Posted inଜାତୀୟ

ଆଇସିଏସ୍‌ସି, ଆଇଏସ୍‌ସି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୯।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇସିଏସ୍‌ସି ଏବଂ ଆଇଏସ୍‌ସି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏନେଇ ଗୁରୁବାର ଆଇସିଏସ୍‌ସି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୨୦୨୦ ଶିକ୍ଷାବର୍ଷର ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ବୋର୍ଡ କହିଛି। ଏହି ପରୀକ୍ଷା ମାର୍ଚ୍ଚ ୧୯ରୁ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାର ଥିଲା। ପରବର୍ତ୍ତୀ ସମୟରେ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରାଯିବ ବୋଲି ଆଇସିଏସ୍‌ସି ବୋର୍ଡ ପକ୍ଷରୁ ସୂଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍ତିଷ୍କ ଜ୍ୱର ପ୍ରଭାବିତ ଅଞ୍ଚଳର ଏନ୍‌ଭାରନୋମେଣ୍ଟାଲ ଷ୍ଟଡି ଦରକାର ବୋଲି କହିଲେ ନୀତୀଶ

ପାଟନା,୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଏବେ ସୁଦ୍ଧା ପାଖାପାଖି ଶହେ ଶିଶୁଙ୍କ ମୃତ୍ୟୁ ହେଲାଣି। ଯାହା ଏବେ ନୀତୀଶ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି।...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ ଅନେକ ଆହତ

ବାରାବାଙ୍କି,୭ ।୧୦: ବାରାବାଙ୍କି ଥାନା ଅଞ୍ଚଳର କିଷାନ ପଥରେ ବାବୁରିୟା ଗାଁ ନିକଟରେ ଗୁରୁବାର ସକାଳ ପ୍ରାୟ ୪ଟା ୪୫ରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା...

ଡିବିଟିରେ ୩୬,୬୫୯ କୋଟି

ନୂଆଦିଲ୍ଲୀ,୨୦।୪: ସୁବିଧାର ପ୍ରତ୍ୟକ୍ଷ ହସ୍ତାନ୍ତର(ଡିବିଟି) ଦ୍ୱାରା ଦେଶର ୧୬.୦୧ କୋଟି ଲୋକଙ୍କ ପାଖକୁ ସରକାର ୩୬,୬୫୯ କୋଟି ଟଙ୍କା ପଠାଇଛନ୍ତି। ପବ୍ଲିକ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ(ପିଏଫ୍‌ଏମ୍‌ଏସ୍‌)ରେ...

ସେନା ପ୍ରତ୍ୟାହାରରେ ସାଲିସ୍‌ ନାହିଁ

ନୂଆଦିଲ୍ଲୀ,୧୯ା୭: ଚାଇନା ସୈନ୍ୟମାନେ ତୁରନ୍ତ ପଙ୍ଗଓଙ୍ଗ ସୋ ଅଞ୍ଚଳ ଖାଲି କରନ୍ତୁ ଓ ମେ’ ୫ ପୂର୍ବ ସ୍ଥିତାବସ୍ଥା ଫେରାଇ ଆଣନ୍ତୁ। ଦୁଇଦେଶର ସେନା କମାଣ୍ଡର...

୯ ଲକ୍ଷ ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା: ଦେଶରେ ଗୋଟିଏ ଦିନରେ ସର୍ବାଧିକ ୨୮,୭୦୧ ନୂଆ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ,୧୩।୭: କନ୍ଦାଇଲାଣି କରୋନା। ବେଳକୁ ବେଳ ଏହା ସୁଅ ଭଳି ମାଡି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୮,୭୦୧ ନୂଆ ସଂକ୍ରମିତ ଚିହ୍ନଟ ହେବା...

ଅକ୍ସିଜେନ୍‌ ହାହାକାର

ନୂଆଦିଲ୍ଲୀ/ମୁମ୍ବାଇ,୨୧ା୪: ଭାଇରସ୍‌ ଚାଲିଗଲାଣି, ଆଉ କିଛି ହେବ ନାହିଁ। ଘାତକ ଭୂତାଣୁକୁ ନେଇ ସୁରକ୍ଷାର ଏଭଳି ମିଛ ଭାବନା ଭାରତୀୟମାନଙ୍କୁ ପୁଣିଥରେ ମହାମାରୀ କବଳକୁ ଟାଣିନେଇଛି।...

ସ୍କୁଲ ଖୋଲିବା ପରେ ୧୨ ରାଜ୍ୟରେ ପିଲାଙ୍କ ପାଖରେ ବଢିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨ ।୯: କରୋନା ମହାମାରୀର ପ୍ରଭାବ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ପାଖାପାଖି ଦେଢ ବର୍ଷ ବା ୧୮ ମାସ ପରେ ଦେଶରେ...

ସ୍ତ୍ରୀ ଭିକ ମାଗିବାରୁ ସ୍ବାମୀ ନେଲେ ଏମିତି ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପରିବାର ପରାମର୍ଶ କେନ୍ଦ୍ରକୁ ଆସିଥିବା ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ତିନି ତଲାକ୍‌ କହି ଛାଡ଼ପତ୍ର ଦେଇଛନ୍ତି। ତେବେ ତିନି ତଲାକ୍‌କୁ ଆଇନଗତ ଭାବେ ନିଷେଧ...

Advertisement
Archives

Model This Week