ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ ଗୋଇଠିରେ ଯନ୍ତ୍ରଣା ହୋଇଥିଲା। ତାଙ୍କର ସ୍କାନ କରାଯାଇଛି। ରିପୋର୍ଟ ଆସିବା ପରେ ତାଙ୍କୁ କେତେ ଦିନ ବିଶ୍ରାମ ଦରକାର, ସେ ନେଇ କୁହାଯିବ। ସମାନ ସମସ୍ୟା ଯୋଗୁ ଈଶାନ୍ତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ୩ ସପ୍ତାହ ରହିଥିଲେ। ସେଠାରେ ତାଙ୍କୁ ଫିଟ୍‌ ଘୋଷଣା କରାଯିବା ପରେ ନ୍ୟୁଜିଲାଣ୍ଡ ଗସ୍ତ କରିଥିଲେ। କିନ୍ତୁ ଏବେ ପୁଣି ସମାନ ସମସ୍ୟା ଦେଖା ଦେବାରୁ ବିସିସିଆଇ ଏନ୍‌ସିଏର ମୁଖ୍ୟ ଫିଜିଓ ଆଶିଷ କୌଶିକଙ୍କ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛି। ଆହତ ଥିବାରୁ ଈଶାନ୍ତ ଆଇପିଏଲର ପ୍ରଥମ ପର୍ଯ୍ୟାୟରେ ନ ଖେଳିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଦଳରେ ନୂଆ ପେସର

ଲଣ୍ଡନ,୧।୯: ଇଂଲଣ୍ଡ ବିପକ୍ଷରେ ଗୁରୁବାର ଠାରୁ ଚତୁର୍ଥ ଟେଷ୍ଟ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳରେ ସାମିଲ ହୋଇଛନ୍ତି ଯୁବ ପେସର ପ୍ରସିଦ୍ଧ କ୍ରିଷ୍ଣା। ଟିମ୍‌...

ଗାଳି କରି ପାରିଲେନି, ଶେଷରେ ମାଗିଲେ କ୍ଷମା

ସିଡନୀ,୧୨।୧: ସିଡନୀ ଟେଷ୍ଟ ସମୟରେ ପଡ଼ିଆରେ ହୋଇଥିବା ଆଚରଣ ପାଇଁ ଅଷ୍ଟ୍ରେଲିଆ ଅଧିନାୟକ ଟିମ ପେନ୍‌ ଭାରତୀୟ ଖେଳାଳିଙ୍କୁ କ୍ଷମା ମାଗିଛନ୍ତି। ସେ କହିଛନ୍ତି ଯେ...

କୋହଲିଙ୍କ ଦ୍ୱିଶତକ

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଦ୍ୱିଶତକ ଲଗାଇଛନ୍ତି। ପୂର୍ବ ଦିନ ୬୩ ରନ୍‌ କରି...

ଅଧରାତିରେ ଏମିତି କାମ କରୁଥିଲେ ଷ୍ଟିଭ୍‌ ସ୍ମିଥ୍‌: ଧରିଦେଲେ ସ୍ତ୍ରୀ

ଆଡିଲେଡ,୧୯।୧୨:ଆଶେସ ସିରିଜରେ ଅଷ୍ଟ୍ରେଲିଆ ଦଳ ଏକ ଭଲ ସ୍ଥିତିରେ ଅଛି। ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆର ସ୍ଥିତି ମଜଭୁତ...

ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ଟୋକିଓ/ନୂଆଦିଲ୍ଲୀ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକିିଦଳ ପୁଣି ଥରେ ଅଲିମ୍ପିକ୍‌ରେ ଦେଶ ପାଇଁ ଗୌରବ ଆଣିଛି। ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ...

ଧୋନୀଙ୍କ ବିନା ସିଏସ୍‌କେର ଅସ୍ତିତ୍ୱ ନାହିଁ

ଆବୁଧାବି,୧୮।୧୦: ମହେନ୍ଦ୍ର ସିଂ ଧୋନୀଙ୍କ ବିନା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅସ୍ତିତ୍ୱ ନାହିଁ। ଠିକ୍‌ ସେହିଭଳି ସିଏସ୍‌କେ ବିନା ଧୋନୀ ମଧ୍ୟ କିଛି ନୁହେଁ।...

ଜୋକୋଭିଚ୍‌ ବିଜୟୀ, ଓସାକା ପରାସ୍ତ

ପ୍ୟାରିସ,୨ା୬ (ଏଏଫ୍‌ପି)-ନୋଭାକ୍‌ ଜୋକୋଭିଚ୍‌, ଷ୍ଟିଫାନସ ତିସିତ୍‌ସିପାସ୍‌ ଏବଂ ଆଲେକ୍‌ଜାଣ୍ଡର ଜେଭ୍‌ରେଭ୍‌ ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ କ୍ରମାଗତ...

ସଚିନ୍‌ଙ୍କ ରେକର୍ଡ ଭାଙ୍ଗିବେ ଏହି ଖେଳାଳି: ଇର୍ଫାନ୍‌ ପଠାନ କହିଲେ ଏପରି…

ନୂଆଦିଲ୍ଲୀ, ୨୫।୮: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ କେବଳ ବିରାଟ କୋହଲି ସକ୍ଷମ। ଏସମ୍ପର୍କରେ ପୂର୍ବତନ ଭାରତୀୟ କ୍ରିକେଟର ଇର୍ଫାନ୍‌ ପଠାନ କହିଛନ୍ତି।...

Advertisement
Archives

Model This Week