ଆଇସୋଲେଶନରେ ମହାରାଷ୍ଟ୍ର ରାଜ୍ୟପାଳ

ମୁମ୍ବାଇ,୧୨।୭: ମହାରାଷ୍ଟ୍ରରେ ଦେଶର ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ବି ସେଠାରେ କରୋନା ଥମିବାର ନାଁ ନେଉନି। ରବିବାରଠାରୁ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ନିଜକୁ ଆଇସୋଲେଟ କରି ରଖିଥିବା ସୂଚନା ମିଳିଛି। ବୃହାନମୁମ୍ବାଇ ମହାନଗର ନିଗମର ଅଧିକାରୀଙ୍କ ସୂଚନା ଅନୁଯାୟୀ ରାଜଭବନର ପାଖାପାଖି ୧୬ ଜଣ ସଦସ୍ୟ କରୋନା ପଜିଟିଭ ବା କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ କୋଶୟାରୀ ନିଜକୁ ଆଇସୋଲେଟ କରି ଦେଇଛନ୍ତି। ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଯଦି ଆବଶ୍ୟକ ପଡେ ତେବେ ରାଜ୍ୟପାଳଙ୍କ କରୋନା ଟେଷ୍ଟ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ

ନୂଆଦିଲ୍ଲୀ,୧୩।୭: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ୮୮.୭୮ ପ୍ରତିଶତ ଛାତ୍ରୀଛାତ୍ର କୃତକାର୍ଯ୍ୟ...

ଅମ୍ଫନ୍‌କୁ ଜାତୀୟ ବିପତ୍ତି ଘୋଷଣା କର: ସିପିଏମ୍‌

ନୂଆଦିଲ୍ଲୀ,୨୨ା୫(ପି.ଟି.): ବାତ୍ୟା ଅମ୍ଫନକୁ ଜାତୀୟ ବିପତ୍ତି ଘୋଷଣା କରିବାକୁ ସିପିଆଇ(ଏମ୍‌) ପକ୍ଷରୁ ଦାବି କରାଯାଇଛି। ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଜନସାଧାରଣ କେନ୍ଦ୍ରୀୟ ସହାୟତା ଚାହାନ୍ତି। ଅମ୍ଫନ...

ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ...

ଅଯୋଧ୍ୟା ମାମଲା: ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା; ଅଗଷ୍ଟ-୨ଠାରୁ ଶୁଣାଣି

ନୂଆଦିଲ୍ଲୀ,୧୮।୭: ଅଯୋଧ୍ୟା ମାମଲାରେ ସୁପ୍ରିମ୍‌କୋର୍ଟ ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଅଗଷ୍ଟ ୨ଠାରୁ ଓପନ କୋର୍ଟରେ ଏହାର ଶୁଣାଣି କରାଯିବ।...

୧୦୦ ଦିନରେ ଉଦ୍ଧବଙ୍କ ଶାସନ

ମୁମ୍ବାଇ,୭।୩: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଶାସନକୁ ୧୦୦ ଦିନ ପୂରିଛି। ଏହି ଅବସରରେ ଉଦ୍ଧବ ଅଯୋଧ୍ୟା ଯାତ୍ରା କରି ସପରିବାର ଲାମଲଲା ଏବଂ ହନୁମାନଗଡ଼ି...

ଗ୍ରାମାଞ୍ଚଳରେ କରୋନା ମୁକାବିଲା ପାଇଁ ଓଡ଼ିଶାକୁ ୩୩୩.୮ କୋଟି ଅନୁଦାନ

ନୂଆଦିଲ୍ଲୀ, ୯।୫: ଗ୍ରାମାଞ୍ଚଳରେ କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୫ଟି ରାଜ୍ୟ ନିମନ୍ତେ ୮,୯୨୩.୮ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ଓଡ଼ିଶାକୁ...

ଦେଶକୁ ମିଳିବ ନୂଆ ସେନାଧ୍ୟକ୍ଷ: ଦୌଡ଼ରେ ନରାଓ୍ବନେ-ରଣବୀର-ସୈନି

ନୂଆଦିଲ୍ଲୀ,୨୬।୯: ଆଉ ୩ ମାସ ମଧ୍ୟରେ ଦେଶରେ ନୂଆ ସେନାଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବେ। ବର୍ତ୍ତମାନର ସେନାଧ୍ୟକ୍ଷ ବିପିନ୍‌ ରାଓ୍ବତ୍‌ ଡିସେମ୍ବର ୩୧ରେ ଅବସର ଗ୍ରହଣ...

୪ ମନ୍ତ୍ରୀ ପଦ ଖାଲି: ଶିବରାଜଙ୍କ ଉପରେ ଚାପ ବଢ଼ିଲା

ଭୋପାଳ,୪।୧: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ମନ୍ତ୍ରିମଣ୍ଡଳରେ ରବିବାର ସମ୍ପ୍ରସାରଣ ହୋଇଛି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ତୁଳସୀରାମ ସିଲାଓ୍ବଟ ଏବଂ ଗୋବିନ୍ଦ ସିଂ ରାଜପୁତଙ୍କୁ...

Advertisement
Archives

Model This Week