ଆଇସୋଲଶନ ସେଣ୍ଟର ପରିସର ସଫେଇ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କରୋନା ଆଇସୋଲେଶନ ସେଣ୍ଟରରେ କେତେଜଣଙ୍କୁ ସଙ୍ଗରୋଧରେ ରଖାଯାଇଛି। ଉକ୍ତ ଆଇସୋଲେଶନ ସେଣ୍ଟରରେ ସେଠାରେ ସ୍ବାସ୍ଥ୍ୟପ୍ରଦ ପରିବେଶ ସୃଷ୍ଟି ପାଇଁ ସରପଞ୍ଚ ଏସ. ଚକ୍ରପଣି ରେଡ୍ଡୀ ଉଦ୍ୟମ କରିଛନ୍ତି। ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇ)ର ନିରାପତ୍ତା ମୁଖ୍ୟ ଅଧିକାରୀ ପ୍ରସନ୍ନ କୁମାର ରାଉତ ଏବଂ ଓ ଆଇଏସ୍‌ଏଫ ପୋଲିସ ବଳର ଆସିଷ୍ଟାଣ୍ଡ କମାଣ୍ଡର ରାମ ପ୍ରଧାନଙ୍କ ନେତୃତ୍ୱରେ ପୋଲିସ ହାବିଲଦାର ସମେତ ୫୦ ପୋଲିସ କର୍ମଚାରୀ ତାଙ୍କୁ ଏଥିରେ ସହଯୋଗ କରିଥିଲେ। ଉକ୍ତ ଅଞ୍ଚଳକୁ ସେମାନେ ସମ୍ପୂର୍ଣ୍ଣ ସଫେଇ କରିବା ସହ କରୋନା ପ୍ରତିହତ ପାଇଁ ବିଭିନ୍ନ ପଦକ୍ଷେପ ନେଇଛନ୍ତି। ପ୍ରଧାନଶିକ୍ଷକ ଅଜିତ କୁମାର ସେଠୀ ଓ ସହକରୀ ଶିକ୍ଷକ ରାମ ପ୍ରଧାନ ଏଥିରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?