Posted inଖେଳ

ଆଇସିସି ବିଶ୍ୱକପ୍‌ ଗୀତ ରିଲିଜ୍‌ ହେଲା

ଲଣ୍ଡନ, ୧୮ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି)ର ପୁରୁଷ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତ କରାଯାଇଥିବା ଗୀତ ଶୁକ୍ରବାର ରିଲିଜ ହୋଇଛି। ଏହାର ଶୀର୍ଷକ ‘ଷ୍ଟାଣ୍ଡ ବାଏ’ ରହିଛି। ନୂତନ କଣ୍ଠଶିଳ୍ପୀ ଲୋରିନ୍‌ ଏଥିରେ କଣ୍ଠଦାନ କରିଥିବାବେଳେ ଇଂଲଣ୍ଡର ସୁପ୍ରସିଦ୍ଧ ଡ୍ରମ୍‌ ଓ ବ୍ରାସ୍‌ ବ୍ୟାଣ୍ଡ୍‌ ରୁଡିମେଣ୍ଟାଲ ଏଥିରେ ସଂଗୀତ ସଂଯୋଜନା କରିଛି। ଚଳିତ ମାସ ୩୦ରୁ ୟୁନାଇଟେଡ କିଙ୍ଗ୍‌ଡମ୍‌ରେ ଖେଳାଯିବାକୁଥିବା ଆଇସିସି ବିଶ୍ୱକପ୍‌ରେ ମୋଟ ୪୮ଟି ମ୍ୟାଚ ଖେଳାଯିବ। ଜୁଲାଇ ୧୪ରେ ଏହାର ଉଦ୍‌ଯାପନ ହେବ। ‘ଷ୍ଟାଣ୍ଡ ବାଏ’ ଗୀତଟିରେ ନିଜ ନିଜ ଦଳ ପ୍ରତି କ୍ରିକେଟ ପ୍ରେମୀଙ୍କର ରହିଥିବା ଆବେଗର ପ୍ରତିଫଳନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଗଲେ ମହିଳା ଏମପି

ନୂଆଦିଲ୍ଲୀ,୪।୩: ବୁଧବାର ଲୋକସଭାରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧ ଦଳର ପ୍ରବଳ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିପାରିନାହାନ୍ତି ପ୍ରଧାନମନ୍ତ୍ରୀ…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪…

ହେଲୋ…ମୋର ବିଶ୍ୱାସଘାତକ ବନ୍ଧୁ: ସଂସଦ ପରିସରରେ ରାହୁଲ-ରବନୀତ ଝଗଡା

ନୂଆଦିଲ୍ଲୀ,୪।୩: ସଂସଦ ପରିସରରେ ଭାରତୀୟ ଜାତୀୟ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁଙ୍କ…

ଇତିହାସ ରଚିଲେ ଏଲନ ମସ୍କ: ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୪।୨: ଟେସଲା ମାଲିକ ଏଲନ ମସ୍କ ଇତିହାସ ରଚିଛନ୍ତି। ମହାକାଶ କମ୍ପାନୀ ସ୍ପେସଏକ୍ସ (SpaceX) ତାଙ୍କର AI ଏବଂ ସୋସିଆଲ ମିଡିଆ ଫାର୍ମ xAI ଅଧିଗ୍ରହଣ କରିବା…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା…

W,W,W,W,W… ଗୋଟିଏ ଓଭରରେ ୫ ଉଇକେଟ୍‌ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୪।୨:  ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ମହାନ କିମ୍ବଦନ୍ତୀମାନେ ଇଣ୍ଡୋନେସିଆର ଗେଡେ ପ୍ରିୟନ୍ଦନାଙ୍କ ପରି ସଫଳତା ହାସଲ କରିବାରେ ବିଫଳ ହୋଇଛନ୍ତି। ପ୍ରିୟନ୍ଦନାଙ୍କ ନାମ ମାତ୍ର ଗୋଟିଏ ଓଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri