ଆଇପିଏସ୍‌ ଅରୁଣ କୁମାର ରାୟଙ୍କୁ ଅଗ୍ନିଶମର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ବର:୧।୧୨(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅରୁଣ କୁମାର ରାୟଙ୍କୁ ଅଗ୍ନିଶମ ସେବା ବାହିନୀ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଅଗ୍ନିଶମ ସେବା ଡିଜି ଏମ. ଅକ୍ଷୟ ଚାକିରିରୁ ଅବସର ନେବା ପରେ ଏହି ଅତିରିକ୍ତ ଦାୟିତ୍ୱ ଅରୁଣଙ୍କୁ ଦିଆଯାଇଛି ।

୧୯୮୮ବ୍ୟାଚର ବରିଷ୍ଠ ଆଇପିଏସ୍‌ ତଥା ସ୍ବତନ୍ତ୍ର ଡିଜି ଅରୁଣ କୁମାର ରାୟ ଅଗ୍ନିଶମ ସେବା ବାହିନୀ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେ ହୋମଗା କମାଣ୍ଡିଂ ଜେନେରାଲ ଓ ସିଭିଲ ଡିଫେନ୍ସ ନିର୍ଦ୍ଦେଶକ ଭଳି ଅତିରିକ୍ତ ଦାୟିତ୍ୱ ତୁଲାଇଛନ୍ତି । ଏବେ ସେ ସ୍ବତନ୍ତ୍ର ଡିଜି ଭାବେ କାର୍ଯ୍ୟ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri