ଆଇସୋଲେଶନ ଓ୍ବାର୍ଡରେ ପରୀକ୍ଷା ଦେଲେ ଦୁଇ କରୋନା ଆକ୍ରାନ୍ତ ନର୍ସ

ଚଣ୍ଡିଗଡ଼, ୨୩।୬- କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିଲେ ମଧ୍ୟ ପଞ୍ଜାବର ଦୁଇଜଣ ନର୍ସ ଆଇସୋଲେଶନ ଓ୍ବାର୍ଡରେ ନର୍ସିଂ ପରୀକ୍ଷା ଦେବା ଏବେ ବେଶ୍‌ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଦୁଇଜଣ ନର୍ସ ମୁହଁରେ ମାସ୍କ ପରିଧାନ କରି ପରୀକ୍ଷା ଦେଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ଏହା ଅନେକଙ୍କ ହୃଦୟ ଜିତିପାରିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଏହି ଦୁଇ ପରୀକ୍ଷାର୍ଥୀଙ୍କ ଏକ ଫଟୋକୁ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି। ପଟିଆଲା ରାଜିନ୍ଦର ହସ୍ପିଟାଲରେ ଉଭୟ ନର୍ସ ଭାବେ କାମ କରୁଛନ୍ତି। ନିକଟରେ ଦୁଇ ଜଣଯାକ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ୪୧୧ ଷ୍ଟାଫ୍‌ ନର୍ସ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଉଭୟ ଏହି ପରୀକ୍ଷା ଦେବାକୁ ମନବଳାଇଥିଲେ। ପରୀକ୍ଷା ପାଇଁ ସେମାନଙ୍କୁ ଅନୁମତି ଦେବାକୁ ସରକାରଙ୍କୁ ଅନୁରୋଧ କରିଥିଲେ। ସରକାର ଉଭୟଙ୍କୁ ନିରାଶ ନ କରି ପରୀକ୍ଷାରେ ଅଂଶଗ୍ରହଣ କରିବା ପାଇଁ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତକାଳ ପାଇଁ ମଣିପୁରରେ କର୍ଫ୍ୟୁ

ଇମ୍ଫାଲ,୨୪।୩: ମଣିପୁରରେ ଜଣେ ମହିଳା କରୋନା ଭାଇରସ୍‌ରେ ସଂକ୍ରମିତ ହେବା ପରେ ମଙ୍ଗଳବାର ସେଠାରେ ଅନିଶ୍ଚିତକାଳ ପାଇଁ କର୍ଫ୍ୟୁ ଜାରି କରାଯାଇଛି। ରାଜ୍ୟ ସରକାର କରୋନା...

ବରକୁ ସିଗାରେଟ୍‌ ପିଆଇ ସ୍ବାଗତକଲେ ଝିଅଘର ଲୋକେ

ଗାନ୍ଧୀନଗର: ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳିଥାଏ। ତେବେ ନିକଟରେ ଦକ୍ଷିଣ ଗୁଜରାଟର ଏକ ବିବାହରେ ଅଜବ ପରମ୍ପରାର ଭିଡିଓ ସୋସିଆଲ...

ମାସକୁ ଶହେ ଟଙ୍କାରେ ମିଳୁଛି ବିଜୁଳି

ଲକ୍ଷ୍ନୌ: ଗ୍ରାମାଞ୍ଚଳରେ ସବୁବେଳେ ବିଦ୍ୟୁତ ସଙ୍କଟ ଲାଗି ରହିଥାଏ। କେତେବେଳେ ଟ୍ରାନ୍ସଫର୍ମର ପୋଡ଼ି ତ ଆଉ କେତେବେଳେ ବର୍ଷା ଦାଉ ସାଧିଥାଏ। ଫଳରେ ଲୋକଙ୍କୁ ବିଭିନ୍ନ...

କରୋନା ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବାପ, ପୁଅଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୩।୪(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଳକ ବୋମକେଇ ଗାଁରେ ରାସନ କାର୍ଡ ଓ ଲେବର କାର୍ଡ ହିତାଧିକାରୀଙ୍କୁ କରୋନା ଆର୍ଥିକ ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା...

ବାପାଙ୍କୁ ଚିଠି…

ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ...

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୩୫୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୯୦୨

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

କୋଭିଡ- ୧୯: ୩ ଲକ୍ଷ ଟଙ୍କା ଦେଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ,୩୧।୩(ପି.ଟି.): କୋଭିଡ- ୧୯ ମୁକାବିଲା ପାଇଁ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଜଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ମଙ୍ଗଳବାର ୩ ଲକ୍ଷ ଟଙ୍କା ଦାନ...

ଚନ୍ଦ୍ରରେ ରହସ୍ୟମୟ କୁଡ଼ିଆ, ଫଟୋ ପଠାଇଲା ରୋଭର…

ବେଜିଂ,୬।୧୨: ଚନ୍ଦ୍ରର ଦୂର ପାର୍ଶ୍ୱରେ ଏକ ରହସ୍ୟମୟ କୁଡ଼ିଆ ରହିଛି। ଚାଇନାର ରୋଭର ପଠାଇଥିବା ଫଟୋରୁ ଏହା ଜଣାପଡ଼ିଛି। ଚାଇନାର ଚାଙ୍ଗ-୪ ପ୍ରୋବ୍‌ ଦ୍ୱାରା ଚନ୍ଦ୍ରକୁ...

Advertisement
Archives

Model This Week