ଆଉଜଣେ ଫୁଡ ଡେଲିଭରି ବୟ କରୋନା ପଜିଟିଭ

ହାଇଦ୍ରାବାଦ,୨୦।୪: ଦିଲ୍ଲୀ ପରେ ଏବେ ଚିନ୍ତାରେ ପଡିଯାଇଛନ୍ତି ହାଇଦ୍ରାବାଦ ବାସିନ୍ଦା। ରବିବାର ଏଠାରେ ଜଣେ ଫୁଡ୍‌ ଡେଲିଭରି ବୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଅନ୍‌ଲାଇନ୍‌ ଖାଦ୍ୟ ମଗାଉଥିବା ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି। କମ୍ପାନୀ ପକ୍ଷାରୁ କୁହାଯାଇଛି କି ଉକ୍ତ ଡେଲିଭରି ବୟ ମାର୍ଚ୍ଚ ୨୧ରୁ ଛୁଟିରେ ଅଛନ୍ତି। ତେଣୁ ଏହି ସମୟ ମଧ୍ୟରେ ସେ କୌଣସି ଫୁଡ୍‌ ଡେଲିଭରି ଦେଇ ନାହାନ୍ତି। ହେଲେ ତାଙ୍କ ସମ୍ପର୍କରେ ଏବେ ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ କରାଯାଉଛି ବୋଲି କହିଛି ହାଇଦ୍ରାବାଦ ପୋଲିସ। ଅନ୍ୟପଟେ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଫୁଡ୍‌ ଡେଲିଭରି ବୟଙ୍କ ପିତା ନିଜାମୁଦ୍ଦିନର ତବଲିଘି ଜମାତ ମରକଜରୁ ଫେରିଥିଲେ ବୋଲି କୁହାଯାଉଛି। ପୂର୍ବରୁ ତାଙ୍କ ପିତା କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ପରିବାରର ସମସ୍ତ ସଦସ୍ୟ କ୍ୱାରାଣ୍ଟାଇନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଫ୍‌କେସ୍‌ ବଦଳରେ ବହିଖାତା

ନୂଆଦିଲ୍ଲୀ,୬ା୭(ପି.ଟି.): ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପରମ୍ପରା ଭଙ୍ଗକରି ବ୍ରିଫ୍‌କେସ୍‌ ବଦଳରେ ଗୃହକୁ ଏକ ଲାଲ୍‌ ରଙ୍ଗର ସିଲ୍କ ବ୍ୟାଗ୍‌ରେ ବଜେଟ ଦସ୍ତାବିଜ୍‌...

ଦାଉଦ୍‌ ଇବ୍ରାହିମ୍‌ଙ୍କ ନିକଟତମ ସହଯୋଗୀ ଇଜାଜ୍‌ ଲକଡ଼ଓ୍ବାଲା ପୋଲିସ ହେପାଜତରେ

ପାଟନା, ୯।୧: ଦାଉଦ୍‌ ଇବ୍ରାହିମ୍‌ଙ୍କ ନିକଟତମ ସହଯୋଗୀ ଇଜାଜ୍‌ ଲକଡ଼ଓ୍ବାଲାଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପୋଲିସ ଗିରଫ କରିଛି। ତାଙ୍କୁ ବିହାରର ପାଟନାଠାରୁ ଗିରଫ କରାଯିବା ପରେ...

ପ୍ରଶାସନର ବାରଣ ସତ୍ତ୍ୱେ କଶ୍ମୀର ଗସ୍ତ କରିବେ ରାହୁଲଙ୍କ ସମେତ ୧୨ ନେତା

ନୂଆଦିଲ୍ଲୀ,୨୪।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀର ଗସ୍ତ କରୁଛନ୍ତି। ଶନିବାର ରାହୁଲଙ୍କ ସହ...

ଚାଇନାକୁ ପୁଣି ବଡ଼ ଝଟ୍‌କା ଦେଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ, ୨୨।୮: ଚାଇନାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗିବାରେ ଲାଗିଛି। ଏବେ ଭାରତୀୟ ରେଲଓ୍ବେ ପୁଣି ଏକ ବଡ଼ ଝଟ୍‌କା ଚାଇନାକୁ ଦେଇଛି। ଭାରତୀୟ...

ନାମାଙ୍କନ ପତ୍ର ଦାଖଲ କଲେ ଫଡନବିସ

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଶୁକ୍ରବାର ନାଗପୁର ଦକ୍ଷିଣ-ପଶ୍ଚିମ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାଗପୁରରେ ଫଡନବିସ ଏକ ରୋଡ ଶୋ’...

ଡାକ୍ତରଙ୍କ ଭୁଲ ଯୋଗୁ ମୃତ୍ୟୁ ସହ ସଂଘର୍ଷ କରୁଛି ୪ ମାସର ଶିଶୁକନ୍ୟା

ଭୋପାଳ, ୨।୧୦: ଡାକ୍ତରଙ୍କ ଭୁଲ ଯୋଗୁ ଜଣେ ନିରୀହ ନିସ୍ପାପ ୪ ମାସର ଶିଶୁକନ୍ୟା ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଛି। ଏମିତି ଏକ ଘଟଣା...

ଲାଲଜୀ ଟଣ୍ଡନଙ୍କ ପରଲୋକ

ଭୋପାଳ, ୨୧।୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କର ମଙ୍ଗଳବାର ଭୋର୍‌ ୫ଟା ୩୫ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲେ। ସେ ଜୁନ...

ବରଗଡ଼ରୁ ୩ ହାଇଦ୍ରାବାଦ ଫେରନ୍ତାଙ୍କ ସମେତ ୧୪ ନୂଆ କରୋନା ପଜିଟିଭ ଚିହ୍ନଟ

ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରୁ ଶନିବାର ପୁଣି ୧୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ଜଣ ବରଗଡ଼ ଜିଲାର ହୋଇଥିବାବେଳେ ଅନ୍ୟ...


Coronavirus Update

Archives

Model This Week

Why Dharitri