ଆଇସିଆଇସିଆଇର ମୋବାଇଲ ଏଟିମ୍‌

ଭୁବନେଶ୍ୱର,୨୪।୫: ଫନୀ ପ୍ରଭାବିତ ପୁରୀ ଜିଲାରେ ଲୋକଙ୍କ ପାଖରେ ପ୍ରମୁଖ ବ୍ୟାଙ୍କିଙ୍ଗ ସେବାକୁ ଉପଲବ୍ଧ କରାଇବା ଲାଗି ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ମୋବାଇଲ ଏଟିଏମ୍‌ ଭ୍ୟାନ ନିୟୋଜିତ କରାଯାଇଛି। ଏହାକୁ ରାଜ୍ୟ ସଚ୍ଚିବାଳୟ ପରିସରରୁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରଶାଦ ପାଢୀ ଉନ୍ମୋଚନ କରିଥିଲେ। ନଗଦ ଉଠାଣ ଏବଂ ବ୍ୟାଙ୍କିଙ୍ଗ ଆବଶ୍ୟକତାକୁ ଧ୍ୟାନରେ ରଖି ଏଭଳି ସେବା ଶୁଭାରମ୍ଭ କରାଯାଇଥିବା ବ୍ୟାଙ୍କର ଓଡ଼ିଶା ଏବଂ ଛତିଶଗଡ ଜୋନାଲ ମୁଖ୍ୟ (ରିଟେଲ) ପ୍ରଦୋଷ ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri