Posted inଜାତୀୟ

ଆଇରନ୍‌ ଲେଡିଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜୟନ୍ତୀ ଅବସରରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ର୍ପୂବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଶକ୍ତି ସ୍ଥଳ ଯାଇ ଇନ୍ଦିରାଙ୍କୁ ଶ୍ରଦ୍ଧାଜଳି ଜ୍ଞାପନ କରିଛନ୍ତି। ଆଇରନ୍‌ ଲେଡି ଭାବେ ପରିଚିତ ଇନ୍ଦିରା ରାଜନୈତିକ ଜୀବନରେ ଅନେକ ବଡ ବଡ ପଦକ୍ଷେପ ନେଇଥିଲେ। ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କର ମାର୍ଗାରେଟ ଥାଚରଙ୍କ ସହ ଭଲ ସମ୍ପର୍କ ଥିଲା। ଏମିତିକି ତାଙ୍କର ଦେହାନ୍ତ ସମୟରେ ମାର୍ଗାରେଟ ଭାରତ ଆସିଥିଲେ ଇନ୍ଦିରାଙ୍କ ଶେଷ ଦର୍ଶନ ପାଇଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri