ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ପଜିଟିଭ ସଂଖ୍ୟା ହେଲା ୪୦

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୨ବର୍ଷୀୟ ଏହି ଆକ୍ରାନ୍ତ ଯୁବକ କେନ୍ଦ୍ରାପଡ଼ାର ବୋଲି ସୂଚନା ମିଳିଛି। ସେ ଗତ ୨୪ ତାରିଖରେ ଦୁବାଇରୁ ଫେରିଥିଲେ। ସୋମବାର ତାଙ୍କର କରୋନା ପଜିଟିଭ ରିପୋର୍ଟ ଆସିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ାରେ ଏହା ପ୍ରଥମ ଘଟଣା ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri