CORONAVIRUS UPDATE: ଆଉ ଜଣେ ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର, ୨୫।୪ (ବ୍ୟୁରୋ)- ରାଜ୍ୟ ପାଇଁ ଏକ ଖୁସିଖବର, ଆଉ ଜଣେ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସୁସ୍ଥ ହେବା ସଂଖ୍ୟା ୩୪ରେ ପହଞ୍ଚିଛି। ଶନିବାର ସୁସ୍ଥ ହୋଇଥିବା ଆକ୍ରାନ୍ତ ହେଲେ ସୁନ୍ଦରଗଡ ଜିଲା(ରାଉରକେଲା)ର। ଏହା ପୂର୍ବର ଏହି ଜିଲାର ଅନ୍ୟ ୨ ଆକ୍ରାନ୍ତ ସୁସ୍ଥ ହୋଇଥିଲୋ ସୂଚନାଯୋଗ୍ୟ ଏବେ ସୁନ୍ଦରଗଡ ଜିଲାର ସମସ୍ତ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ
ରାଜ୍ୟର ୫ ଜିଲା କରୋନା ମୁକ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଅଞ୍ଚଳ ଛାରଖାର

ଭୋଗରାଇ, ୨୧।୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଓଡ଼ିଶା ସୀମାନ୍ତ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱରରେ ବ୍ୟାପକ କ୍ଷତି ହୋଇଛି। ଏହି ସାମୁଦ୍ରିକ ଝଡ଼ ବୁଧବାର ଅପରାହ୍ନରେ ବାଲେଶ୍ୱର...

ଟୋକନ ଥାଇ ଚାଷୀ ମଣ୍ଡିରେ ଧାନ ବିକ୍ରି କରିପାରୁନି

ଖଣ୍ଡପଡା,୨୮ା୨(ସ୍ବ.ପ୍ର.):ବିଭିନ୍ନ ଅଞ୍ଚଳରେ ଧାନମଣ୍ଡି ବିଳମ୍ବରେ ଖୋଲିଥିବା ବେଳେ ପ୍ରଶାସନିକ ଅବ୍ୟବସ୍ଥା ଯୋଗୁ ଅନେକ ଚାଷୀ ଟୋକନ ପାଇ ନ ଥିବା ଓ ଟୋକନ ଥାଇ ମଧ୍ୟ...

ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା: ଜିଲାପାଳଙ୍କୁ ଦେଖାକଲେ ଚାଷୀ ପ୍ରତିନିଧି

ନୂଆପଡା ଅଫିସ,୧୭ା୪: ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା, ସିଆଲଟି ଗ୍ରାମପଞ୍ଚାୟତରେ ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା ଯୋଗୁ ଶତାଧିକ ଏକର ଜମିର ରବି ଚାଷ...

ଗଞ୍ଜାମରେ ୧ ଲକ୍ଷ ଟପିଛି କରୋନା ଟେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୮-ଗଞ୍ଜାମ ଜିଲାରେ କରୋନା ସ୍ଥିତି ସୁଧୁରୁଛି ା ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। କରୋନା ଟେଷ୍ଟ ବୃଦ୍ଧି ପାଇଛି ା ଜିଲାରେ...

ଶନିବାର, ରବିବାର ଅନୁଗୋଳ ଜିଲା ଶଟ୍‌ଡାଉନ୍‌

ଅନୁଗୋଳ ଅଫିସ୍‌, ୩।୭: ଅନୁଗୋଳ ଜିଲାରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ପରେ କଠୋର ହୋଇଛି ପ୍ରଶାସନ। କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ...

୧୦ କିମି ଷ୍ଟ୍ରେଚରରେ ବୁହାହେଲେ ରୋଗୀ

ରାୟଗଡ଼ା ଅଫିସ, ୨।୩: ଖରାପ ରାସ୍ତା ଯୋଗୁ ୧୦ କି.ମି ଷ୍ଟ୍ରେଚରରେ ବୁହା ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସି ମେଡିକାଲରେ ଭର୍ତ୍ତି ହେଲେ ରୋଗୀ। ଏହିଭଳି...

କରୋନା ସମୟରେ ନନ୍ଦନକାନନରେ ନୂଆ ଅତିଥି

ବାରଙ୍ଗ,୯ା୯(ଡି.ଏନ୍‌.ଏ.): କରୋନା ସମୟରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୪୨ନଂ ଏନକ୍ଲୋଜରରେ ରହୁଥିବା ଗୟଳ ବୁଧବାର ସକାଳେ ଗୋଟିଏ ଶାବକ ଜନ୍ମ ଦେଇଛି। ମାଆ ଓ ଛୁଆ...

ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର...

Advertisement
Archives

Model This Week