Posted inଖେଳ

ଆଇସିସି, ଫିଫା ବିଶ୍ୱକପ୍‌ରେ ଦେଶ ପାଇଁ ପ୍ରତିନିଧିତ୍ୱ କରିଥିବା ଖେଳାଳି

ଜଣେ କ୍ରୀଡ଼ାବିତଙ୍କ ପାଇଁ ବିଶ୍ୱକପ୍‌ ଖେଳିବା ସବୁଠୁ ବଡ଼ କଥା। କିନ୍ତୁ ଏମିତି ଜଣେ କ୍ରୀଡ଼ାବିତ୍‌ ରହିଛନ୍ତି, ଯେକି ଦୁଇଟି କ୍ରୀଡ଼ାରେ ବିଶ୍ୱକପ ଖେଳିସାରିଛନ୍ତି। ଅଷ୍ଟ୍ରେଲିଆନ ମହିଳା କ୍ରିକେଟର ଏଲିସେ ପେରି। ଏହି ଅଲରାଉଣ୍ଡର ୨୦୦୭ରେ ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। କିଛି ମାସ ପରେ ୨୦୦୮ ବେଜିଂ ଅଲିମ୍ପିକ୍‌ ଯୋଗ୍ୟତା ପର୍ଯ୍ୟାୟ ପାଇଁ ଅଷ୍ଟ୍ରେଲିଆନ ମହିଳା ଫୁଟବଲ ଦଳରେ ତାଙ୍କ ନାମ ସ୍ଥାନ ପାଇଥିଲା। ହଂକଂ ବିପକ୍ଷ ପଦାର୍ପଣ ମ୍ୟାଚ୍‌ରେ ଦ୍ୱିତୀୟ ମିନିଟ୍‌ରେ ହିଁ ସେ ଗୋଲ ସ୍କୋର କରିଥିଲେ। କେବଳ ଏତିକି ନୁହେଁ, ସେ ଅଷ୍ଟ୍ରେଲିଆ ପକ୍ଷରୁ ଫିଫା ମହିଳା ବିଶ୍ୱକପ୍‌ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟ୍ରେନିଂ ଆରମ୍ଭ ପାଇଁ ଦକ୍ଷିଣ ଆଫ୍ରିକା କ୍ରିକେଟକୁ ଅନୁମତି

ଜୋହାନ୍ସବର୍ଗ, ୩୦ା୬ (ପି.ଟି.):ଟ୍ରେନିଂ ଆରମ୍ଭ କରିବା ଲାଗି କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)କୁ ଦେଶର କ୍ରୀଡ଼ା ମନ୍ତ୍ରଣାଳୟ ଅନୁମତି ଦେଇଛି। କରୋନା ଭାଇରସ ଯୋଗୁ ଗତ...

ସର୍ଫରାଜଙ୍କ ବହିଷ୍କାର : ଅସମ୍ବେଦନଶୀଳ ଟୁଇଟ୍‌ ନେଇ ପିସିବି କ୍ଷମା ମାଗିଲା

ନୂଆଦିଲ୍ଲୀ, ୧୯।୧୦: ଏକ ଅସମ୍ବେଦନଶୀଳ ଟୁଇଟ୍‌ କରି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଶେଷରେ କ୍ଷମା ମାଗିଛି। ସର୍ଫରାଜ ଅହମ୍ମଦଙ୍କୁ ଟେଷ୍ଟ ଓ ଟି୨୦ ଅଧିନାୟକ...

କ୍ରିକେଟ୍‌ ପଡିଆରେ ରାଜ୍‌ କରନ୍ତି ଧୋନୀ-କୋହଲି: ଜାଣନ୍ତୁ ବୋର୍ଡ ପରୀକ୍ଷାରେ କେତେ ନମ୍ବର ଆଣିଥିଲେ

କ୍ରିକେଟ୍‌ ପଡିଆରେ ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲି ଏବଂ ସଚିନ ତେନ୍ଦୁଲକରଙ୍କୁ ରାଜ କରୁଥିବାର ଦେଖାଯାଏ। କିନ୍ତୁ ପାଠ ପଢାରେ ଏହି ୩ ଖେଳାଳି...

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଓ୍ବେଲିଂଟନ୍‌, ୧୫ା୧୨ (ଏପି): ସ୍ଥାନୀୟ ବେସିନ୍‌ ରିଜର୍ଭଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଏକ ଇନିଂସ ଓ ୧୨ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି।...

କୋହଲିଙ୍କ ସହ ଓପନିଂକୁ ନେଇ ଏଭଳି କହିଲେ ‘ହିଟ୍‌ମ୍ୟାନ୍‌’: ଭଲ ପରିଣାମ ଆସିଲେ…

ଅହମ୍ମଦାବାଦ,୨୧।୩: ଇଂଲଣ୍ଡ ବିପକ୍ଷ ଶେଷ ଟି୨୦ରେ ଭାରତୀୟ କ୍ରିକେଟ ଟିମ୍‌ର ଉପଅଧିନାୟକ ରୋହିତ ଶର୍ମା ଅଧିନାୟକ ବିରାଟ କୋହଲିଙ୍କ ସହ ଓପନିଂ କରିଥିବା ଦେଖାଯାଇଥିଲା। ଲଗାତାର...

ଧୋନୀ ମେଣ୍ଟର ହେବା ଦେଖି ଡରିଗଲେ ଗାଭାସ୍କର: ୧୭ ବର୍ଷ ତଳର କଥାକୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୯।୮: ଆଗାମୀ ଟି-୨୦ ବିଶ୍ୱକପ୍‌ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରୁ ଅନେକ ଭଲ ଖେଳାଳିଙ୍କୁ ବାଦ୍‌ ଦିଆଯାଇଥିବାବେଳେ ଅନେକ...

ଝୁହାଇ, ଚାଇନା ଓପନ୍‌ ଖେଳିବେ ମୁରେ

ଲଣ୍ଡନ, ୧୨ା୮ (ଏଏଫ୍‌ପି)-ଆସନ୍ତା ମାସରେ ଝୁହାଇ ଚାମ୍ପିୟନଶିପ୍‌ ଏବଂ ଚାଇନା ଓପନ୍‌ରେ ଖେଳିବେ ବ୍ରିଟିଶ ଟେନିସ ଖେଳାଳି ଆଣ୍ଡି ମୁରେ। ୭ ମାସ ପୂର୍ବେ ବିଶ୍ୱର...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ-ଜାପାନ ସେମିଫାଇନାଲ

ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ସେମିଫାଇନାଲରେ ଏସୀୟ ଚାମ୍ପିୟନ ଜାପାନକୁ ଭେଟିବ। ବୁଧବାର ଅନୁଷ୍ଠିତ...

Advertisement
Ten Cric Info


Archives

Model This Week