Posted inଜାତୀୟ

ଆଇପିଏସ୍‌ ଓ୍ବାଟର ସ୍ପୋର୍ଟସ ଇଭେଣ୍ଟ ସମୟରେ ଓଲଟିଲା ଡଙ୍ଗା

ଭୋପାଳ,୨୦।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଇଣ୍ଡିଆନ ପୋଲିସ ସର୍ଭିସ(ଆଇପିଏସ୍‌) ଓ୍ବାଟର ସ୍ପୋର୍ଟସ ଇଭେଣ୍ଟ ସମୟରେ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି। ଏହି ଇଭେଣ୍ଟ ଆୟୋଜିତ ହୋଇଥିବା ହ୍ରଦରେ ଗୋଟିଏ ଡଙ୍ଗା ଓଲଟି ପଡିଥିଲା। ଏଥିରେ ଥିବା ଆଇପିଏସ୍‌ ଓ ତାଙ୍କ ପରିଜନମାନଙ୍କୁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ତୁରନ୍ତ ଉଦ୍ଧାର କରିବା ଫଳରେ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri