ଆଈ ହେଲେ ରବିନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ ଆଈ ହୋଇଛନ୍ତି। ତାଙ୍କ ପାଳିତ କନ୍ୟା ଛାୟା ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ଏନେଇ ରବିନା ଖୁସି ହେବା ସହ ବହୁ ଉତ୍ସାହିତ ମଧ୍ୟ ଅଛନ୍ତି। ନାତି ଘରକୁ ଆସିବା ପରେ ରବିନା ଧୁମ୍‌ଧାମ୍‌ରେ ତାଙ୍କୁ ସ୍ବାଗତ କରିଛନ୍ତି। ତାଙ୍କ ଘରେ ଏବେ ଖୁସିର ମାହୋଲ ଦେଖାଦେଇଛି। ତେବେ ନାତି ହେବା ଖବର ଓ ଘରକୁ ଆସିବାର ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନିକଟରେ ଝିଅ ଛାୟାଙ୍କ ପାଇଁ ସେ ଏକ ବେବୀ ଶାଓ୍ବାର ପାର୍ଟିର ଆୟୋଜନ କରିଥିଲେ। ଉକ୍ତ ପାର୍ଟିର ଫଟୋ ମଧ୍ୟ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି...

ଟିକିଲି ନ ଲଗାଇ ଟ୍ରୋଲ ହେଲେ କରିନା

ବମ୍ବେ: ସାମାନ୍ୟ ଟିକିଲି ପାଇଁ ଟ୍ରୋଲ ହେଉଛନ୍ତି ବଲିଉଡ୍‌ ଅଭିନେତ୍ରୀ କରିନା କପୁର। ଅଭିନେତା ଅକ୍ଷୟ କୁମାରଙ୍କ ପରେ କରିନାଙ୍କୁ ସୋସିଆଲ ମିଡିଆରେ ଲୋକଙ୍କ ଆକ୍ରୋଶର...

ଆସିବ ‘ଆର୍‌ଆର୍‌ଆର୍‌’ର ସିକ୍ୱୁଲ!

ମୁମ୍ବାଇ: ଅଭିନେତା ରାମ ଚରଣ, ଜୁନିୟର ଏନ୍‌ଟିଆର୍‌, ଆଲିଆ ଭଟ୍ଟ ଓ ଅଜୟ ଦେବଗନ ଷ୍ଟାରର ଫିଲ୍ମ ‘ଆର୍‌ଆର୍‌ଆର୍‌’ ବକ୍ସ ଅଫିସରେ ଝଡ ସୃଷ୍ଟି କରିଛି...

ସୁଶାନ୍ତଙ୍କୁ ଭୁଲିପାରୁ ନାହାନ୍ତି ଜ୍ୟାକଲିନ

ମୁମ୍ବାଇ: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୀର୍ଘ ୫ ମାସ ବିତି ଯାଇଥିଲେ ବି ଏବେବି ସେ ଅନେକଙ୍କ ହୃଦୟରେ ରହିଛନ୍ତି ।...

ମାଳଦ୍ୱୀପରେ ଛୁଟି କାଟୁଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ସୋଫି ଚୌଧୁରୀ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ...

ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...

ବିବାହକୁ ନେଇ ଭିକିଙ୍କ ବଡ଼ ଖୁଲାସା: ଏମିତି ସର୍ତ୍ତ ରଖିଥିଲେ କ୍ୟାଟ୍ରିନା

ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଭିକି କୌଶାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଗତ ୯ ତାରିଖରେ ରାଜସ୍ଥାନର ସୱାଇ ମାଧୋପୁର ସିକ୍ସ ସେନ୍ସ ଫୋର୍ଟରେ ବିବାହ...

ପୁଅ ଗିରଫ ହେବା ପରେ ‘ମନ୍ନତ’ ଛାଡ଼ି ଚାଲି ଯାଇଥିଲେ ଶାହାରୁଖ; କାରଣ ଜାଣିଲେ…

ବମ୍ବେ: ଦୀର୍ଘ ତିନି ସପ୍ତାହ ପରେ କିଙ୍ଗ ଖାନ୍‌ ଶାହାରୁଖଙ୍କ ପୁଅ ଆର୍ୟନଙ୍କୁ ମିଳିଛି ଜାମିନ। କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଛନ୍ଦି ହୋଇ ଜେଲରେ ଥିଲେ...

Advertisement
Archives

Model This Week