ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ବୋର୍ଡ ଦ୍ୱାରା ପରିଚାଳିତ ଦଶମ (ଆଇସିଏସ୍‌ଇ) ଓ ଦ୍ୱାଦଶ (ଆଇଏସ୍‌ସି) ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ମାର୍ଚ୍ଚ ୧୯ରୁ ୩୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉଭୟ ଶ୍ରେଣୀର ପରୀକ୍ଷାକୁ ବାତିଲ କରାଯାଇଛି। ବାତିଲ ହୋଇଥିବା ପରୀକ୍ଷାଗୁଡ଼ିକ କେବେ ହେବ ସେନେଇ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ପ୍ରକାଶ ପାଇବ। ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କୁ ଅବଗତ କରାଇବା ପାଇଁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସିଆଇଏସ୍‌ସିଇ ଅଧୀନରେ ଓଡ଼ିଶାରେ ମୋଟ ୯୬ଟି ବିଦ୍ୟାଳୟ ଥିବାବେଳେ ଉଭୟ ଶ୍ରେଣୀର ପ୍ରାୟ ୮ ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ‘ଅମ୍ଫନ’ ସହାୟତା: ଖର୍ଚ୍ଚ କରିବାକୁ ଅନୁମତି ଦେଉନି କେନ୍ଦ୍ର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ। ଏଥିଯୋଗୁ ପ୍ରତ୍ୟେକ ବର୍ଷ ବହୁ ଧନ ଜୀବନ ନଷ୍ଟ ହେଉଛି। ବାତ୍ୟା ଦାଉରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାର...

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। କଣ୍ଟିଲୋ, ବାଣପୁର...

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯ା୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ...

ସମସ୍ୟା ବଢ଼ାଉଛି ମାଟି ସଡ଼କ

ଛେଣ୍ଡିପଦା,୨ା୯(ସ୍ବ.ପ୍ର.):  ଗାଁର ମୁଖ୍ୟ ସମସ୍ୟା ଗମନାଗମନରେ ଅସୁବିଧା। ବର୍ଷାଦିନେ ମାଟି ରାସ୍ତାରେ ଯାତାୟାତ ଗ୍ରାମବାସୀଙ୍କ ପକ୍ଷେ ଅତି କଷ୍ଟକର। ଏପରି କି ରୋଗୀଙ୍କୁ ଡାକ୍ତରଖାନା ଯାଏ ନେବାକୁ...

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

କଟକ ଅଫିସ୍‌, ୬ା୭: ରାଜ୍ୟରେ ହାତୀବଂଶ ରକ୍ଷା ଏବଂ ସୁରକ୍ଷା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯାଉଛି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ...

ଆଜି ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟରର ୧୧୯, ଲୋକାଲ କେସ୍‌ ୧୦

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ରାଜ୍ୟରେ ସର୍ବାଧିକ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ ୧୯ ଜିଲାର ଥିବା ବେଳେ କେନ୍ଦ୍ରାପଡ଼ାରୁ ସର୍ବାଧିକ ଆକ୍ରାନ୍ତ ଅଛନ୍ତି।...

ତୀର୍ଥଯାତ୍ରାରେ ଆସିଥିଲେ, ଜଳିଗଲା ବସ୍‌

ସାକ୍ଷୀଗୋପାଳ,୯।୧(ଡି.ଏନ୍‌.ଏ.): ପୁରୀ ସାକ୍ଷୀଗୋପାଳସ୍ଥିତ ଶ୍ରୀ ଗୋପାଳ ଜୀଉଙ୍କ ପଶ୍ଚିମ ପାର୍ଶ୍ୱ ରାସ୍ତାରେ ଛିଡା ହୋଇଥିବା ଏକ ବସ୍‌ରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ବସ୍‌ରେ ନିଆଁ ଲାଗିଥିବା...

ମାର୍ଚ୍ଚ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଫେବୃୟାରୀ ଶେଷ ଯାଏ ପାଗ ଅନୁକୂଳ ରହିବ। ଅଧିକ ଗରମ ଅନୁଭୂତ ହେବ ନାହିଁ। ଉତ୍ତର ପଶ୍ଚିମ ଦିଗରୁ ଭୂପୃଷ୍ଠରୁ ୧୨ କି.ମି ଉଚ୍ଚତାରେ...

Advertisement
Archives

Model This Week