Posted inଖେଳ

ଆଇପିଏଲ୍‌ ସ୍ଥଗିତ ସମ୍ପର୍କରେ ବିସିସିଆଇର ବିଧିବଦ୍ଧ ଘୋଷଣା

ନୂଆଦିଲ୍ଲୀ, ୧୭।୪ (ପି.ଟି.)-ପରବର୍ତ୍ତୀ ସୂଚନା ଜାରି ନ ହେବା ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)କୁ ସ୍ଥଗିତ ରଖାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଗୁରୁବାର ବିଧିବଦ୍ଧ ଘୋଷଣା କରାଯାଇଛି। ଦେଶରେ କୋଭିଡ୍‌-୧୯ ମହାମାରୀରେ ଇତିମଧ୍ୟରେ ୧୨,୦୦୦ ଜଣ ସଂକ୍ରମିତ ହୋଇସାରିଛନ୍ତି। ୪୦୦ ଜଣଙ୍କର ପ୍ରାଣହାନି ଘଟିସାରିଛି। ଟୁର୍ନାମେଣ୍ଟର ୧୩ତମ ସଂସ୍କରଣକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯିବା ସମ୍ପର୍କରେ ଗତ ୧୪ ତାରିଖରେ ୮ଟି ଫ୍ରାଞ୍ଚାଇଜ୍‌ ସମେତ ଅନ୍ୟ ଅଂଶୀଦାରମାନଙ୍କୁ ଅବଗତ କରାଯାଇଥିବା ଭାରତୀୟ କ୍ରିକେଟ ବୋର୍ଡ ସୂଚନା ଦେଇଥିଲା। ତେବେ ଏନେଇ ବିଧିବଦ୍ଧ ଘୋଷଣା ଗୁରୁବାର କରାଯାଇଛି। ପରବର୍ତ୍ତୀ ସୂଚନା ଜାରି ନ ହେବା ପର୍ଯ୍ୟନ୍ତ ଏହି ବ୍ୟୟ ବହୁଳ ଟି୨୦ ଟୁର୍ନାମେଣ୍ଟକୁ ସ୍ଥଗିତ ରଖିବା ଲାଗି ଆଇପିଏଲ୍‌ ଗଭର୍ନିଂ କାଉନ୍‌ସିଲ ଓ ବିସିସିଆଇ ମିଳିତ ଭାବେ ନିଷ୍ପତ୍ତି ନେଇଥିବା ବିସିସିଆଇ ସମ୍ପାଦକ ଜୟ ଶାହା ଏକ ବିବୃତିିରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri