ଆଇନର ଊର୍ଦ୍ଧ୍ୱରେ କେହି ନୁହେଁ, ଜାକିର ନାଇକ ବି ନୁହେଁ: ମାଲେସିଆ ଗୃହମନ୍ତ୍ରୀ

କୁଆଲାଲାମପୁର,୨୬।୮: ଭାରତରୁ ପଳାୟନ କରି ମାଲେସିଆରେ ଶରଣ ନେଇଥିବା ବିବାଦୀୟ ଇସଲାମିକ ଧର୍ମ ପ୍ରଚାରକ ଜାକିର ନାଇକଙ୍କ ବିରୋଧରେ ସେଠାକାର ସରକାରଙ୍କ ପକ୍ଷରୁ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। କିଛିଦିନ ତଳେ ମାଲେସିଆରେ ଜାକିର ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ଏହାକୁ ବନ୍ଦ କରି ଦିଆଯାଇଥିଲା। ଏହାପରେ ସେଠାକାର ଗୃହମନ୍ତ୍ରୀ ତାନ ଶ୍ରୀ ମୁଇଦ୍ଦିନ ୟାସିନ କହିଥିଲେ ଆଇନର ଊର୍ଦ୍ଧ୍ୱରେ କେହି ନୁହେଁ, ଜାକିର ନାଇକ ବି ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାନମାରରେ ସେନାକୁ ଆତଙ୍କବାଦୀ ସଂଗଠନ ଘୋଷଣା କରାଗଲା!

ନେପିତା,୨ ।୩: ଲୋକତନ୍ତ୍ର ଭାବେ ଦେଶରେ ଗଠନ କରାଯାଇଥିବା ସରକାରକଙ୍କୁ ଗାଦିଚ୍ୟୁତ କରିଥିବା ମ୍ୟାନମାର ସେନାଙ୍କ ବିରୋଧରେ ପ୍ରଦର୍ଶନ ଚତୁର୍ଥ ସପ୍ତାହରେ ପ୍ରବେଶ କରିଛି ।...

ରୁଗ୍ଣ ହାତୀକୁ ଚଲାଇ ମାରିଦେଲେ

କଲମ୍ବୋ, ୧୭ା୮: ହାଡ଼ କଙ୍କାଳ ଦେଖାଯାଉଥିବା ଏକ ୭୦ ବର୍ଷୀୟ ରୁଗ୍ଣ ହାତୀକୁ ଶ୍ରୀଲଙ୍କାରେ ଚଲାଇ ଚଲାଇ ମାରିଦେଇଥିବା ଜଣାପଡ଼ିଛି। ଏକ ବଡ ବୌଦ୍ଧ ମହୋତ୍ସବରେ ହାତୀଟିକୁ...

ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍‌ର ହାତ

ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଗ୍ରେ ଲିଷ୍ଟରେ ରହିବ ପାକିସ୍ତାନ

ପ୍ୟାରିସ,୫ ।୩: ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ଫାଇନାନସିୟାଲ ଟାସ୍କ ଫୋର୍ସ, ଏଫଏଟିଏଫ ଶୁକ୍ରବାର ବୈଠକର ଶେଷ ଦିନରେ ତା’ର ଗ୍ରେ ଲିଷ୍ଟରେ ଥିବା ପାକିସ୍ତାନକୁ ନେଇ...

ଟେଲିଭିଜନ ଚ୍ୟାନେଲର ଅଂଶିଦାରକୁ ବିକିବେ ଅଲିବାବା

ବେଜିଂ,୨୬ ।୯: ଚାଇନା ସରକାର ଓ ଇ-କମର୍ସ କମ୍ପାନୀଙ୍କ ମଧ୍ୟରେ ଟଣାଓଟରା ଜାରି ରହିଛି । ଏହାରି ଭିତରେ ଅଲିବାବା, ଟେନସେଣ୍ଟ ଓ ବୈଦୁ ଭଳି...

ଛଟେଇ ହେଉଛନ୍ତି ଗର୍ଭବତୀ

ଓ୍ବାଶିଂଟନ୍‌, ୯ା୩: କରୋନା ମହାମାରୀ ଯୋଗୁ ଅନେକ ଦେଶରେ ଲିଙ୍ଗଗତ ଅସମାନତା ବୃଦ୍ଧି ପାଇଛି। ମହିଳା ହିଂସା ବଢ଼ିବା ସହ ମାତ୍ର ୩ ଚତୁର୍ଥାଂଶ ମହିଳାଙ୍କ...

ପବନରେ ଝୁଲୁଛି ଏହି ମନ୍ଦିର

ଚାଇନାରେ ଦୀର୍ଘ ୧୫ଶହ ବର୍ଷ ହେବ ଏକ ମନ୍ଦିର ପବନରେ ଝୁଲୁଥିବା କୁହାଯାଏ। ଚାଇନାର ଏହା ଏକମାତ୍ର ମନ୍ଦିର ଯାହା ଦୀର୍ଘ ବର୍ଷ ହେଲା ପବନରେ...

ପାଙ୍ଗୋଙ୍ଗ ହ୍ରଦ ଉପରେ ପୋଲ ନିର୍ମାଣ କରୁଛି ଚାଇନା…

ବେଜିଂ, ୧୮।୫ : ଦୁଇ ବର୍ଷରୁ ଅଧିକ ସମୟ ଧରି ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ଜାରି ରହିଛି। ଏପରିସ୍ଥଳେ ଚାଇନା ପାଙ୍ଗୋଙ୍ଗ...

Advertisement
Archives

Model This Week