ଆଇସୋଲେଶନରେ ରହୁନାହାନ୍ତି ବିଦେଶ ଫେରନ୍ତା: ଗ୍ରାମବାସୀ ଭୟଭୀତ

ବନ୍ତ,୩୦।୩(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଦେଶ ଏବଂ ଅନ୍ୟ ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ଆଇସୋଲେଶନରେ ରହିବା ପାଇଁ ପରାମର୍ଶ ଦେଉଥିଲେ ମଧ୍ୟ ତାହାକୁ ଲୋକେ ସଠିକ୍‌ ଭାବେ ପାଳନ କରୁ ନ ଥିବା ଦେଖାଯାଇଛି। ସେହିସବୁ ଲୋକଙ୍କ ପାଇଁ ପ୍ରତି ପଞ୍ଚାୟତରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ଖୋଲାଯାଇଛି। ମାତ୍ର ଲୋକେ ବାହାର ରାଜ୍ୟରୁ ଆସିବା ପରେ ଉକ୍ତ କେନ୍ଦ୍ରରେ ପଞ୍ଜୀକରଣ କରାଇ ସିଧାସଳଖ ନିଜ ଘରକୁ ପଳାଇ ଯାଉଥିବାର ଦେଖାଯାଇଛି। ଏଥିନେଇ ସଂପୃକ୍ତ ଗ୍ରାମର ଲୋକେ ଭୟଭୀତ ହେଉଥିବା ଅଭିଯୋଗ ହୋଇଛି।  ବ୍ଲକ ତଥା ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦୀ କରିଦେଇଛି କରୋନା: ଖାଲି ପଡ଼ିଛି ଜାଗା, ଜମୁନି ସାଙ୍ଗ-ଭାଙ୍ଗ-ପଙ୍ଗତ

ପୁରୀ ଅଫିସ,୩୦ା୩: ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ସମଗ୍ର ବିଶ୍ୱ ଏବେ କରୋନା ସହିତ ଲଢେଇ କରୁଛି। କିନ୍ତୁ ବେକାବୁ ଏହି ପ୍ରାଣଘାତୀ ଭୂତାଣୁ।...

ଦେଶରେ ୨୪ ଘଣ୍ଟାରେ ୧,୯୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧।୫: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଲକ୍‌ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ହାର କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି। ଗତ...

ମୟୂରଭଞ୍ଜରେ ମହିଳା କାର୍ଡ

ବାରିପଦା ଅଫିସ,୭ା୬: ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ...

କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି।...

ଆଇନଜୀବୀ ବିନୟାନନ୍ଦଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୯ା୯ : ଢେଙ୍କାନାଳର ବରିଷ୍ଠ ଆଇନଜୀବୀ ବିନୟାନନ୍ଦ ମହାପାତ୍ରଙ୍କ ରବିବାର ମୁକ୍ତାଦେଈପୁର ଶାସନସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ବର୍ଷ ହୋଇଥିଲା। ସେ କିଛିଦିନ...

ଅଧିକାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ:ରାସ୍ତା ମରାମତି ପରେ ଉଚ୍ଛେଦ ହେଉ

ବଇଣ୍ଡା,୧୦।୯(ଡି.ଏନ.ଏ.)କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୧୧, ୧୨, ୧୩ ତାରିଖରେ ଉଚ୍ଛେଦ ପ୍ରକ୍ରିୟା କରାଯିବ ବୋଲି...

ପୁରୀରେ ପୁଣି ୪ ନୂଆ ଆକ୍ରାନ୍ତ ଚିହ୍ନଟ: ସମସ୍ତେ ଅସ୍ତରଙ୍ଗ, କାକଟପୁର ବ୍ଲକର; କ୍ୱାରାଣ୍ଟାଇନ୍‌ରେ ଥିଲେ

ପୁରୀ ଅଫିସ,୧୬।୫: ପୁରୀ ଜିଲାରେ ପୁଣି ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଛୁଇଁଛି। ମୋଟ...

ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ: ରାଜ୍ୟରେ ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ। ସୋମବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରନ୍ତଙ୍କ ମଧ୍ୟରେ ୧୦ଜଣ ପଞ୍ଚିମବଙ୍ଗ ଫେରନ୍ତା ବୋଲି...

Advertisement
Archives

Model This Week