ଆଇତିପୁରରେ ଅଗ୍ନିକାଣ୍ଡ : ଜଳିଗଲା ୨ ବଖରା

ମହାକାଳପଡ଼ା,୧୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବଡ଼କୂଳ ପଞ୍ଚାୟତ ଆଇତିପୁର ଗ୍ରାମର କାଙ୍ଗାଳି ପ୍ରଧାନଙ୍କ ଘରେ ସୋମବାର ପୂର୍ବାହ୍ନରେ ନିଆଁ ଲାଗି ଦୁଇ ବଖରା ଜଳିଯାଇଛି। ଘରେ ଥିବା ସମସ୍ତ ଆସବାବପତ୍ର ସହିତ ଧାନଚାଉଳ ପୋଡ଼ି ପାଉଁଶ ହୋଇଯାଇଛି। ରୋଷେଇ ଚୁଲିରୁ ନିଆଁ ଲାଗିଥିବା କୁହାଯାଉଛି। ତେବେ ମାର୍ଶାଘାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେଲ୍‌ ମାରିଛି କୁକୁଡ଼ାଚାଷ, ସରକାରୀ ସହାୟତା ଅର୍ଥ ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୧୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ରାଜ୍ୟ ଯୋଜନା ଅଧୀନରେ ବିଭିନ୍ନ ମହିଳା ଗ୍ରୁପ୍‌କୁ ରୋଜଗାର କ୍ଷମତା ବଢାଇବା ପାଇଁ ତତ୍କାଳୀନ ରାଜ୍ୟ ସରକାର କୁକୁଡ଼ା…

କ୍ରମାଗତ ୫ ପରାଜୟ ପରେ ଖୋଲିବ KKR ର ଭାଗ୍ୟ? ଦଳରେ ସାମିଲ ହେଲେଣି ଏତେ କୋଟି ଟଙ୍କାର ଖେଳାଳି

ନୂଆଦିଲ୍ଲୀ,୧୯।୪: IPL 2026 ରେ ବର୍ତ୍ତମାନ ସୁଦ୍ଧା, କୋଲକାତା ନାଇଟ ରାଇଡର୍ସ (KKR) ଏକମାତ୍ର ଦଳ ଭାବରେ ଏପର୍ଯ୍ୟନ୍ତ ଗୋଟିଏ ବି ବିଜୟ ହାସଲ କରିପାରି ନାହିଁ।…

ବୃଦ୍ଧାଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ରିଆମାଳ,୧୯ା୪(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜରେ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଆଉଁଳି କୁଡ଼ାସାହିର ମହିଆ ଜଙ୍ଗଲରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି।…

୩,୦୦୦ସୈନ୍ୟ, ୧୦ ଜେଟ, ୫ ଯୁଦ୍ଧଜାହାଜ… ହର୍ମୁଜରେ ଜାହାଜ ଉପରେ ଆକ୍ରମଣ ମଧ୍ୟରେ ଭାରତ କେଉଁଠାରେ ସେନା ମୁତୟନ କରୁଛି? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୪: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଦଶନ୍ଧି ଧରି ରହିଛି। ଅଗଣିତ ଝଡ଼ ଏବଂ ଉତ୍ଥାନ ଆସିଛି ଏବଂ ଚାଲିଯାଇଛି, ତଥାପି ଦୁଇ ରାଷ୍ଟ୍ର ମଧ୍ୟରେ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ରୋଷେୟାଙ୍କ ମୃତଦେହ, ହାତରେ ରହିଛି…

ବଲାଙ୍ଗୀର,୧୯ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ମୁନସିନଗର ନିକଟରେ ରବିବାର ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖାଯାଇଛି। ମୃତକ ଜଣକ ହେଲେ ଜନାର୍ଦ୍ଦନ ଦେବତା(୫୪)।…

ଚୋରା କାଠ ବୋଝେଇ ଗାଡ଼ି ଯାଉଥିବା ଜାଣି ପିଛା କରିଥିଲେ: ମାଡ଼ଖାଇ ଫରେଷ୍ଟ ଡ୍ରାଇଭର ଗୁରୁତର

ସିମୁଳିଆ,୧୯।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା କୁପାରି ଫରେଷ୍ଟ ଡ୍ରାଇଭର ଆତ୍ମାରାମ ଷେଣ୍ଢ(୨୯) ରବିବାର ଦୁବୃର୍ତ୍ତମାନଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ଦେଶବାସୀଙ୍କୁ ସମ୍ବୋଧିତ କରିବା ପରେ ମୋଦିଙ୍କୁ ଟାର୍ଗେଟ କଲେ ବିରୋଧି, କହିଲେ…

ନୂଆଦିଲ୍ଲୀ,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳକୁ ‘ମହିଳା ବିରୋଧୀ’ ବୋଲି ଆଖ୍ୟା ଦେବା ପରେ ଅନେକ ନେତା ତାଙ୍କ ବିରୋଧରେ ତୀବ୍ର ସମାଲୋଚନା କରିଥିଲେ। କଂଗ୍ରେସ…

ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୂରାଇ ଦେଲେ ପ୍ରଧାନଶିକ୍ଷକ: ସ୍କୁଲରେ ହାଇଡ୍ରାମା 

କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ  ବିଛୁଆତି।  ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri