ବନ୍ତ,୨୮।୪(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଲକ୍ଡାଉନ୍ କଟକଣାକୁ କଡ଼ାକଡି କରାଯାଇଛି। ତେବେ ଏହି ସମୟରେ ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨୮ ହଜାର ୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି ା ସେଥିମଧ୍ୟରୁ ୧୧ ଜଣଙ୍କ ଠାରୁ ୨୨ ହଜାର, ମୋଟରଯାନ ଆଇନରେ ୬ ହଜାର ଓ ମାକ୍ସ ବ୍ୟବହାର କରି ନ ଥିବା ଜଣେ ବ୍ୟକ୍ତିଙ୍କ ଠାରୁ ୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଭଦ୍ରକ View All
ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ
ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…
ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…
ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…
ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ
ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…
୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…
ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ
ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…
ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ
ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…
ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …
କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍…
କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ
ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…
Archives

