Posted inଜାତୀୟ

ଆଇସିୟୁରୁ ବାହାରିଲେ ଉନ୍ନାଓ ବଳାତ୍କାର ପୀଡିତା

ନୂଆଦିଲ୍ଲୀ,୧।୯: ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଏବେ ତାଙ୍କୁ ଆଇସିୟୁରୁ ବାହାର କରାଯାଇ ଜେନରାଲ ଓ୍ବାର୍ଡକୁ ଅଣାଯାଇଛି। ସୂଚନାଯୋଗ୍ୟ, ଜୁଲାଇ ୨୮ରେ ପୀଡିତା, ତାଙ୍କ ଓକିଲ ଓ କେତେଜଣ ସମ୍ପର୍କୀୟ ମିଶି ଏକ କାର୍‌ରେ ଯାଉଥିବା ସମୟରେ ତାଙ୍କ କାର୍‌ଟି ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା। ଫଳରେ ତାଙ୍କର ୨ ଜଣ ସମ୍ପର୍କୀୟଙ୍କ ମୃତ୍ୟୁ ହେବା ସହ ନିଜେ ପୀଡିତା ଓ ତାଙ୍କ ଓକିଲ ଗୁରୁତର ଅବସ୍ଥାରେ ଲକ୍ଷ୍ନୌର କିଙ୍ଗସ ଜର୍ଜ ହସ୍ପିଟାଲ ୟୁନିଭର୍ସିଟିରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ସ୍ବାସ୍ଥାବସ୍ଥା ବିଗିଡି ଯିବାରୁ ତାଙ୍କୁ ଏମ୍ସକୁ ଏୟାର ଲିପ୍ଟ କରାଯାଇଥିଲା। ଏବେ ପୀଡିତା ଓ ତାଙ୍କ ଓକିଲଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍କସିଟକୁ ‘ପ୍ରେସର ସିଟ୍‌’ କହିଲେ ମୋଦି: ଏହାଦ୍ୱାରା ଛାତ୍ରଙ୍କର ମୂଲ୍ୟାଙ୍କନ ନ ହେଉ

ନୂଆଦିଲ୍ଲୀ,୧୧ ।୯: ରାଷ୍ଟ୍ରୀୟ ଶିକ୍ଷାନୀତି ବା ନ୍ୟାଶନାଲ ଏଜୁକେଶନ ପଲିସି(ଏନ୍‌ଇପି)୨୦୨୦ ଆସିବା ପରେ ଏବେ ଏହା ଉପରେ ପୂରା ଧ୍ୟନ ଦିଆଯାଉଛି । ଏହାରି ଆଧାରରେ...

ସୁପ୍ରିମକୋର୍ଟ ବିଚାରପତି ଶାନ୍ତାଗୌଡରଙ୍କ ପରଲୋକ

ନୂଆଦିଲ୍ଲୀ, ୨୬ା୪: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ମୋହନ ଏମ୍‌ ଶାନ୍ତାଗୌଡରଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୬୨ ବର୍ଷ ହୋଇଥିଲା। ଫୁସ୍‌ଫୁସ୍‌ରେ ସଂକ୍ରମଣ...

ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ

ଅଜୈଓ୍ବାଲ୍‌,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ...

ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌ର ନଜର: ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୧୩।୨: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନନଜର ରଖିଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ପାକିସ୍ତାନ ବିଜୟ ପରେ ଉତ୍ସବ ମନାଇବାରୁ

ନୂଆଦିଲ୍ଲୀ, ୨୮।୧୦ :ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତକୁ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ୧୦ ଉଇକେଟରେ ହରାଇବା ପରେ ଉତ୍ସବ ମନାଇଥିବା କଶ୍ମୀର ୩ ଛାତ୍ରଙ୍କୁ ଉତ୍ତର ପ୍ରଦେଶର...

କୋର୍ଟ କାନ୍ଧରେ ବନ୍ଧୁକ ରଖି ଅନ୍ନଦାତାଙ୍କ ଉପରେ ଚଳାଇଲେ ମୋଦି: ଶିବସେନା

ମୁମ୍ବାଇ,୧୪।୧: କୃଷି ଆଇନ ନେଇ ସୁପ୍ରିମ୍‌କୋର୍ଟଙ୍କ ରାୟ ଉପରେ ଶିବସେନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛିି। ମୋଦି ସୁପ୍ରିମ୍‌କୋର୍ଟ କାନ୍ଧରେ ବନ୍ଧୁକ...

କର୍ନାଟକର ଆଉ ୫ କଂଗ୍ରେସ ବିଧାୟକ ଗଲେ ସୁପ୍ରିମକୋର୍ଟ

ବେଙ୍ଗାଲୁରୁ,୧୩।୭: କର୍ନାଟକର ମେଣ୍ଟ ସରକାର ସଙ୍କଟରେ ଥିବା ବେଳେ ଅସନ୍ତୁଷ୍ଟ କଂଗ୍ରେସ ବିଧାୟକଙ୍କ ଇସ୍ତଫା ପତ୍ରକୁ ନେଇ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ପୂର୍ବରୁ କୋର୍ଟ ଏହି...

ଶରଦ ପାଓ୍ବାରଙ୍କ ୪ କର୍ମଚାରୀ କରୋନା ପଜିଟିଭ

ମୁମ୍ବାଇ,୧୭।୮: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କ ଦକ୍ଷିଣ ମୁମ୍ବାଇରେ ଥିବା ଘରେ କାମ କରୁଥିବା ୪ କର୍ମଚାରୀ କରୋନାରେ ପୀଡ଼ିତ ହୋଇଥିବା ସୂଚନା...

Advertisement
Archives

Model This Week