Posted inଜାତୀୟ

ଆଇବି ଅଫିସର ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୪ା୬: ଉତ୍ତରପୂର୍ବ ଦିଲ୍ଲୀରେ ଦଙ୍ଗା ସୃଷ୍ଟି କରିବା ଏବଂ ଗୋଇନ୍ଦା ବ୍ୟୁରୋ (ଆଇବି) ଅଫିସର ଅଙ୍କିତ୍‌ ଶର୍ମାଙ୍କୁ ହତ୍ୟା ପଛରେ ଗଭୀର ଷଡ଼ଯନ୍ତ୍ର ଥିଲା। ନିଲମ୍ବିତ ଏଏପି କାଉନସିଲର ତାହିର ହୁସେନ୍‌ଙ୍କ ନେତୃତ୍ୱରେ ଉତ୍ତ୍ୟକ୍ତ ଜନତା ନିର୍ଦ୍ଦିଷ୍ଟ ଭାବରେ ଅଙ୍କିତ୍‌ଙ୍କୁ ଟାର୍ଗେଟ କରିଥିଲେ ବୋଲି ଦିଲ୍ଲୀ ପୋଲିସ ଅଦାଲତଙ୍କୁ କହିଛି। ଦିଲ୍ଲୀ ପୋଲିସର କ୍ରାଇମ୍‌ ବ୍ରାଞ୍ଚ ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ୍‌ ରିଚା ପରିହାରଙ୍କ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ମାମଲାର ପରବର୍ତ୍ତୀ ଶୁଣାଣି ୧୬ ତାରିଖକୁ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏକୁ ବିରୋଧ: କେରଳ ବିଧାନସଭାରେ ପ୍ରସ୍ତାବ ପାରିତ

ଥିରୁଭାନନ୍ତପୁରମ୍‌,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ସିପିଆଇ ମେଣ୍ଟ ସରକାର ଏହାକୁ ବିରୋଧ କରିଛନ୍ତି।...

ଲକ୍‌ ଡାଉନ୍‌: ଅନିଶ୍ଚିତ ଭବିଷ୍ୟତ ମଧ୍ୟରେ ୨୪ କୋଟି ୯୮ ଲକ୍ଷରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା...

୨୦ରୁ ଆଦାୟ ହେବ ଟୋଲ୍‌ ଟିକସ୍‌

ନୂଆଦିଲ୍ଲୀ,୧୯।୪: ଚଳିତ ମାସ ୨୦ ତାରିଖରୁ ଟୋଲ୍‌ ଟିକସ୍‌ ସଂଗ୍ରହ ପୁଣି ଥରେ ଆରମ୍ଭ ହେବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏ...

ଧୋନୀଙ୍କ ପରେ ଅବସର ନେଲେ ସୁରେଶ ରାଇନା

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିବାର କିଛି ସମୟ ପରେ...

ବିକାଶ ଦୁବେ ଏନକାଉଣ୍ଟର: ଭାଇରାଲ ହେଉଛି ଏହି ଆଇପିଏସ୍‌ ଅଧିକାରୀଙ୍କ ପୁରୁଣା ଟୁଇଟ

ନୂଆଦିଲ୍ଲୀ,୧୦।୭: କାନପୁର ଏନ୍‌କାଉଣ୍ଟର ଘଟଣା ପରେ ମୋଷ୍ଟ ଓ୍ବାଣ୍ଟେଡ୍‌ ବିକାଶ ଦୁବେଙ୍କ ଫେରାର ହେବାଠାରୁ ଆରମ୍ଭ କରି ତାଙ୍କ ଗିରଫଦାରୀ ଓ ଏନ୍‌କାଉଣ୍ଟର ଉପରେ ଏବେ...

ବାଜପେୟୀ ସରକାରଙ୍କ ସମୟରେ ମଧ୍ୟ ହୋଇଥିଲା ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ୍‌ ଯୋଜନା

ନୂଆଦିଲ୍ଲୀ,୧।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ମଧ୍ୟ ପାକିସ୍ତାନ ପରେ ଏୟାର ଷ୍ଟ୍ରାଇକ୍‌ କରାଯିବାର ନିଷ୍ପତ୍ତି ହୋଇଥିଲା। ତେବେ ଶେଷ ମୁହୂର୍ତ୍ତରେ...

ବରିଷ୍ଠ ସିପିଆଇ ନେତା ଗୁରୁଦାସ ଦାସଗୁପ୍ତାଙ୍କ ପରଲୋକ

କୋଲକାତା,୩୧।୧୦: ବରିଷ୍ଠ ସିପିଆଇ ନେତା ତଥା ପୂର୍ବତନ ଏମ୍‌ପି ଗୁରୁଦାସ ଦାସଗୁପ୍ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ...

ଇନ୍ଦ୍ରାବତୀ ନଦୀର ସାତଧାର ଅଞ୍ଚଳକୁ ସ୍ବଚ୍ଛ ରଖିବେ ସିଆର୍‌ପିଏଫ୍‌ ଯବାନ

ରାୟପୁର,୧୬।୧୨: ଛତିଶଗଡ଼ରେ ଇନ୍ଦ୍ରାବତୀ ନଦୀର ସାତଧାର ଅଞ୍ଚଳଙ୍କୁ ସ୍ବଚ୍ଛ ରଖିବା ପାଇଁ ସିଆର୍‌ପିଏଫ୍‌ ଯବାନ ଅଣ୍ଟା ଭିଡ଼ିଛନ୍ତି। ସିଆର୍‌ପିଏଫ୍‌ ୧୯୫ ବାଟାଲିୟନ୍‌ର ଯବାନ ଏହି ଅଞ୍ଚଳକୁ...

Coronavirus Update


Archives

Model This Week

Why Dharitri