ଆଇସୋଲେଶନ ୱାର୍ଡରେ ପ୍ରସବ: ନବଜାତ ଶିଶୁ କରୋନା ସଂକ୍ରମଣ ମୁକ୍ତ

ନୂଆଦିଲ୍ଲୀ, ୪ ।୪: ଦିଲ୍ଲୀ ସ୍ଥିତ ଏମ୍ସ୍‌ରେ କରୋନା ସଂକ୍ରମିତ ଜଣେ ଡାକ୍ତରଙ୍କ ସ୍ତ୍ରୀ ଆଇସୋଲେଶନ ୱାର୍ଡରେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି । ମହିଳା ଜଣଙ୍କ ସ୍ୱାମୀଙ୍କଠାରୁ କରୋନା ସଂକ୍ରମିତ ହୋଇଥିଲେ । ତାଙ୍କୁ ଏମ୍ସ୍‌ର ଫିଜିଓଲୋଜି ବିଭାଗରେ ଆଇସୋଲେଶନ ୱାର୍ଡରେ ରଖାଯାଇଥିଲା । ପରେ ତାଙ୍କର ଅପରେଶନ୍ ଶୁକ୍ରବାର ହୋଇଥିଲା । ଶିଶୁର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା । ତେବେ ନବଜାତ ଶିଶୁଠାରେ କରୋନା ସଂକ୍ରମଣ ହୋଇ ନ ଥିବା ରିପୋର୍ଟରେ ଦର୍ଶାଯାଇଛି । ଶିଶୁ ମା ପାଖରେ ରହି ସ୍ତନ୍ୟପାନ କରୁଛି । ସ୍ତନ୍ୟପାନ ଦ୍ୱାରା କରୋନା ସଂକ୍ରମିତ ହୋଇ ନ ଥାଏ ବୋଲି ଡାକ୍ତର କହିଛନ୍ତି । ମହିଳା ଜଣକ ମଧ୍ୟ ସୁସ୍ଥ ଥିବା ଏମ୍ସ୍ ପକ୍ଷରୁ କୁହାଯାଇଛି । ପୂର୍ବରୁ ଚାଇନାରେ ମଧ୍ୟ ଏଭଳି ଏକ ଘଟଣା ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନ ସତ୍ତ୍ୱେ କଟକ ଜିଲାରେ ସ୍କୁଲ ଖୋଲା, ଅଭିଭାବକ ମହଲରେ ଅସନ୍ତୋଷ

କଟକ ସଦର,୨୭।୧୦(ସୁଶାନ୍ତ କୁମାର ଜେନା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ କଟକ ଜିଲାରେ ମଙ୍ଗଳବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ହେଲେ କଟକ ଜିଲାରେ ଛୁଟି ଘୋଷଣା ହୋଇ…

ଗାଜଲବାଡି ଘାଟିରେ ଗାଡି ଯାତାୟାତ ବନ୍ଦ: ଫସିଲେ ପର୍ଯ୍ୟଟକ

ଦାରିଙ୍ଗବାଡି, ୨୭।୧୦ (ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ବଡ଼ ପଦକ୍ଷେପ। ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିକୁ…

ନଭେମ୍ବର ୧ରୁ ବନ୍ଦ ହୋଇପାରେ ମଧ୍ୟାହ୍ନ ଭୋଜନ! କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପାଟନା,୨୭।୧୦: ବିହାରର ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନଭେମ୍ବର ୧ ତାରିଖରୁ ମଧ୍ୟାହ୍ନ ଭୋଜନ (ମିଡ୍‌-ଡେ ମିଲ୍‌) ବ୍ୟବସ୍ଥା ବନ୍ଦ ହୋଇପାରେ । ଦୀର୍ଘ ୬ ମାସ ଧରି…

ମୋ ଜୀବନ ଚାଲିଯିବ.. ଲୋମଟାଙ୍କୁରା କାହାଣୀ ଶେୟାର କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୨୭।୧୦: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର୍‌ ଉସମାନ ଖ୍ବାଜାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ନିଜ କ୍ରିକେଟ କ୍ୟାରିୟରର ଅଧିକାଂଶ ସମୟ ସେ ରୁମାଟଏଡ ଆର୍ଥ୍ରାଇଟିସ…

ତୃତୀୟ ଟି-୨୦ ପାଇଁ ପ୍ଲେଇିଂ ଏକାଦଶରେ ୩ ବଡ଼ ପରିବର୍ତ୍ତନ; ଏହି ୧୧ ଜଣ ଖେଳାଳିଙ୍କୁ ନେଇ ମଇଦାନକୁ ଓହ୍ଲାଇଛି ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୧୦: ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ୱେଲିଂଟନର ହେନରୀ ଷ୍ଟାଡିୟମରେ, ପ୍ରଥମେ ବ୍ୟାଟିଂ କରିବା ଅପେକ୍ଷା ପରେ ବ୍ୟାଟିଂ କରି (ଲକ୍ଷ୍ୟ…

ମହାରାଷ୍ଟ୍ରରେ ପୁଣି କୋଲ୍ଡ ୱାର୍‌! ଏହି କାରଣକୁ ନେଇ ଫଡନଭିସ-ଶିନ୍ଦେଙ୍କ ମଧ୍ୟରେ ଚାଲିଛି କ୍ଷମତା ଲଢ଼େଇ

ମୁମ୍ବାଇ,୨୭।୧୦:ମହାରାଷ୍ଟ୍ରରେ କ୍ଷମତାସୀନ ମହାୟୁତି ମେଣ୍ଟ ଏବେ ରାଜନୈତିକ ଭାବେ ମଜଭୁତ ସ୍ଥିତିରେ ଥିବା ଦେଖାଯାଉଛି। କିନ୍ତୁ ମେଣ୍ଟର ଅଂଶୀଦାର ଦଳଗୁଡ଼ିକ ମଧ୍ୟରେ ବଢ଼ୁଥିବା ମତଭେଦ ରାଜ୍ୟ ରାଜନୀତିରେ…

ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ରାଜନୀତି ନୁହେଁ….

ଭୁବନେଶ୍ୱର: କୋରାପୁଟ ଜିଲାର କୋଟିଆ ନେଇ ଦୀର୍ଘଦିନ ଧରି ଆନ୍ତଃରାଜ୍ୟ ସୀମା ବିବାଦ ଲାଗି ରହିଛି । ଏହି ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ…

OSRTC ବସ୍‌ ଧକ୍କାରେ ବାଇକ୍‌ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ

ପରଜଙ୍ଗ,୨୭।୧୦ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ବଡ଼କମର–ପାଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର ଆମ୍ବପଳାଶ ଶ୍ମଶାନ ନିକଟରେ ଓଏସ୍‌ଆର୍‌ଟିସି ବସ୍‌ ଧକ୍କାରେ ଜଣେ ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?