ଆଇନର ଊର୍ଦ୍ଧ୍ୱରେ କେହି ନୁହେଁ, ଜାକିର ନାଇକ ବି ନୁହେଁ: ମାଲେସିଆ ଗୃହମନ୍ତ୍ରୀ

କୁଆଲାଲାମପୁର,୨୬।୮: ଭାରତରୁ ପଳାୟନ କରି ମାଲେସିଆରେ ଶରଣ ନେଇଥିବା ବିବାଦୀୟ ଇସଲାମିକ ଧର୍ମ ପ୍ରଚାରକ ଜାକିର ନାଇକଙ୍କ ବିରୋଧରେ ସେଠାକାର ସରକାରଙ୍କ ପକ୍ଷରୁ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। କିଛିଦିନ ତଳେ ମାଲେସିଆରେ ଜାକିର ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ଏହାକୁ ବନ୍ଦ କରି ଦିଆଯାଇଥିଲା। ଏହାପରେ ସେଠାକାର ଗୃହମନ୍ତ୍ରୀ ତାନ ଶ୍ରୀ ମୁଇଦ୍ଦିନ ୟାସିନ କହିଥିଲେ ଆଇନର ଊର୍ଦ୍ଧ୍ୱରେ କେହି ନୁହେଁ, ଜାକିର ନାଇକ ବି ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଷ୍ଟ୍ରାଜେନିକାକୁ ଅବିଶ୍ୱାସ

ଜେନେଭା, ୧୭ା୩: ଭାରତର ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ ଆଷ୍ଟ୍ରାଜେନିକା ଟିକାର ବ୍ୟବହାର ଉପରେ ଜର୍ମାନୀ, ଇଟାଲୀ, ଫ୍ରାନ୍ସ ସମେତ ୟୁରୋପିଆନ ୟୁନିୟନର ଅନେକ ଦେଶ...

୪ ବର୍ଷର ଶିଶୁ ପ୍ୟାଣ୍ଟରେ ଝାଡ଼ା କରିଦେବାରୁ ଏମିତି ଦଣ୍ଡ ଦେଲେ ବାପା: ଯାହା କେବେ ଶୁଣି ନ ଥିବେ

ମା’ବାପାଙ୍କ ପାଇଁ ସେମାନଙ୍କ ପିଲାମାନେ ସବୁବେଳେ ଗୁରୁତ୍ୱପୁର୍ଣ୍ଣ। ମା’ ୯ ମାସ ପର୍ଯ୍ୟନ୍ତ ନିଜ ସନ୍ତାନକୁ ଗର୍ଭରେ ରଖୁଥିବା ବେଳେ ବାବା ବଡ଼ ହେବା ପର୍ଯ୍ୟନ୍ତ...

ରହୁଥିବା ଠିକଣା କହିଲେ ଜେଲେନ୍‌ସ୍କି, ଶେୟାର କଲେ ଲୋକେଶନ୍‌

କ୍ୱିଭ୍‌, ୭ା୩: ୟୁକ୍ରେନ୍‌ ଉପରେ୧୩ ଦିନ ହେଲା ରୁଷିଆ ଆକ୍ରମଣ ଜାରି ରଖିଛି। କିନ୍ତୁ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନ୍‌କୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ନେଉନାହାନ୍ତି।...

ମୋଦିଙ୍କ ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ ମନ୍ତବ୍ୟ ସୋସିଆଲ୍‌ ମିଡ଼ିଆରେ ଭାଇରାଲ: ଆମେରିକାରେ ନିର୍ବାଚନୀ ପ୍ରଚାର କରିଥିବା ବିରୋଧୀ କହିିଲେ

ଓ୍ବାଶିଂଟନ,୨୩।୯: ଆମେରିକା ଟେକ୍ସାସ୍‌ର ହ୍ୟୁଷ୍ଟନ୍‌ରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କୁ ନେଇ ଦେଇଥିବା ମନ୍ତବ୍ୟ ଏବେ ସୋସିଆଲ୍‌...

ଭାରତ-ଚାଇନା ମଧ୍ୟରେ ସମ୍ପର୍କ ଖରାପ କରୁଛି ନାଟୋ: ରୁଷିଆ ବୈଦେଶିକ ମନ୍ତ୍ରୀ

ମସ୍କୋ,୧୯।୧: ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେ ଲାଭ୍ରୋଭ ଗୁରୁବାର ନାଟୋ ବିରୋଧରେ ଏକ ବଡ ଅଭିଯୋଗ କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭାରତ...

ପାକିସ୍ତାନର ପୋଲିସ ଶିବିର ଉପରେ ଆକ୍ରମଣ, ଡିଏସପି ସମେତ ୩ ପୋଲିସ କର୍ମୀ ମୃତ

ଇସଲାମାବାଦ,୩୦ ।୩: ପାକିସ୍ତାନରୁ ସକାଳୁ ସକାଳୁ ଏକ ଲହୁ ଲୁହାଣର ଖବର ସାମ୍ନାକୁ ଆସିଛି । ସେଠାରେ ଥିବା ଲକି ମାରୱାତରେ ଥିବା ପୋଲିସ ପୋଷ୍ଟ...

ଆମେରିକାରେ ଭାରତୀୟ ଦମ୍ପତିଙ୍କ ମୃତଦେହ ଜବତ

ନ୍ୟୁଜର୍ସି /ମୁମ୍ବାଇ,୧୦ା୪: ଆମେରିକାର ନ୍ୟୁଜର୍ସି ସ୍ଥିତ ନର୍ଥ ଅର୍ଲିଂଟନର ଏକ ଆପାର୍ଟମେଣ୍ଟ ବାଲକୋନିରେ ଜଣେ ୪ ବର୍ଷର ଝିଅ କାନ୍ଦୁଥିବା ପଡ଼ୋଶୀମାନେ ଦେଖିବାକୁ ପାଇଥିଲେ। ସେମାନଙ୍କଠାରୁ...

ଆମେରିକାରେ ଇମ୍ରାନଙ୍କୁ ସ୍ବାଗତ କରିବାକୁ କେହି ଆସିଲେନି: ମେଟ୍ରୋ ଟ୍ରେନରେ କଲେ ଯାତ୍ରା

ଓ୍ବାଶିଂଟନ୍‌, ୨୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ତିନିଦିବସୀୟ ଆମେରିକା ଗସ୍ତରେ ଯାଇଛନ୍ତି। ସେଠାରେ ପହଞ୍ଚିବା ପରେ ତାଙ୍କ ହଟହଟା ହେବାକୁ ପଡିଛି। ଆମେରିକାର କୌଣସି...

Advertisement
Archives

Model This Week