ୍ୱର,୨୯।୫: ପିଏମ୍‌ ନରେନ୍ଦ୍ର ମୋଦି ଫିଲ୍ମର ପ୍ରମୋଶନ ଲାଗି ଡଃ ଅର୍ଥୋ ଆୟୁର୍ବେଦିକ ଅଏଲ ଉକ୍ତ ସିନେମା ନିର୍ମାଣକାରୀ ସଂସ୍ଥା ସହ ଚୁକ୍ତିରେ ସାମିଲ ହୋଇଛି।...

ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍‌ର ବଜେଟ ଭାଷଣ...

ସୋଆରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୨୬।୮:ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଏଗ୍ରିକ୍‌ଲଚରାଲ ସାଇନ୍ସସେସ୍‌ (ଆଇଏଏସ୍‌)ରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ଏକ ପ୍ରଶ୍ନୋତ୍ତର ଏବଂ...

ମହଙ୍ଗା ହେବ ଇଲେକ୍‌ଟ୍ରୋନିକ୍ସ ଆପ୍ଲାଏନ୍ସ

ନୂଆଦିଲ୍ଲୀ: ପ୍ରାୟ ୫୦ ସାମଗ୍ରୀ ଉପରେ କେନ୍ଦ୍ର ସରକାର ଆମଦାନୀ ଟିକସ ବଢ଼ାଇପାରନ୍ତି। ୫ରୁ ୧୦% ଟିକସ ବୃଦ୍ଧି ନେଇ ସରକାର ବର୍ତ୍ତମାନ ବିଚାର କରୁଛନ୍ତି।...

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଇଣ୍ଟରାକ୍ଟିଭ ପ୍ରଦର୍ଶନୀ

ଭୁବନେଶ୍ୱର,୨୬।୧: ବେଦାନ୍ତ ଆଲୁମିନିୟମର ଓଡ଼ିଶା ପକ୍ଷରୁ ରାୟଗଡ଼ା ଜିଲା ପ୍ରଶାସନ ସହଭାଗିତାରେ ଏକ ଇଣ୍ଟରାକ୍ଟିଭ ପ୍ରଦର୍ଶନୀର ଆୟୋଜନ କରିଥିଲା। ବିଶେଷକରି ଏଫ୍‌ଆଇଏଚ୍‌ ହକି ବିଶ୍ୱକପ୍‌ ୨୦୨୩...

Advertisement
Archives

Model This Week