Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ପରିଣୀତିଙ୍କୁ ଆମନ୍ତ୍ରଣ

ନୂଆଦିଲ୍ଲୀ,୨୩।୧୧- ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଏକ ମେଲ ପାଇଛନ୍ତି। ସେଥିରେ ତାଙ୍କୁ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ରେ ଯୋଗ ଦେବାକୁ ଆମନ୍ତ୍ରଣ କରାଯାଇଛି। ଏ ନେଇ ସେ ନିଜ ଟୁଇଟରରେ ସୂଚନା ଦେଇଛନ୍ତି। ଆଗାମୀ ଆଇସିସି ଇଭେଣ୍ଟର ଫାଇନାଲ ୮ ତାରିଖ ତଥା ଅନ୍ତର୍ଜାତୀୟ ମହିଳା ଦିବସରେ ଖେଳାଯିବ। ଏହା ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ(ଏମ୍‌ସିଜି)ରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଥାଉ କି, ପରିଣୀତି ଏବେ ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହ୍ବାଲଙ୍କ ଜୀବନ ଉପରେ ଆଧାରିତ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ଶୁଟିଂବେଳେ ସେ ଆହତ ମଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁଲ୍‌ ହେଲା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୧।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ ଡ୍ର’ ରହିଛି। ୪୦୭ ରନ୍‌ର ବିଜୟ ଲକ୍ଷକୁ ପିଛା କରି ଭାରତ...

ନ୍ୟୁଜିଲାଣ୍ଡ ବିପକ୍ଷରେ କ୍ରସ୍‌ ଓଭର ମ୍ୟାଚ୍‌ ଖେଳିବ ଭାରତ

ଭୁବନେଶ୍ୱର,୨୦।୧: କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ରେ ଭାରତ ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍‌ରେ ଓ୍ବେଲ୍ସକୁ ୪-୨ ଗୋଲରେ ହରାଇ ବିଜୟୀ ହୋଇଛି।...

ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ମୋରେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୫ା୬ (ପି.ଟି.)-ଯୁବ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଆଶ୍ଚର୍ଯ୍ୟ ଚକିତ ହୋଇଛନ୍ତି ଭାରତର ପୂର୍ବତନ ଉଇକେଟକିପର କିରଣ ମୋରେ। ବିଶ୍ୱକପ୍‌ ବିଜୟୀ ପୂର୍ବତନ...

ପାଣ୍ଡ୍ୟାଙ୍କୁ କ୍ଲୁଜନରଙ୍କ ସହ ତୁଳନା କଲେ ଷ୍ଟିଭ୍‌ ଓ୍ବ

ଲଣ୍ଡନ, ୧୧।୬(ପି.ଟି.)- ପ୍ରାକ୍ତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ଓ୍ବ ଭାରତୀୟ ଦଳର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ତୁଳନା ଦକ୍ଷିଣ ଆଫ୍ରିକାର ମହାନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କ ୧୯୯୯...

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜଙ୍କ ସହ ଟେଷ୍ଟ ମ୍ୟାଚ ଦେଖିବେ ମୋଦି: ସୁରକ୍ଷା ବ୍ୟବସ୍ଥା କଡାକଡି

ନୂଆଦିଲ୍ଲୀ,୯ ।୩: ଅହମଦାବାଦର ମୋଟେରା ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ମ୍ୟାଚର ଆୟୋଜନ ହେବାକୁ ଯାଉଛି । ଏହାର ବିଶେଷତ୍ୱ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଚାଇନା ପାରା ବ୍ୟାଡ୍‌ମିଣ୍ଟନ: ବିଜୟ ସହ ପ୍ରମୋଦଙ୍କ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-ଚାଇନା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ୟୁହାଙ୍ଗ ହାଙ୍ଗଝୋଉଠାରେ ମଙ୍ଗଳବାର ଆରମ୍ଭ ହୋଇଛି। ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲା ଭାରତ

ଦୁବାଇ,୭।୧୦(ପି.ଟି.)- ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାକୁ ୨୦୩ ରନରେ ପରାସ୍ତ କରିବା ପରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ତା’ର ଶୀର୍ଷ ସ୍ଥାନକୁ ଆହୁରି ଦୃଢ଼...

ସଚିନଙ୍କ ପାଦ ଛୁଇଁଲେ ଏହି ମହାନ କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସକୁ ୧୨ ରନ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ପରେ ସୋସିଆଲ ମିଡିଆରେ...

Advertisement
Archives

Model This Week