ଆଇସିଆଇସିଆଇ ବ୍ୟାଙ୍କ ଦେଲା ୧୦୦ କୋଟି

ମୁମ୍ବାଇ,୨୧।୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ଯୋଗଦାନ ସ୍ବରୂପ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ୧୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଅର୍ଥ ମଧ୍ୟରେ ପିଏମ୍‌ କେୟାର୍ସ ପାଣ୍ଠିକୁ ୮୦ କୋଟି ଏବଂ ରାଜ୍ୟ ସରକାର ଏବଂ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକୁ ୨୦ କୋଟି ଟଙ୍କାର ଅର୍ଥ ରାଶି ସାମିଲ ରହିଛି। ଆଇସିଆଇସିଆଇ ବ୍ୟାଙ୍କ ଏବଂ ଏହାର ସହଯୋଗୀ ସଂସ୍ଥାଗୁଡିକ ପକ୍ଷରୁ ଏହି ରାଶି ଘୋଷଣା କରାଯାଇଛି। ବର୍ତ୍ତମାନର ଆହ୍ବାନ ସ୍ଥିତିରେ ବ୍ୟାଙ୍କ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସଭାପତି ସନ୍ଦୀପ ବାତ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଦିଲ୍ଲୀରୁ ‘ଶ୍ରୀଜଗନ୍ନାଥ ଯାତ୍ରା’

ନୂଆଦିଲ୍ଲୀ,୨୫ା୧: ରେଳ ମନ୍ତ୍ରଣାଳୟର ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଆଇଆର୍‌ସିଟିସି ଲିଃ ପକ୍ଷରୁ ବୁଧବାରଠାରୁ ‘ଶ୍ରୀଜଗନ୍ନାଥ ଯାତ୍ରା’ ପାଇଁ ଏକ ୮ ଦିନିଆ ଭାରତ ଗୌରବ ଟୁରିଷ୍ଟ...

ନୀରବ ମୋଦିଙ୍କ ହାଜତ ମିଆଦ ବଢ଼ିଲା

ଲଣ୍ଡନ,୧୨।୬ – ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ୧୩ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ପଳାତଳ ଘୋଷିତ ବ୍ୟବସାୟୀ ନୀରବ ମୋଦିଙ୍କ ନାମରେ ବର୍ତ୍ତମାନ...

ଗହମ ପରେ ଭାରତ ଚା’ କୁ ଫେରାଇଲେ ବହୁ ଦେଶ, କୀଟନାଶକ ଥିବା ଅଭିଯୋଗ…

ନୂଆଦିଲ୍ଲୀ, ୪।୬ : ଭାରତୀୟ ଚା’ ରପ୍ତାନିକାରୀ ସଂଘ (ଆଇଟିଈଏ) ର ସଭାପତି ଅଶୂଂମାନ କାନୋରିଆ କହିଛନ୍ତି ଯେ କୀଟନାଶକ ଏବଂ ରାସାୟନିକ ପଦାର୍ଥର ଧାର୍ଯ୍ୟ...

ଅମୃତକାଳରେ ପ୍ରଥମ ପ୍ରଗତିଶୀଳ ‘ସପ୍ତଋଷି’ ବଜେଟ

ଭୁବନେଶ୍ୱର,୩।୨:ଚଳିତ ଥରର ବଜେଟ ବେଶ ଲୋକାଭିମୁଖୀ ଓ ସନ୍ତୁଳିତ ହୋଇଥିବା ବେଳେ ଅମୃତକାଳରେ ଏହା ପ୍ରଥମ ପ୍ରଗତିଶୀଳ ‘ସପ୍ତଋଷି’ ବଜେଟ୍‌ ବୋଲି ଶିଳ୍ପ ସଂଘ ପକ୍ଷରୁ...

ନିବେଶକଙ୍କ ୧୧.୧୨ ଲକ୍ଷ କୋଟି ଲାଭ

ନୂଆଦିଲ୍ଲୀ,୨୭। ୩: ଗତ ୩ ଦିନ ଧରି ଦେଶର ପୁଞ୍ଜି ବଜାର କାରବାର ଉନ୍ନତ ରହିବା ଯୋଗୁ ଏହି ସମୟରେ ନିବେଶକଙ୍କୁ ୧୧.୧୨ ଲକ୍ଷ କୋଟି...

ମ୍ୟାଙ୍ଗୋ ମାର୍କେଟରେ ମଣ୍ଡି ବ୍ରାଣ୍ଡିଂ କାର୍ଯ୍ୟକ୍ରମ

ଭୁବନେଶ୍ୱର,୫।୭: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ମଣ୍ଡି ବ୍ରାଣ୍ଡିଂ କାର୍ଯ୍ୟକ୍ରମ ମ୍ୟାଙ୍ଗୋ ମାର୍କେଟରେ ଅନୁଷ୍ଠିତ ହୋଇଯାଇଛି। ବ୍ୟାଙ୍କ...

ଚାଇନାକୁ ପୁଣି ବଡ଼ ଝଟ୍‌କା ଦେଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ, ୨୨।୮: ଚାଇନାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗିବାରେ ଲାଗିଛି। ଏବେ ଭାରତୀୟ ରେଲଓ୍ବେ ପୁଣି ଏକ ବଡ଼ ଝଟ୍‌କା ଚାଇନାକୁ ଦେଇଛି। ଭାରତୀୟ...

୨୪ ଘଣ୍ଟିଆ ହେବ ଏନ୍‌ଇଏଫ୍‌ଟି ନେଣଦେଣ

ନୂଆଦିଲ୍ଲୀ,୧୬-୧୨: ଯଦି ଆପଣ ଅନଲାଇନ ନେଣଦେଣ ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ ଟ୍ରାନ୍ସଫର(ଏନ୍‌ଇଏଫ୍‌ଟି) ଦ୍ୱାରା କରୁଥାନ୍ତି ତେବେ ଏହା ଆହୁରି ସୁବିଧା ଜନକ ହୋଇଛି। ୧୬ ଡିସେମ୍ବରଠାରୁ...

Advertisement
Archives

Model This Week