Posted inଜାତୀୟ

ଆଉ ଦୁଇ ଦିନ ରିମାଣ୍ଡରେ ରହିବେ ଚିଦାମ୍ବରମ

ନୂଆଦିଲ୍ଲୀ,୩।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ପୁଣିଥରେ ସିବିଆଇ କଷ୍ଟୋଡିରେ ରଖାଯିବ। ମଙ୍ଗଳବାର ଆଇଏନ୍‌ଏକ୍ସ ମିଡିଆ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଆସନ୍ତା ୫ ତାରିଖ ଅର୍ଥାତ୍‌ ଗୁରୁବାର ପର୍ଯ୍ୟନ୍ତ ଚିଦାମ୍ବରମଙ୍କ ରିମାଣ୍ଡ ଅବଧିକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ଚିଦାମ୍ବରମଙ୍କ ଜାମିନକୁ ନେଇ ତଳ କୋର୍ଟରେ ଶୁଣାଣି ହେବାର ଥିଲା। ଏହି ସମୟରେ ସିବିଆଇ ଚିଦାମ୍ବରମଙ୍କୁ ଜେଲ ପଠାଇବାକୁ ସୁପ୍ରିମକୋର୍ଟଙ୍କୁ ନିବେଦନ କରିଥିଲା। ହେଲେ କୋର୍ଟ ତଳ କୋର୍ଟକୁ ଗୁରୁତର ସହ ନ ନେଇ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଚିଦାମ୍ବରମଙ୍କୁ ସିବିଆଇ କଷ୍ଟୋଡିରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବନ୍ଦ କୋଠରୀରେ ରାଜନୀତି କରେ ନାହିଁ: ଶାହା

ମୁମ୍ବାଇ,୮ ।୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମହାରାଷ୍ଟ୍ରର ମହା ବିକାଶ ଅଘାଡି ସରକାରକୁ ତିନି ଚକିଆ ଅଟୋରିକ୍ସା ବୋଲି କହିଛନ୍ତି । ଏହାସହ ସବୁକ୍ଷେତ୍ରରେ...

ଡବ୍ଲ୍ୟୁଏଚ୍‌ଓର ନେତୃତ୍ୱ ନେବ ଭାରତ

ନୂଆଦିଲ୍ଲୀ,୨୪ା୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟାଳୟରେ ଭାରତ ନେତୃତ୍ୱ ଭୂମିକା ନେବ। ସାରା ବିଶ୍ୱ କରୋନା ମହାମାରୀ କବଳିତ ହୋଇଥିବାବେଳେ ଆସନ୍ତା ମାସରେ ଡବ୍ଲ୍ୟୁଏଚ୍‌ଓ...

ଦୁବାଇ ଶାସକଙ୍କ ମାଲାୟାଲମ ଟୁଇଟ୍‌ର ଉତ୍ତର ଆରବିକ୍‌ରେ ଦେଲେ କେରଳ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୩।୨: ଦୁବାଇର ଶାସକ ତଥା ୟୁଏଇର ପ୍ରଧାନମନ୍ତ୍ରୀ ଶେଖ ମହମ୍ମଦ ବିନ ରଶିଦ ଅଲ ମାକତୁମ ଗୁରୁବାର ମାଲାୟାଲମ ଭାଷାରେ ଏକ ଟୁଇଟ୍‌ କରିଥିଲେ। ଏମିରେଟ୍ସରେ...

୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଲା

ନୂଆଦିଲ୍ଲୀ,୫।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୮୫୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଘୁଞ୍ଚୁଛି ହିମାଳୟ ଗ୍ଲେସିୟର

ନୂଆଦିଲ୍ଲୀ, ୨୩ା୧୧: ବିଶ୍ୱତାପନ, ଜଳବାୟୁ ପରିବର୍ତ୍ତନ ଯୋଗୁ ସାରା ବିଶ୍ୱରେ ଗ୍ଲେସିୟର ତରଳିବାରେ ଲାଗିଛି। ଏଥିଯୋଗୁ ସମୁଦ୍ରପତ୍ତନ ବୃଦ୍ଧି ଭବିଷ୍ୟତରେ ବଡ଼ ବିପର୍ଯ୍ୟୟର ଆଶଙ୍କା ବଢ଼ାଇଛି।...

ରାଜଧାନୀରେ ୧୨୦୦ ଡାକ୍ତର, ୭୦୦ ନର୍ସ, ୪୦୦ ପାରାମେଡିକାଲ ଷ୍ଟାଫ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୧ ।୧: କରୋନା ସଂକ୍ରମଣ ମଧ୍ୟରେ ଦିଲ୍ଲୀର ହସ୍ପିଟାଲ ଗୁଡିକ ଅଡୁଆରେ ପଡିଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀ ଦିଲ୍ଲୀରେ ୪୦ରୁ ଅଧିକ ସରକାରୀ...

ଏଆର୍‌ଆଇଇଏସ୍‌ ସହ ଇସ୍ରୋର ଏମ୍‌ଓୟୁ: ମହାକାଶ ସମ୍ପତ୍ତିର ସୁରକ୍ଷାରେ ସହାୟକ ହେବ

ବେଙ୍ଗାଲୁରୁ,୮ା୬: ମହାକାଶରେ ବର୍ଜ୍ୟବସ୍ତୁକୁ ନେଇ ଚିନ୍ତା ବଢ଼ୁଥିବାବେଳେ ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ସ୍ଥିତିଗତ ସଚେତନତା କ୍ଷେତ୍ରରେ ସହଯୋଗ ଲାଗି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)...

କରୋନା ଯୋଗୁ ଆଲିଗଡ଼ ବିଶ୍ୱବିଦ୍ୟାଳୟରେ ପରୀକ୍ଷା ବନ୍ଦ: ଏପ୍ରିଲ୍‌ ୧ରୁ ହେବ ଆରମ୍ଭ

ନୂଆଦିଲ୍ଲୀ,୯।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଲିଗଡ଼ ବିଶ୍ୱବିଦ୍ୟାଳୟରେ ମାର୍ଚ୍ଚ ୧୫ରୁ ହେବାକୁଥିବା ପରୀକ୍ଷାକୁ ବନ୍ଦ କରି ଦିଆଯାଇଛି। ଏହା ଏପ୍ରିଲ୍‌ ୧ରୁ ଆରମ୍ଭ ହେବ...

Advertisement
Archives

Model This Week