ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲାର ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ କେନ୍ଦ୍ର କରାଯାଇଛି। ଇତିମଧ୍ୟରେ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଜିଲାର ପ୍ରାୟ ସମସ୍ତ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କରିସାରିଛନ୍ତି। ତେବେ ରିଆମାଳ ବ୍ଲକ ଅନ୍ତର୍ଗତ ଖିଲେଇ ପଞ୍ଚାୟତରେ ନିର୍ମିତ ୧୦ ଶଯ୍ୟା ବିଶିଷ୍ଟ ଆଇସୋଲେଶନ କେନ୍ଦ୍ର ଶୁକ୍ରବାର ପରିଦର୍ଶନ କରିଛନ୍ତି। ଏହି ଅବସରରେ ବିଧାୟକ ପାଣିଗ୍ରାହୀ ଉକ୍ତ କେନ୍ଦ୍ରର ବିଦ୍ୟୁତ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ପରିମଳ, ଡଷ୍ଟବିନ୍‌ ଆଦିର ତଦାରଖ କରିବାସହ ଏ ସମ୍ପର୍କରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭବାନୀକାନ୍ତ ପ୍ରଧାନଙ୍କୁ ପଚାରି ବୁଝିଥିଲେ । ଅନ୍ୟପକ୍ଷରେ ସରକାରଙ୍କ ପକ୍ଷରୁ ହିତାଧିକାରୀଙ୍କ ନିମନ୍ତେ ଯୋଗାଇ ଦିଆଯାଉଥିବା ଭତ୍ତା ଓ ଚାଉଳ ଆଦି ସଠିକ୍‌ ଭାବେ ବିତରଣ ହେଉଛି କି ନାହିଁ ସେ ନେଇ ମଧ୍ୟ ପଞ୍ଚାୟତ ନିର୍ବାହୀ ଓ କେତେକ ହିତାଧିକାରୀଙ୍କୁ ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri