ଆଇସୋଲେଶନରେ ରହୁନାହାନ୍ତି ବିଦେଶ ଫେରନ୍ତା: ଗ୍ରାମବାସୀ ଭୟଭୀତ

ବନ୍ତ,୩୦।୩(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଦେଶ ଏବଂ ଅନ୍ୟ ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ଆଇସୋଲେଶନରେ ରହିବା ପାଇଁ ପରାମର୍ଶ ଦେଉଥିଲେ ମଧ୍ୟ ତାହାକୁ ଲୋକେ ସଠିକ୍‌ ଭାବେ ପାଳନ କରୁ ନ ଥିବା ଦେଖାଯାଇଛି। ସେହିସବୁ ଲୋକଙ୍କ ପାଇଁ ପ୍ରତି ପଞ୍ଚାୟତରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ଖୋଲାଯାଇଛି। ମାତ୍ର ଲୋକେ ବାହାର ରାଜ୍ୟରୁ ଆସିବା ପରେ ଉକ୍ତ କେନ୍ଦ୍ରରେ ପଞ୍ଜୀକରଣ କରାଇ ସିଧାସଳଖ ନିଜ ଘରକୁ ପଳାଇ ଯାଉଥିବାର ଦେଖାଯାଇଛି। ଏଥିନେଇ ସଂପୃକ୍ତ ଗ୍ରାମର ଲୋକେ ଭୟଭୀତ ହେଉଥିବା ଅଭିଯୋଗ ହୋଇଛି।  ବ୍ଲକ ତଥା ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁ ଦେଉଛି ଜୀବିକା

କେନ୍ଦୁଝର, ୧୮।୪: କେନ୍ଦୁଝର ଜିଲାର ବନବାସୀଙ୍କୁ ପ୍ରକୃତି ଦେଇଛି ବଞ୍ଚିବାର ବହୁ ସାଧନ। ଜଙ୍ଗଲଜାତ ଦ୍ରବ୍ୟ ସାଙ୍ଗକୁ ଫଳମୂଳ ଆଦି ସଂଗ୍ରହ କରି ନିଜେ ଖାଇଥାନ୍ତି ଏବଂ...

ରାମଚଣ୍ଡୀ ପୀଠରେ ମାର୍କେଟ କମ୍ପ୍ଲେକ୍ସ ଓ ରୋଷେଇଶାଳ ଭିତ୍ତିପ୍ରସ୍ତର

ଛତ୍ରପୁର,୨୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ମା’ ରାମଚଣ୍ଡୀ ପୀଠରେ ରବିବାର ଶୌଚାଳୟ ଉଦ୍‌ଘାଟନ ସହ ମାର୍କେଟ କମ୍ପ୍ଲେକ୍ସ ଓ ରୋଷେଇଶାଳର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି...

ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ କେଉଁ ଅଞ୍ଚଳର କେତେ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ବୁଧବାର ଆଉ ୧୨ ନୂଆ କୋଭିଡ ପଜିଟିଭ୍‌ ମାମଲା ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌...

୧ହଜାର କି.ମି ଦୂରରୁ ଶତ୍ରୁକୁ ଲକ୍ଷ୍ୟଭେଦ କରିପାରିବ ନିର୍ଭୟ

ବାଲେଶ୍ବର ଅଫିସ,୭।୧୦: ଡିଆର୍‌ଡିଓ ଦ୍ୱାରା ପରିଚାଳିତ ବାଲେଶ୍ବର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡ଼ରୁ ଗୁରୁବାର କ୍ରୁଜ ମିସାଇଲ ନିର୍ଭୟର...

ବାର୍ଦ୍ଧକ୍ୟ ଭତ୍ତା : ୧୧ କି.ମି. ଚାଲିଲେ ଦୃଷ୍ଟିହୀନ ବୃଦ୍ଧ

ପଟ୍ଟାମୁଣ୍ଡାଇ,୧୭।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଜଣେ ଦୃଷ୍ଟିହୀନ ବୃଦ୍ଧ ମଙ୍ଗଳବାର ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ମିଳୁ ନ...

କୋର୍ଟରେ ହାଜର ହେଲେ ଶର୍ମିଷ୍ଠା: ୨୨କୁ ପୁଣି ଡାକରା

ଭଦ୍ରକ ଅଫିସ,୧୧।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ସୋମବାର ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହୋଇଛନ୍ତି।...

କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ, ୨୧।୭: ହାଇଦ୍ରାବାଦ୍‌ସ୍ଥିତ ଭାରତ ବାୟୋଟେକ୍‌, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର) ଏବଂ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି (ଏନ୍‌ଆଇଭି) ଦ୍ୱାରା ସ୍ବଦେଶୀ ଜ୍ଞାନକୌଶଳରେ...

ସୁଇପର ଭରସାରେ ଚାଲିଛି ରୋଗୀ ସେବା

ନୂଆପଡ଼ା ଅଫିସ,୧୦।୪: ରାଜ୍ୟ ସରକାର ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ...

Advertisement
Archives

Model This Week