Posted inଖେଳ

ଆଇପିଏଲ ନୁହେଁ, ସୁରକ୍ଷା ଚିନ୍ତାରେ ପଛଘୁଞ୍ଚା ଦେଇଛନ୍ତି ଶ୍ରୀଲଙ୍କା ଖେଳାଳି

ନୂଆଦିଲ୍ଲୀ,୧୧।୯: ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ୧୦ ଜଣ ଶ୍ରୀଲଙ୍କା ଖେଳାଳି ପାକିସ୍ତାନ ଗସ୍ତରୁ ଓହରିଯାଇଥିବା ଏହି ଦେଶର ମନ୍ତ୍ରୀ ଫଓ୍ବାଦ ହୁସେନ ଅଭିଯୋଗ ଆଣିଥିଲେ। ଏହାକୁ ଖଣ୍ଡନ କରି ଶ୍ରୀଲଙ୍କା କ୍ରୀଡ଼ାମନ୍ତ୍ରୀ ହାରିନ ଫର୍ନାଣ୍ଡୋ ଟୁଇଟର ଜରିଆରେ ବୁଧବାର ଜବାବ ଦେଇଛନ୍ତି। ପାକିସ୍ତାନ ପକ୍ଷରୁ କରାଯାଇଥିବା ଦାବିରେ କୌଣସି ସତ୍ୟତା ନାହିଁ। ଆମର କିଛି ଖେଳାଳି ୨୦୦୯ ଘଟଣା ପାଇଁ ଖେଳିବାକୁ ଚାହୁଁ ନାହାନ୍ତି। ତାଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇ ଯେଉଁମାନେ ଗସ୍ତ କରିବାକୁ ଚାହୁଁଥିବା ଖେଳାଳିଙ୍କୁ ଦଳରେ ସାମିଲ କରିଛୁ ବୋଲି ଟୁଇଟ୍‌ କରି ଜଣାଇଛନ୍ତି। ଉଲ୍ଲେଖଥାଉ କି, ଯେଉଁ ଖେଳାଳିମାନେ ପାକିସ୍ତାନରେ ଖେଳିବେ ସେମାନଙ୍କୁ ଆଇପିଏଲରେ ଖେଳାଯିବ ନାହିଁ ବୋଲି ଭାରତୀୟ କର୍ତ୍ତୃପକ୍ଷ ଚେତାଇ ଥିବା ପାକିସ୍ତାନ ମନ୍ତ୍ରୀ ହୁସେନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୀପ୍‌ଗ୍ରେସ୍‌ଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର, ୧୫।୧୧ୟ(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ମହିଳା ହକି ତାରକା ଦୀପ୍‌ଗ୍ରେସ୍‌ ଏକ୍କା ଅର୍ଜୁନ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ସମ୍ପ୍ରତି ଭାରତୀୟ ଦଳର ଉପଅଧିନାୟିକା...

ଟେଷ୍ଟ ସିରିଜ କାର୍ଯ୍ୟସୂଚୀରେ ପରିବର୍ତ୍ତନ ପାଇଁ ବିସିସିଆଇ କହିନି: ଇସିବି

ନୂଆଦିଲ୍ଲୀ,୨୨।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) କୋଭିଡ୍‌-୧୯ କାରଣରୁ ସସ୍‌ପେଣ୍ଡ ହୋଇଛି। ଏହି ଲିଗ୍‌କୁ ସମ୍ପୂର୍ଣ୍ଣ କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)...

କେବଳ ଏହି ଗୋଟିଏ କାରଣ ପାଇଁ ଆଇପିଏଲ୍‌ ନିଲାମ ପୂର୍ବରୁ ଓହରି ଯାଇଥିଲେ ଡି ଭିଲିୟର୍ସ, ଏବେ କହିଲେ…

ନୂଆଦିଲ୍ଲୀ,୧୫।୧: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି ଭିଲିୟର୍ସ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ୟାସ ନେଇଛନ୍ତି। ଏଥିସହ ସେ ଆଇପିଏଲ୍‌ ଖେଳିବେ ନାହିଁ ବୋଲି...

ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ

ଜୋହାନ୍ସବର୍ଗ,୪।୧: ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଆୟୋଜକ ଦକ୍ଷିଣ ଆଫ୍ରିକାକୁ ସାମ୍ନା କରୁଛି। ଏହି ସିରିଜର ପ୍ରଥମ ମ୍ୟାଚ...

ମ୍ୟାକ୍‌କୁଲମ କେକେଆର ମୁଖ୍ୟ କୋଚ୍‌

ମୁମ୍ବାଇ,୧୫।୮(ପିଟି)- କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଦଳର ମୁଖ୍ୟ କୋଚ୍‌ ଭାବେ ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବ୍ରେଣ୍ଡନ ମ୍ୟାକ୍‌କୁଲମଙ୍କୁ ନିଯୁକ୍ତ କରିଛି। ତାଙ୍କୁ କେବଳ ଇଣ୍ଡିଆନ...

ଅନୁଗୋଳକୁ ହରାଇ ମୁକ୍ତେଶ୍ୱର ସେମିରେ

ଢେଙ୍କାନାଳ ଅଫିସ,୯।୧: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେଡ଼ାପଡ଼ା ଗ୍ରାମସ୍ଥିତ ମା’ ଅନ୍ଧାରି କ୍ରିକେଟ୍‌ କ୍ଲବ ପକ୍ଷରୁ ୧୨ତମ ସୁବାସ ମେମୋରିଆଲ କ୍ରିକେଟ୍‌ ଟୁର୍ନାମେଣ୍ଟ ରବିବାର...

ଏଆଇଏଫ୍‌ଏଫ୍‌କୁ ଫିଫାର ଚିଠି

କୋଲକାତା, ୨୫ା୭ (ପି.ଟି.)-ଭାରତୀୟ ଫୁଟ୍‌ବଲର ବର୍ତ୍ତମାନ ଦୃଶ୍ୟପଟ୍ଟ ସମ୍ପର୍କରେ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ଠାରୁ ଅପ୍‌ଡେଟ୍‌ ଚାହିଁିଛି ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’। ତେବେ...

ନୂଆ ଟାଇଟଲ ସ୍ପୋନ୍ସର ସନ୍ଧାନ ପ୍ରସଙ୍ଗ: ବିସିସିଆଇ ଆଗରେ ଚ୍ୟାଲେଞ୍ଜ

ମୁମ୍ବାଇ,୬।୮: ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୧୩ତମ ସଂସ୍କରଣରେ ଟାଇଟଲ ପ୍ରାୟୋଜକ ତଥା ଚାଇନା ମୋବାଇଲ୍‌ କମ୍ପାନୀ ଭିଭୋ ଓ ଭାରତୀୟ କ୍ରିକେଟ...

Advertisement
Archives

Model This Week