ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ

ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ଚରମ୍ପା ରିଜର୍‌ ପଡିଆରେ ଶୁକ୍ରବାର ତମ ହୋମଗାର୍ଡ ଦିବସ ପାଳିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ଯୋଗଦେଇ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ଥିବା କହିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଏସପି କୈଳାଶ ଚନ୍ଦ୍ର ପରିଡା ସମେତ ବହୁ ଥାନାଧିକାରୀମାନେ ଉପସ୍ଥିତ ଥିଲେ। ପ୍ୟାରେଡ଼ କାର୍ଯ୍ୟକ୍ରମରେ ହୋମଗାର୍ଡ କମାଣ୍ଡେଣ୍ଟ ବରୁଣ ମିତ୍ର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଠ ଟଙ୍କାକୁ ନେଇ ଗଣ୍ଡଗୋଳ: ଆକ୍ରମଣ-ପ୍ରତିଆକ୍ରମଣ ଅଭିଯୋଗ, ୨ ମାମଲା ରୁଜୁ

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଲୋଚାପଡ଼ା ଚୈତନ୍ୟ ପ୍ରସାଦ ଗଁାରେ ଏକ ନିର୍ଦ୍ଧିଷ୍ଟ ସମ୍ପ୍ରଦାୟର କୋଠ ଟଙ୍କା ଆୟବ୍ୟୟ ହିସାବକୁ କେନ୍ଦ୍ରକରି ଉତ୍ତେଜନା ଲାଗିରହିଛି।...

କାଲିମେଳା ବ୍ଲକରେ ବଢ଼ିଚାଲିଛି କିଡ୍‌ନୀ ରୋଗ

କାଲିମେଳା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା କଲିମେଳା ବ୍ଲକରେ ଦିନକୁ ଦିନ ବଢିଚାଲିଛି କିଡ୍‌ନୀ ରୋଗ। ବ୍ଲକରେ ଥିବା ୨୩ ପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ବହୁ ବ୍ୟକ୍ତି କିଡ୍‌ନୀ...

‘ନିର୍ଦ୍ଧାରିତ ଲକ୍ଷ୍ୟ ହାସଲ ଉପରେ ଗୁରୁତ୍ୱ ଦିଅ’

ବାଲେଶ୍ୱର ଅଫିସ, ୭।୧୨-ବାଲେଶ୍ୱରସ୍ଥିତ ସଦ୍‌ଭାବନା ସଭାଗୃହରେ ଚଳିତ ରବି ୨୦୧୯-୨୦ ବର୍ଷ ପାଇଁ ଜିଲା କୃଷି କାର୍ଯ୍ୟକ୍ରମ ନିର୍ଦ୍ଧାରଣ କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ବିଷାକ୍ତ ଭୋଗ ଖାଇ ଏମ୍‌ଭି-୨୫ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କୋରକୋଣ୍ଡା/ମାଲକାନଗିରି,୬।୬(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲା ଏମ୍‌ଭି-୨୫ ଗ୍ରାମରେ ବିଷାକ୍ତ ଭୋଗ ଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଗଳ କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀରରେ...

ଶାମୁକାର ବି ଅଭାବୀ ବିକ୍ରୀ

ବାଲେଶ୍ୱର ଅଫିସ,୧୪।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ସମୁଦ୍ର ବେଳାଭୂମିରେ ମିଳୁଥିବା ବିଭିନ୍ନ ପ୍ରଜାତିର ଶାମୁକା ଉପକୂଳବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଗରିବ ଶ୍ରମଜୀବୀଙ୍କ ଜୀବନଜୀବିକା ପାଲଟିଛି। ବେଳାଭୂମି...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ

ଭବାନୀପାଟଣା,୧୭।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ୨ୟ ଦିବସ ସୋମବାର ମ୍ୟାଚ୍‌ରେ ମର୍ନିଂ...

ତାପମାତ୍ରା ୪.୬, ଥରୁଛି ଅନୁଗୋଳ

ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ଜିଲାରେ ଶୀତ ଲହରି ଜାରି ରହିଛି। ଶନିବାର ଜିଲାର ତାପମାତ୍ରା ରେକର୍ଡ ସ୍ତର ୩.୪କୁ ଖସି ଆସିଥିବା ବେଳେ ରବିବାର ତାହା...

ମାଡ଼ ମାରିବା ଅଭିଯୋଗରେ ଯୁବକଙ୍କୁ କୋର୍ଟଚାଲାଣ

ଗୋପାଳପୁର,୩ା୯-ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିବା, ଦୁର୍ବ୍ୟବହାର କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରିଛି। ସେ ହେଲେ ଡିଲେସୁ ପ୍ରଧାନ (୨୫)।...


Coronavirus Update

Archives

Model This Week

Why Dharitri