ଆଇସୋଲେଶନ ହଲ ବୁଲି ଦେଖିଲେ ଜିଲାପାଳ

ଗଞ୍ଜାମ,୨୪ା୪(ଡି.ଏନ.ଏ.)- ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଗୋଖରକୁଦା ଗ୍ରାମରେ ଶୁକ୍ରବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପହଞ୍ଚତ୍ ଆଇସୋଲେଶନ ହଲ୍‌ ବୁଲି ଅନୁଧ୍ୟାନ କରିଥିଲେ। ରାଜ୍ୟ ବାହାରୁ ଆସିବାକୁ ଥିବା ବ୍ୟକ୍ତି ନାମ ପଞ୍ଜିକରଣ କରିବା ପରେ ସେଠାରେ ରଖାଯିବ। ୧୪ ଦିନ ସେଠାରେ ରହିବା ପରେ ଯାଇ ନିଜ ଘରକୁ ଯିବେ। ଏଥିପାଇଁ ସମସ୍ତ ସ୍କୁଲ, କଲେଜ ଗୁଡିକୁ ଆଇସୋଲେଶନ ସେଣ୍ଟର କରାଯାଇଛି ବୋଲି ବିଡ଼ିଓ ଜ୍ୟୋତି ଶଙ୍କର ରାୟ କହିଛନ୍ତି। ପରେ ଜିଲାପାଳ ହୁମ୍ମା ପଞ୍ଚାୟତ ଗସ୍ତକରି କରୋନା ମୁକାବିଲା କିପରି ଚାଲିଛି ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

କୁସଂସ୍କାର ଦୂରୀକରଣ ଉପରେ ଗୁରୁତ୍ୱ

ମୁରିବାହାଲ,୨।୮(ଡି.ଏନ.ଏ.)- ବଲାଙ୍ଗୀର ଜିଲା ମୁରିବାହାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଗତ ୩୧ତାରିଖଠାରୁ ଆରମ୍ଭ ହୋଇଥିବା ସାମାଜିକ ଏବଂ ଆଧ୍ୟାତ୍ମିକ ସଚେତନା ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି।...

ଭଦ୍ରକ କାଳୀପୂଜାର ୫ମ ଦିନ: ପୂଜା ମଣ୍ଡପରେ ପ୍ରବଳ ଭିଡ଼

ଭଦ୍ରକ ଅଫିସ, ୧।୧୧ – ଭଦ୍ରକ ଐତିହାସିକ କାଳୀପୂଜା ପାଇଁ ଚରମ୍ପା ଅଞ୍ଚଳ ଝଲସୁଛି। ଗୁରୁବାର ଥିଲା ପୂଜାର ୫ମ ଦିନ। ଲକ୍ଷାଧିକ ଜନସମାଗମକୁ ନିୟନ୍ତ୍ରଣ...

ଶିବମନ୍ଦିର ଶାଗୁଆନ ଗଛକଟାକୁ ନେଇ ତେଜିଲା ଅସନ୍ତୋଷ

ଦେଓଗାଁ,୨ା୧୦(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ତଥା ସଇଁନ୍ତଲା ଫରେଷ୍ଟ ରେଞ୍ଜ ଅଧୀନ ସିକୁଆଁ ଶିବ ମନ୍ଦିର ପରିସରରେ ଥିବା ଦୁଇଟି ବଡ ଶାଗୁଆନ ଗଛକୁ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭଦ୍ରକ ଅଫିସ,୪ା୫: କରୋନା ମହାମାରୀ ପାଇଁ ସାରା ବିଶ୍ବ ଲଢ଼େଇ କରୁଛି। ଆମ ରାଜ୍ୟରେ ବର୍ତ୍ତମାନ ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲା ରେଡ୍‌ ଜୋନ୍‌ରେ...

ମହାନଦୀ ଜଳସ୍ତର : ୨ଦିନ ଧରି ରାସ୍ତା ଉପରେ ବନ୍ୟାଜଳ

ଗଣିଆ,୯ା୯ (ଡି.ଏନ.ଏ.): ଗତ ୪ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।ତେବେ ଗତ ଶନିବାର ଅପରାହ୍ନରେ ମହାନଦୀରେ ବନ୍ୟାପାଣି...

କଳାର ସୌଦାଗର ସୁରସାର୍‌

ଭୁବନ, ୨୩।୧୦(ଡି.ଏନ.ଏ.) ହାତରେ ଚାମର ଧରିଲେ ସେ ପାଲଟିଯାଆନ୍ତି ପାଲାଗାୟକ। ରଙ୍ଗତୂଳୀ ଧରିଲେ ମାଟି ପ୍ରତିମାରେ ସଞ୍ଚରି ଉଠେ ଜୀବନ। ନାଟକ ପ୍ରଚ୍ଛଦପଟରେ ରହି କଳାକାରଙ୍କୁ...

ଭିମ୍‌ସାରରେ ୩ ହ୍ବାଇଟ୍‌ ଫଙ୍ଗସ୍‌ ରୋଗୀ

ସମ୍ବଲପୁର,୨୨ା୫(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଶୁକ୍ରବାର ୩ ଜଣ ହ୍ବାଇଟ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ବରଗଡ ଜିଲାର ଜଣେ ୫୫...

Advertisement
Archives

Model This Week