
ଭୁବନେଶ୍ୱର, ୬।୫(ବ୍ୟୁରୋ): ବୁଧବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ୱର, ୬।୫(ବ୍ୟୁରୋ): ବୁଧବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ୱର,୨୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ଆଉ ୩୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧୯ରୁ କ୍ୱାରାଣ୍ଟାଇନରୁ ୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି।...
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ବିଶିଷ୍ଟ ପ୍ରାଣୀ ଚିକିତ୍ସକ ଡା. ସୁରେନ୍ଦ୍ର କୁମାର ରାୟଙ୍କ ଶନିବାର ସକାଳ ପ୍ରାୟ ସାଢ଼େ ୮ଟାରେ ପରଲୋକ ଘଟିଛି। ତାଙ୍କୁ ୭୯ ବର୍ଷ...
ଆନନ୍ଦପୁର,୩୦।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହରିପୁରା ଗ୍ରାମରେ ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା କରିଛନ୍ତି। ସେହିଭଳି ଉକ୍ତ ବ୍ୟକ୍ତିଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା...
ପଟ୍ଟାମୁଣ୍ଡାଇ, ୧୨।୧୦ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ଡାକ୍ତର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ହସ୍ପିଟାଲକୁ ଦୈନିକ ୫ ଶହରୁ ଅଧିକ ରୋଗୀ...
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୪,୨୪୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୮୪,୧୨୨ରେ ପହଞ୍ଚିଥିବା...
ନୂଆଦିଲ୍ଲୀ,୪।୪, ଡ଼ରାଇଲାଣି କରୋନା। ଏବେ ଏହା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶନିବାର ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ କର୍ତ୍ତୃପକ୍ଷ ଡାକ୍ତର, ନର୍ସ ଓ ହସ୍ପିଟାଲର ଅନ୍ୟ...
ଅନୁଗୋଳ/ ଢେଙ୍କାନାଳ ଅଫିସ, ୧୬ା୭ ରାସ୍ତା ପାର୍ଶ୍ୱରୁ ରାସ୍ତା ଉପରକୁ ଆସିବ ବସ୍। ଜିମ୍, ପାର୍ଲରରୁ ଖୋଲିବ ତାଲା। ପଡ଼ିଆକୁ ଫେରିବ କ୍ରୀଡ଼ା। ପୂର୍ବାପେକ୍ଷା ଅଧିକ...
ଭୁବନେଶ୍ୱର,୨୧।୫(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ଲହର କାୟା ବିସ୍ତାର କରୁଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଲାଣି। ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ...